ଘରକୁ ବହୁ କଷ୍ଟରେ ତିଆରି କରାଯାଏ। କିନ୍ତୁ ଯେଉଁ ଘରେ ବାସ୍ତୁଦୋଷ ରହିଯାଏ ସେହି ଘରର ଖୁସି ଉପରେ ଯେମିତି କାହାର ନଜର ଲାଗିଯାଇଛି ପରି ମନେହୁଏ। ଏଥିପାଇଁ କେତୋଟି କଥା ପ୍ରତି ଦୃଷ୍ଟିଦିଅନ୍ତୁ । ଜାଣନ୍ତୁ ଏମିତି କେତୋଟି ଟିପ୍ସ…
ପ୍ରଥମେ ଧ୍ୟାନଦେବାକୁ ହେବ ଯେ କେଉଁ ଜିନିଷ ମେନ୍ ଗେଟ୍ ବାହାରେ ରଖିବେନି। ଗେଟ୍ ବାହାରେ କଣ୍ଟାଜାତୀୟ ଗଛ ଲଗାନ୍ତୁ ନାହିଁ। କଣ୍ଟା ଜାତୀୟ ଗଛ ବାହାରେ ରହିବା ଦ୍ୱାରା ଘରର ସବୁ ପଜିଟିଭ୍ ଏନର୍ଜି ବାହାରକୁ ପଳାଇବ ଏବଂ ଘରେ ରହୁଥିବା ବ୍ୟକ୍ତି ମାନସିକ ଚିନ୍ତାଗ୍ରସ୍ତ ହେବା ଆଶଙ୍କା ରହିଛି।
ଘରର ପ୍ରବେଶ ଦ୍ୱାରରେ କୌଣସି ଭଙ୍ଗା ଜିନିଷ ରଖନ୍ତୁ ନାହିଁ। ଭଙ୍ଗା ଚେୟାର, ଟେବୁଲ୍, ବେଡ୍, ଡୋର ଆଦି ରଖନ୍ତୁ ନାହିଁ। ଏସବୁ ଜିନିଷ ରହିବା ଦ୍ୱାରା ଘରେ ଅଶାନ୍ତି ବୃଦ୍ଧିପାଏ।
ମୁଖ୍ୟଦ୍ୱାର ସାମ୍ନାରେ ଦେବୀ ଓ ଦେବତାଙ୍କ ମନ୍ଦିର ସ୍ଥାପନ କଲେ ସେଠାରେ ସେମାନେ ବାସକରନ୍ତି ନାହିଁ। ଏହାଦ୍ୱାରା ଆପଣଙ୍କୁ କଷ୍ଟ ସହିବାକୁ ପଡ଼ିପାରେ।
କେବେ ବି ଘର ସାମ୍ନାରେ ଗାତ କିମ୍ବା କୂଅ ଖୋଳନ୍ତୁ ନାହିଁ। କୂଅ ଘର ସାମ୍ନାରେ ରହିବା ଦ୍ୱାରା ଘରେ ଅଶାନ୍ତି ଦେଖାଯାଏ।
Posted inHome, Home Left, ଜୀବନଚର୍ଯ୍ୟା View All
ଭାରତୀୟ କ୍ରିକେଟର ନୂଆ ଅଧ୍ୟାୟ: ଦିଲ୍ଲୀ U-19 ଦଳର ଅଧିନାୟକ ହେଲେ ବୀରେନ୍ଦ୍ର ସେହୱାଗଙ୍କ ପୁଅ ଆର୍ଯ୍ୟବୀର
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ସ୍ଫୋରକ ଓପନର ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍ରେ ଏକ ବଡ଼ ଦାୟିତ୍ୱ ମିଳିଛି।…
ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …
ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…
ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଟିମ୍ର ପୂର୍ବତନ ଓପନର୍ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…
FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ
ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…
ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….
ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…
ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…
ସୂର୍ଯ୍ୟ-ଶୁକ୍ରଙ୍କ ଯୁତିରେ ଗଠନ ହେବ ଶୁକ୍ରାଦିତ୍ୟ ରାଜଯୋଗ; ଚମକିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା….
ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନ ଏବଂ ସେମାନଙ୍କ ଯୁତିକୁ ବିଶେଷ ଗୁରୁତ୍ୱ ଦିଆଯାଏ । ଦୁଇଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କଲେ ତାହାକୁ ଗ୍ରହ…
ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା
ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

