ଘରୋଇ ଉପାୟରେ ଦୂର ହେବ ଗ୍ୟାସ ସମସ୍ୟା

ବର୍ତ୍ତମାନର ଅତ୍ୟାଧୁନିକ ଜୀବନଶୈଳୀ ଓ ଖାଦ୍ୟପେୟ ଲାଗି ପ୍ରାୟ ସମସ୍ତଙ୍କଠାରେ ଗ୍ୟାସ୍‌ ସମସ୍ୟା ଦେଖାଯାଉଛି। ଏହି ସମସ୍ୟାରୁ ଛୋଟ ପିଲା ମଧ୍ୟ ବାଦ୍‌ ପଡ଼ୁ ନାହାନ୍ତି। ଅନେକେ ଏହି ଗ୍ୟାସ୍‌ ସମସ୍ୟାର ମୁକ୍ତି ପାଇବା ଲାଗି ବିଭିନ୍ନ ଔଷଧ ବ୍ୟବହାର କରିଥାନ୍ତି। ମାତ୍ର ଘରୋଇ ଉପାୟରେ ଏହି ସମସ୍ୟାରୁ ମୁକ୍ତି ପାଇପାରିବେ । ଜାଣନ୍ତୁ ସେ ସମ୍ପର୍କରେ…

ଡାଲ୍‌ଚିନି: ଡାଲ୍‌ଚିନି ଗ୍ୟାସ୍‌ ସମସ୍ୟାକୁ ଦୂର କରିଥାଏ। ଏହି ସମସ୍ୟାରୁ ମୁକ୍ତି ପାଇବା ଲାଗି ଗରମ ପାଣିରେ କିଛି ଡାଲ୍‌ଚିନି ପାଉଡର ମିଶାଇ ପିଅନ୍ତୁ। ଆପଣ ଚାହିଁଲେ ଏଥିରେ ମହୁ ପକାଇ ମଧ୍ୟ ପିଇ ପାରିବେ। ଏପରି କରିବା ଦ୍ୱାରା ଗ୍ୟାସ୍‌ ସମସ୍ୟାରୁ ମୁକ୍ତି ମିଳିଥାଏ।

ଅଦା:  ଅଦା, ଅଳେଇଚ ଓ ସମାନ ପରିମାଣର ପାନମଧୁରୀ ନେଇ ପାଣିରେ ମିଶାଇ ପିଅନ୍ତୁ । ଚାହିଁଲେ କିଛି ହେଙ୍ଗୁ ପକାଇ ମଧ୍ୟ ପିଇ ପାରିବେ।

ଲେମ୍ବୁ ପାଣି ଓ ବେକିଂ ସୋଢ଼ା: ଅଳ୍ପ ଲେମ୍ବୁରସରେ କିଛି ପାଣି ଓ ଅଳ୍ପ ବେକିଂ ସୋଡ଼ା ମିଶାଇ ପିଇବା ଫଳରେ ଗ୍ୟାସ୍‌ ସମସ୍ୟା ତୁରନ୍ତ ଦୂର ହୋଇଥାଏ।

ରସୁଣ: ରସୁଣରେ ଥିବା ତତ୍ତ୍ୱ ଗ୍ୟାସ୍‌ ସମସ୍ୟାରୁ ମୁକ୍ତି ଦେଇଥାଏ। ଅଳ୍ପ ରସୁଣ ପାଖୁଡାକୁ ପାଣିରେ ପକାଇ ଫୁଟାଇ ସେଥିରେ ଗୋଲ ମରିଚ ପାଉଡର, ଜିରା ମିଶାଇ ଛାଣି ଦିଅନ୍ତୁ। ପରେ ଥଣ୍ଡା ହେଲା ପିଅନ୍ତୁ । ଦେଖିବେ ଗ୍ୟାସ ସମସ୍ୟା ଦୂର ହୋଇଯିବ।

ପାନମଧୁରୀ: ଗ୍ୟାସ୍‌ ସମସ୍ୟାରୁ ମୁକ୍ତି ପାଇବା ଲାଗି ପାନମଧୁରୀ ଓ ଜୁଆଣିକୁ ମଧ୍ୟ ଚୋବାଇ ଖାଇ ପାରିବେ। ଏଭିଳି କରିବା ଫଳରେ ଗ୍ୟାସ୍‌ ସମସ୍ୟାରୁ ତୁରନ୍ତ ମୁକ୍ତି ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri