ଘରଭଙ୍ଗା ସହାୟତା: ୮୫୦ କ୍ଷତିଗ୍ରସ୍ତଙ୍କ ଖାତାକୁ ଗଲା ୨୫ ଲକ୍ଷ

ପୁରୀ ଅଫିସ, ୧୫ା୬: ବାତ୍ୟାରେ ପୁରୀ ଜିଲାରେ ବହୁ ଘର ସମ୍ପୂର୍ଣ୍ଣ ଓ ଆଉ କେତେକ ଆଂଶିକ ଭାବେ କ୍ଷତିଗ୍ରସ୍ତ ହୋଇଥିଲା। ପ୍ରଶାସନ ପକ୍ଷରୁ ଘରଭଙ୍ଗା କ୍ଷୟକ୍ଷତି ଆକଳନ କରାଯିବା ପରେ ବିପନ୍ନଙ୍କ ପାଖକୁ ସହାୟତା ରାଶି ପ୍ରଦାନ ଆରମ୍ଭ ହୋଇଛି। ଶୁକ୍ରବାର ନିମାପଡ଼ା ତହସିଲ ଅନ୍ତର୍ଗତ ୮୫୦ ଜଣ କ୍ଷତିଗ୍ରସ୍ତଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ୨୫ ଲକ୍ଷ ଟଙ୍କା ପଠାଯାଇଛି। ପର୍ଯ୍ୟାୟକ୍ରମେ ଏହି ଘରଭଙ୍ଗା ସହାୟତା ରାଶି ପ୍ରଦାନ କରାଯିବ। ନିମାପଡ଼ା ତହସିଲଦାର କମଳଜିତ ଦାଶ କ୍ଷୟକ୍ଷତି ଆକଳନର ରିପୋର୍ଟ ପ୍ରଥମେ ଜିଲା ପ୍ରଶାସନ ନିକଟରେ ଦାଖଲ କରିଥିଲେ। ତେଣୁ ପ୍ରଥମେ ନିମାପଡ଼ା ତହସିଲ ଅଞ୍ଚଳର କ୍ଷତିଗ୍ରସ୍ତଙ୍କୁ ସହାୟତା ରାଶି ପ୍ରଦାନ କରାଯାଇଥିବା ଜଣେ ଅଧିକାରୀ କହିଛନ୍ତି। ବାତ୍ୟାରେ ଜିଲାରେ ୨,୭୮,୭୬୨ଟି ବାସଗୃହ କ୍ଷତିଗ୍ରସ୍ତ ହୋଇଛି। ସେଥିମଧ୍ୟରୁ ୭୪ଟି ପକ୍କା ଘର୮,୯୮୫ କଚ୍ଚା ଘର ସମ୍ପୂର୍ଣ୍ଣ ଭାଙ୍ଗିଯାଇଥିବା ବେଳେ ୬,୧୨୭ଟି ପକ୍କା ଘର ଏବଂ ୯୮,୫୮୮ଟି କଚ୍ଚା ଘର ଅତ୍ୟଧିକ କ୍ଷତିଗ୍ରସ୍ତ ହୋଇଛି। ସେହିପରି ୧,୧୩,୨୮୧ଟି ପକ୍କା ଘର ଏବଂ ୪୯,୫୨୯ଟି କଚ୍ଚା ଘର ଆଂଶିକ କ୍ଷତିଗ୍ରସ୍ତ ହୋଇଥିବା ବେଳେ ୨,୧୭୮କୁଡ଼ିଆ ଏବଂ ୪୪,୩୭୮ଟି ଗୁହାଳ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?