ଘରେ କ୍ୟାଶ ପହଞ୍ଚାଇବେ ବ୍ୟାଙ୍କ

ମୁମ୍ବାଇ,୨୬। ୩: ଏବେ ବାହାରକୁ ଯିବା ଲାଗି କଟକଣା ଲାଗୁ କରାଯାଇଛି। ଲକ୍‌ଡାଉନ ଯୋଗୁ ବାହାରକୁ ବାହାରିବାକୁ ଅସୁବିଧା ହେଉ ଥିବାରୁ ନଗଦ ଲାଗି ସମସ୍ୟା ଉପୁଜିବାର ଆଶଙ୍କା ରହିଛି। ଏଟିଏମ୍‌କୁ କ୍ୟାଶ ଆଣିବା ଲାଗି କୌଣସି କଟକଣା ନ ଥିବା ବେଳେ ଯଦି ଆଖପାଖରେ ଏଟିଏମ୍‌ ନାହିଁ ତେବେ ଲୋକଙ୍କର ଅସୁବିଧା ବଢିଯାଏ। ଏହି ସମୟରେ ବ୍ୟାଙ୍କ ଲୋକଙ୍କ ନିକଟରେ ନଗଦ ପହଞ୍ଚାଇବା ନେଇ ସହାୟତା କରିପାରିବେ। ଲକ୍‌ଡାଉନ ସମୟରେ ଏସ୍‌ବିଆଇ, ଏଚ୍‌ଡିଏଫ୍‌ସି ବ୍ୟାଙ୍କ, କୋଟାକ ମହିନ୍ଦ୍ରା ବ୍ୟାଙ୍କ, ଆକ୍ସିସ ବ୍ୟାଙ୍କ ଗ୍ରାହକଙ୍କୁ କ୍ୟାଶ ଡେଲିଭରି ସୁବିଧା ପ୍ରଦାନ କରୁଛନ୍ତି। ଏସ୍‌ବିଆଇ ଗ୍ରାହକଙ୍କ ନିକଟରେ ଅର୍ଥ ପହଞ୍ଚାଉଥିବା ବେଳେ ଗ୍ରାହକଙ୍କଠାରୁ ଟଙ୍କା ଜମା ନେବାର ସୁବିଧା ମଧ୍ୟ ଦେଉଛି। ଏଥିଲାଗି ବ୍ୟାଙ୍କ ୧୦୦ ଟଙ୍କା ଆରମ୍ଭ ମୂଲ୍ୟରୁ ଚାର୍ଜ ନେଇଛି। ଏହି ସୁବିଧା ମୁତାବକ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ୫ରୁ ୨୫ ହଜାର ଟଙ୍କା ଡେଲିଭରି ଦେବାର ସୁବିଧା କରିଛି। ଏଥି ଲାଗି ବ୍ୟାଙ୍କ ୧୦୦ରୁ ୨୦୦ ଟଙ୍କା ଚାର୍ଜ ନେଉଛି। ଆକ୍ସିସ ଏବଂ କୋଟାକ ମହିନ୍ଦ୍ରା ବ୍ୟାଙ୍କ ଏହି ସୁବିଧା ମଧ୍ୟ ପ୍ରଦାନ କରୁଛନ୍ତି। ଏଥି ଲାଗି ବ୍ୟାଙ୍କଗୁଡିକ ନିର୍ଦ୍ଧିଷ୍ଟ ଚାର୍ଜ ମଧ୍ୟ ନେଉଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

ଲଭ-ସେକ୍ସ-ଧୋକା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହ କରିବା ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ…

ଭାଜପାରେ ମିଶିଲେ କର୍ଲାମୁଣ୍ଡା ବ୍ଲକର ୩ ମହିଳା ସରପଞ୍ଚ

କର୍ଲାମୁଣ୍ଡା,୬ା୭ (ପ୍ରଦୀପ କୁମାର ସାହୁ): ଭବାନୀପାଟଣାଠାରେ ଭାଜପା ପକ୍ଷରୁ ଆୟୋଜିତ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ଜୟନ୍ତୀ ସମାରୋହ ଅବସରରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri