ଘରୋଇ କ୍ଲିନିକ ଲାଗି ଅନଲାଇନ୍‌ ରେଜିଷ୍ଟ୍ରେଶନ୍‌ ଆରମ୍ଭ

ଭୁବନେଶ୍ୱର,୭।୯(ବ୍ୟୁରୋ): ରାଜ୍ୟରେ ଥିବା  ଘରୋଇ କ୍ଲିନିକ ଲାଗି ଶନିବାର ଅନଲାଇନ୍‌ ରେଜିଷ୍ଟ୍ରେଶନ୍‌ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହା ଦ୍ୱାରା ପ୍ରାୟ ୧୮ ଶହ ପ୍ରାଇଭେଟ୍‌ କ୍ଲିନିକ୍‌ ଉପକୃତ ହେବେ ବୋଲି ଜଣାପଡିଛି। ରାଜ୍ୟରେ କ୍ଲିନିକାଲ ଏଷ୍ଟାବ୍ଲିସମେଣ୍ଟ ଆକ୍ଟ ୧୯୯୦ ମସିହାରେ ଆରମ୍ଭ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୮ଶହ ପ୍ରାଇଭେଟ୍‌ କ୍ଲିନିକ୍‌ ପଞ୍ଜିକୃତ ହୋଇଛି। ଅନ୍‌ଲାଇନ୍‌ ବ୍ୟବସ୍ଥା ଦ୍ୱାରା ବେସରକାରୀ କ୍ଲିନିକ୍‌ଗୁଡିକ ପଞ୍ଜିକରଣ ସହ ଅଗ୍ନି ନିରାପତ୍ତା ପ୍ରମାଣପତ୍ର ପାଇବାରେ ସୁବିଧା ହେବ। ୩୦ ଶଯ୍ୟାରୁ କମ୍‌, ଆଇସିୟୁ ନ ଥିବା, ୩ ମହଲାରୁ କମ୍‌ ଏବଂ ୧୨ ମିଟର ଉଚ୍ଚତା ମଧ୍ୟରେ ଥିବା ଘରୋଇ କ୍ଲନିକ୍‌ ସତ୍ୟପାଠ ଦେଇ ପଞ୍ଜୀକରଣ କରିପାରିବେ। ଏ ନେଇ ୯୦ ଦିନ ମଧ୍ୟରେ ପଞ୍ଜୀକରଣ ଶେଷ ହେବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ମୃତଦେହ-ଘରେ ମିଳିଲା କଟାମୁଣ୍ଡ, ବଲାଙ୍ଗୀରରେ ହଇଚଇ

ବଲାଙ୍ଗୀର, ୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ବଡ଼ ଖୁଲାସା ହୋଇଛି ।…

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri