ଘରେ ସୁଖ, ଶାନ୍ତି ଚାହୁଁଛନ୍ତି କି? ଏସବୁ କରିବାକୁ ଭୁଲନ୍ତୁ ନାହିଁ..

ହିନ୍ଦୁଧର୍ମ ଅନୁସାରେ ଏପରି କିଛି ବିଶ୍ୱାସ ରହିଛି ଯାହାକୁ ଏଯାଏଁ ମଧ୍ୟ ଲୋକ ମାନି ଆସୁଛନ୍ତି। ଘରେ କିଛି ଜିନିଷ ରଖିବା ଦ୍ୱାରା ସୁଖ, ଶାନ୍ତି, ଧନ ଓ ସମୃଦ୍ଧି ବୃଦ୍ଧି ହୋଇଥାଏ ବୋଲି ଲୋକଙ୍କ ମନରେ ବିଶ୍ୱାସ ରହିଛି। ଆପଣ ଯଦି ଘରେ ପରିବର୍ତ୍ତନ ଚାହୁଁଛନ୍ତି ତେବେ ଏଭଳି କିଛି ଉପାୟ ଆପଣାନ୍ତୁ।

ଗଣେଶ ମୂର୍ତ୍ତି:
ବିଘ୍ନହର୍ତ୍ତା ଗଣେଶଙ୍କ ମୂର୍ତ୍ତି ଘରେ ନିଶ୍ଚୟ ରଖନ୍ତୁ। କାରଣ କୌଣସି ସଙ୍କଟ ଆସିବା ସମୟରେ ଗଣେଶଙ୍କୁ ଆରାଧନା କରିବା ଫଳରେ ସଙ୍କଟ ଟଳି ଯାଇଥାଏ।

ଗଙ୍ଗାଜଳ:
ହିନ୍ଦୁଧର୍ମ ଅନୁସାରେ ଗଙ୍ଗା ଜଳକୁ ପବିତ୍ର ମନାଯାଇଥାଏ। ସକାଳେ ପୂଜା ସମୟରେ ଘରେ ଗଙ୍ଗାଜଳ ଛିଞ୍ଚିଲେ ଘର ଶୁଦ୍ଧି ହୋଇଥାଏ ଓ ସୁଖ ଶାନ୍ତି ବଢ଼ିଥାଏ।

ଶଙ୍ଖ:
ଠାକୁର ଘରେ ଶଙ୍ଖ ରଖି ପୂଜା କରିବା ସହ ଶଙ୍ଖ ବଜାଇବା ଫଳରେ ଘରେ ନକାରାତ୍ମକ ପ୍ରଭାବ କଟିଯାଇଥାଏ। ଏହା କରିବା ଫଳରେ ମା’ ଲକ୍ଷ୍ମୀ ପ୍ରସନ୍ନ ହୋଇଥାନ୍ତି।

ଗୁଆ ଘିଅ:
ହିନ୍ଦୁଧର୍ମରେ ଗାଈକୁ ପୂଜା କରାଯାଇଥାଏ। ତେବେ ଗୁଆଘିଅରେ ହୋମ କରିବା ଫଳରେ ଘରେ ସକାରାତ୍ମକ ପ୍ରଭାବ ପଡ଼ିଥାଏ ।

ମହୁ :
ପୂଜା ସମୟରେ ମହୁ ବ୍ୟବହାର କରିବା ଉଚିତ। ଏହା କରିବା ଫଳରେ ବାସ୍ତୁ ଦୋଷ କଟିଯାଇଥାଏ।

ଆମ୍ବପତ୍ର :
ଘର ବାହାରେ ଆମ୍ବପତ୍ରରେ କଳସ ବସାଇବା ଫଳରେ ଅନେକ ସଙ୍କଟ ଟଳିଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri