ଦିଗପହଣ୍ଡି,୭ା୬(ଡି.ଏନ.ଏ.)- ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ମହିଳାଙ୍କ ଘରେ ପଶି ଅସଦାଚରଣ ସହ କାତିରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଏତଲାକୁ ଭିତ୍ତିକରି ପୋଲିସ ତଦନ୍ତ ଚଳାଇଛି। ପ୍ରକାଶ ଯେ, ବୁଧବାର ରାତିରେ ମହିଳା ଜଣକ ତାଙ୍କ ମା’ଙ୍କ ସହ ଘରେ ଶୋଇଥିଲେ। ରାତି ପ୍ରାୟ ୧୨ଟାରେ ଅଭିଯୁକ୍ତ ଜୋରଜବରଦସ୍ତ ଘରେ ପଶି ମହିଳାଙ୍କୁ ଟଣାଓଟରା କରିଥିଲେ। ଚିକତ୍ାର ଶୁଣି ତାଙ୍କ ମା’ ଉଠିପଡ଼ି ଅଭିଯୁକ୍ତଙ୍କୁ ଧରିବାକୁ ଚେଷ୍ଟା କରୁଥିବା ବେଳେ ସେ କାତିରେ ବାମ ଗୋଡ଼କୁ ହାଣି ଦୌଡ଼ି ପଳାଇଥିବା ଏତଲାରେ ଦର୍ଶାଯାଇଛି। ମା’ଙ୍କ ବାମ ଗୋଡ଼ରେ ଆଘାତ ଲାଗିଥିବାରୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ଘଟଣାର ତଦନ୍ତ ଚାଲିଥିବା ଆଇଆଇସି ଗୌରାଙ୍ଗ ଚରଣ ସାହୁ କହିଛନ୍ତି। ଗିରଫ ଭୟରେ ଅଭିଯୁକ୍ତ ଫେରାର ଅଛନ୍ତି।
ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍
ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…
ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨
ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା…
ସୁଦୃଢ ମନ ଉଜ୍ଜ୍ୱଳ ଭବିଷ୍ୟତ ଗଠନର ମୂଳଭିତ୍ତି: ରାଜଯୋଗୀ ଡଃ ଶକ୍ତିରାଜ
ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟ ଭଞ୍ଜନଗର ଉପସେବା କେନ୍ଦ୍ର ଆନୁକୁଲ୍ୟରେ ୩ ଦିନ ବ୍ୟାପି ଚାଲିଥିବା ‘ସୁଦୃଢ ମନ ଉଜ୍ଜ୍ୱଳ ଭବିଷ୍ୟତ’ ପ୍ରସଙ୍ଗ ଭିତ୍ତିକ…
କୂଳ ଲଂଙ୍ଘିବା ଓ ବେଳାଭୂମି ଅବକ୍ଷୟ ପ୍ରସଙ୍ଗ, ସମୀକ୍ଷା କରି ଅଞ୍ଚଳବlସୀଙ୍କ ସହ ବିଧାୟକଙ୍କ ଆଲୋଚନା
ଗଞ୍ଜାମ,୫ା୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତ…
ଘୋଡ଼ାହାଡ଼ ଡ୍ୟାମ୍ରୁ ଛଡ଼ାଗଲା ପାଣି, ଖୋଲିଲା ୨ ଗେଟ୍
ଦିଗପହଣ୍ଡି,୫ା୭(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରବିବାର ସକାଳୁ ଦିଗପହଣ୍ଡି ଅଞ୍ଚଳରେ ବର୍ଷା ହୋଇଛି। ବର୍ଷା ଯୋଗୁ ଜଳସମ୍ପଦ ବିଭାଗ…
କୂଳ ଲଙ୍ଘୁଛି ସମୁଦ୍ର: ଉଭୟ ଉପକୂଳ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କଲେ ବିଧାୟକ
ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳକ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଉପକୂଳବର୍ତ୍ତୀ ଅଞ୍ଚଳର ବାସିନ୍ଦାମାନେ ଭୟଭୀତ ଅବସ୍ଥାରେ ଦିନ…
ତାରାତାରିଣୀ କଲେଜର ହେବ ଆଧୁନିକୀକରଣ, ଅଞ୍ଚଳରେ ଖୁସିର ଲହରୀ
ପୁରୁଷୋତ୍ତମପୁର,୫ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ପାଇଁ ଚଳିତ ବର୍ଷ ଏକ ଐତିହାସିକ ବର୍ଷ ପାଲଟିଛି । କେନ୍ଦ୍ର ସରକାରଙ୍କ ପ୍ରତିଷ୍ଠିତ ରୁଷା/ପିଏମ-ଉଷା ପ୍ରକଳ୍ପରେ…
ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍ ପଡ଼ିଲେ…
ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ…
Archives

