ଘରୁ ବୃଦ୍ଧାଙ୍କ ଗଳିତ ମୃତଦେହ ଉଦ୍ଧାର: ସଙ୍ଗରୋଧରୁ ଆସି ମୁଖାଗ୍ନି ଦେଲେ ପୁଅ

ପୁରୁଷୋତ୍ତମପୁର,୧୭ା୫(ଡି.ଏନ୍‌.ଏ.)- ପୁରୁଷୋତ୍ତମପୁର ବ୍ଲକ ହାଣ୍ଡିଘର ଗ୍ରାମର ଜଣେ ବୃଦ୍ଧାଙ୍କ ଗଳିତ ମୃତଦେହ ଶନିବାର ପଡୋଶୀ ଉଦ୍ଧାର କରିଛନ୍ତି। ସେ ହେଲେ ରୋହିଣୀ ଦାଶ (୭୫)। ସୁରଟରୁ ଫେରି ସଙ୍ଗରୋଧ କେନ୍ଦ୍ରରେ ଥିବା ପୁଅ ମୁଖାଗ୍ନି ଦେଇଛନ୍ତି। ରୋହିଣୀଙ୍କ ୨ ପୁଅ ବାହାରେ ରୁହନ୍ତି। ସୁରଟରେ ଥିବା ପୁଅ ରାମହରି ୮ ତାରିଖରେ ଘରକୁ ଫେରି ଗାଙ୍ଗଦହଲି କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହୁଛନ୍ତି। ଘରେ ଏକାକୀ ଥିବା ରୋହିଣୀଙ୍କ ମୃତ୍ୟୁ ହୋଇଯାଇଥିଲା। ଶନିବାର ଘରୁ ଦୁର୍ଗନ୍ଧ ବାହାରୁଥିବାରୁ ଲୋକେ କବାଟ ଭାଙ୍ଗି ମୃତଦେହ ଉଦ୍ଧାର କରି ବ୍ଲକ ପ୍ରଶାସନକୁ ଖବର ଦେଇଥିଲେ। ବ୍ଲକ ପ୍ରଶାସନ କ୍ୱାରାଣ୍ଟାଇନ୍‌ରେ ଥିବା ତାଙ୍କୁ ପୁଅଙ୍କୁ ଆଣି ମା’ଙ୍କୁ ମୁଖାଗ୍ନି ଦେବାପରେ ଫେରାଇନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ଭୂତ ଭୟ ଘଟଣା, ଜିଲା ପ୍ରଶାସନ ସଚେତନ…..

ରାୟଗଡ଼ା,୨୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲାସ୍ତରୀୟ ଡାହାଣୀ ପ୍ରଥା ନିଷେଧ ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି…

ବାଇକକୁ ପିଟିଲା ଟ୍ରକ, ଚାପି ହୋଇ ବାଇକ ଆରୋହୀଙ୍କ ଜୀବନ ଗଲା

ବାଲେଶ୍ୱର, ୨୧।୨( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଦଣ୍ଡିକା ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି…

ଧସିଲା ଜଳସେଚନ ବିଭାଗର ସର୍ବପୁରାତନ କେନାଲ ବ୍ରିଜ୍‌, ଯାତାୟାତ ଠପ୍‌

ଜୟପୁର,୨୧।୨(ପବନ ପାଣିଗ୍ରାହୀ): ଜଳସେଚନ ବିଭାଗର ଏହି ସର୍ବପୁରାତନ କେନାଲ ବ୍ରିଜ ଧସିଯାଇଛି । ଫଳରେ ଜୟପୁର ସହରରୁ ବାରିଣୀପୁଟ ପଞ୍ଚାୟତର ଅନେକ ଗାଁକୁ ଯାତାୟତ ଠପ୍ ହୋଇଯାଇଛି…

ନାଣ୍ଡୁ ଆଣିଥିଲେ ବନ୍ଧୁକ, ଚଳାଇଲେ ଉତ୍କଳ କେଶରୀ

କଟକ,୨୧।୨(କାର୍ତ୍ତିକ ସାହୁ):କଟକ ମଧୁପାଟଣା ଥାନା ଅନ୍ତର୍ଗତ ନୂଆପଡ଼ା ଗୁଳିକାଣ୍ଡ ମାମଲାରେ କମିଶନରେଟ ପୋଲିସ ୫ଜଣଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ହୁକୁ…

ଦେବଗଡରେ ବୁଲା କୁକୁର ଆତଙ୍କ, ଯାହାକୁ ଦେଖୁଛି….

ଦେବଗଡ,୨୧ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ସହରରେ କୁକୁର ଆତଙ୍କ । ବୁଲା କୁକୁର ଲୋକଙ୍କୁ ଗୋଡାଇ ଗୋଡାଇ କାମୁଡୁଥିବା ନେଇ ଅଭିଯୋଗ ହୋଇଛି । ଛୋଟ ଛୁଆଠୁ…

ଫେବୃଆରୀ ୨୮ ସୁଦ୍ଧା ଧାନ ନ ଉଠିଲେ ଆନ୍ଦୋଳନ: ଧମକ ଦେଲେ ଚାଷୀ

ପଦ୍ମପୁର,୨୧ା୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୩ ମାସ ବିତିଯାଇଛି। ମାତ୍ର ଏବେ ବି ଚାଷୀ ମଣ୍ଡିରେ ଡେରାପକାଇ ସେମାନଙ୍କ ଧାନ କେବେ ଉଠିବ ସେହି ଚିନ୍ତାରେ…

ଆଗ ଥଇଥାନ, ପରେ ଉଚ୍ଛେଦ: ଜବରଦଖଲ ଉଚ୍ଛେଦକୁ ନେଇ ବଢିଲା ଅସନ୍ତୋଷ

ବରଗଡ଼,୨୧।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦ ଅଧୀନ ବିଭିନ୍ନ ୱାର୍ଡରେ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଏହି ଉଚ୍ଛେଦ ପ୍ରକ୍ରିୟାରେ ବଡ଼ବଡ଼ିଆଙ୍କଠାରୁ ଅଧୀକ ଗରିବ ଶ୍ରେଣୀର ଲୋକେ…

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri