ଘରେ ମଶା ନହେବା ପାଇଁ ଆପଣାନ୍ତୁ ଏହି ଉପାୟ…

ଘର ପାଖରେ ସନ୍ତସନ୍ତିଆ ହେଲେ ମଶା ହୋଇଥାନ୍ତି। ତେବେ ମଶା ସମସ୍ୟାରୁ ଦୂରେଇ ରହିବା ପାଇଁ ଘର ପାଖରେ ଗେଣ୍ଡୁ ଫୁଲ ଲଗାଇଲେ ଭଲ। ଏହାର ବାସ୍ନାରେ ମଶା ଦୂରେଇ ଯିବେ। ସେହିପରି ତୁଳସୀ ବାସ୍ନା ମଧ୍ୟ ମଶାଙ୍କ ଲାଗି ଅସହ୍ୟ ହୋଇଥାଏ। ତେଣୁ ଘର ପାଖରେ ତୁଳସୀ ଗଛ ଲଗାଇଲେ ମଶା ଆଉ ଆସି ନ ଥାନ୍ତି। ଘରେ ପ୍ରତିଦିନ ନିମ୍ବ ପତ୍ର ଧୁଆଁ ଦେଲେ ମଧ୍ୟ ମଶା ଦୂରେଇ ଯାଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିସ୍ଥିତିର ଦାସ ମଣିଷ

ମହାନ୍‌ ମାନବବାଦୀ ନେତା ଆବ୍ରାହମ୍‌ ଲିଙ୍କନ ଥରେ କହିଥିଲେ, ”ମୁଁ ମୋର ସାମ୍ନା କରିଥିବା ପରିସ୍ଥିତିର ଫଳ“ ଅର୍ଥାତ୍‌ ସେ ଯେଉଁ ଆସନରେ ମଣ୍ଡିତ ଥିଲେ ତାହା…

ଜୀବନ ନଦୀର ଦୁଇ କୂଳ

ଶ୍ରଦ୍ଧାବାନ୍‌ ଲଭ୍ୟତେ ଜ୍ଞାନମ୍‌ ଓ ସଂଶୟାତ୍ମା ବିନଶ୍ୟତି’ର ମହତ୍ତ୍ୱ ହୃଦୟଙ୍ଗମ କରିବା ଉଚିତ। ଜ୍ଞାନ ପାଇଁ ସଂଶୟହୀନତା ଓ ଶ୍ରଦ୍ଧା ଉଭୟ ଆବଶ୍ୟକ, ଠିକ୍‌ ଯେପରି ଆଲୋକ…

ରଣନୀତିରୁ ଲାଭ

ଆମେରିକା ପୃଥିବୀର ଯେ କୌଣସି ସ୍ଥାନରେ ସାମରିକ ଆକ୍ରମଣ କରିବାକୁ ସକ୍ଷମ। ଏହାସହ ଅନ୍ୟ ଦେଶ ଉପରେ କ୍ଷତିକାରକ ଟାରିଫ୍‌ ଓ ପ୍ରତିବନ୍ଧକ ଲଗାଇବା ଏବଂ ସହଯୋଗୀଙ୍କ…

ଏଣିକି କୃଷକଙ୍କ କାର୍ଯ୍ୟ ହେବ ସହଜ: ଶୁଭାରମ୍ଭ ହେଲା…

ମହାକାଳପଡ଼ା, ୨୨ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କିଆର ବାଙ୍କସ୍ଥିତ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ରଠାରେ ଖରିଫ୍‌ ଫସଲ ସମ୍ବନ୍ଧୀୟ କୃଷକ ପଞ୍ଜୀକରଣ, ସଫଳ…

କଲ୍ୟାଣସିଂହପୁର ଲ୍ୟାମ୍ପ ଏମ୍‌ଡିଙ୍କ ଘରେ ଭିଜିଲାନ୍ସ ରେଡ୍, ବେଆଇନ କାରବାର…

କଲ୍ୟାଣସିଂହପୁର,୨୨।୫(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସମବାୟ ସମିତି ଲ୍ୟାମ୍ପରେ ହୋଇଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣା ନୂଆ ମୋଡ଼ ନେଇଛି।…

ଯୁକ୍ତ ଦୁଇ ପରୀକ୍ଷା ଫଳ: ତଥ୍ୟ ମାଗିବାରୁ ସାମ୍ବାଦିକଙ୍କୁ ‘ନାଲି ଆଖି’

ଥୁଆମୂଳ ରାମପୁର,୨୨।୫(ଦୁର୍ଗା କୀର୍ତ୍ତି): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଦ୍ୱାରା ପରିଚାଳିତ ଚଳିତ ବର୍ଷର ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ପ୍ରକାଶ ପାଇବା ପରେ…

ଭାରତକୁ ଯେତିକି ତେଲ ଆବଶ୍ୟକ ସେତିକି ଯୋଗାଇବାକୁ ଆମେରିକା ପ୍ରସ୍ତୁତ: ମାର୍କୋ ରୁବିଓ

ଓ୍ବାଶିଂଟନ, ୨୨।୫: ଭାରତ ଗସ୍ତ ପୂର୍ବରୁ, ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ଏକ ବଡ଼ ଘୋଷଣା କରିଛନ୍ତି । ସେ ସ୍ପଷ୍ଟ କରିଛନ୍ତି ଯେ ନୂଆଦିଲ୍ଲୀ…

ଫିଲ୍ମରେ ଅଭିନୟ କରୁଥିଲେ ଫେରାର କଏଦୀ: ୧୨ ବର୍ଷ ପରେ…

ଅହମ୍ମଦାବାଦ, ୨୨/୫ (ପି.ଟି.):ସିନେମା ଜଗତର ଚମକପ୍ରଦ ଦୁନିଆରେ ନିଜ ପରିଚୟ ଲୁଚାଇ ବୁଲୁଥିବା ଜଣେ କଏଦୀକୁ ଶେଷରେ ଗିରଫ କରିଛି ଗୁଜରାଟ ପୋଲିସ। ହତ୍ୟା ମାମଲାରେ ଆଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri