ଘରେ ପଶି ଆକ୍ରମଣ, ୩ ଆହତ

ଭଞ୍ଜନଗର,୨ା୧୧(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ବେଲଗୁଣ୍ଠା ଫାଣ୍ଡି ଇଙ୍ଗିନାଠୀ ଗ୍ରାମରେ ଶୁକ୍ରବାର ରାତିରେ କେତେକ ଦୁର୍ବୃତ୍ତ ଜଣେ ବ୍ୟକ୍ତିଙ୍କ ଘରେ ପଶି ପରିବାର ଲୋକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଛନ୍ତି। ଏଥିରେ ୩ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଦେବରାଜ ଗୁରୁ, ସବିତା ଗୁରୁ ଓ ପୁଷ୍ପାଞ୍ଜଳୀ ଗୁରୁ। ଆହତମାନଙ୍କୁ ପୋଲିସ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍‌ପିଟାଲରେ ଭର୍ତ୍ତି କରିଛି। ପାଟିତୁଣ୍ଡ ଶୁଣି ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚତ୍ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ କାବୁକରି ପୋଲିସ ଜିମା ଦେଇଛନ୍ତି। ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି। କେଉଁ କାରଣରୁ ଏହି ଆକ୍ରମଣ ଘଟିଛି ଜଣାପଡିନାହିଁ। ପୋଲିସ ଅଭିଯୁକ୍ତଙ୍କୁ ଥାନାକୁ ନେଇ ପଚରାଉଚରା ଚଳାଇଛି। ଖବର ଲେଖାହେବା ସୁଦ୍ଧା ଥାନାରେ କୌଣସି ମାମଲା ରୁଜୁ ହୋଇ ନ ଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri