ଘରୋଇ ହିଂସା ରୋକିବାକୁ ହେଲ୍ପଲାଇନ୍‌ ନମ୍ବର ଜାରି କଲା ଗଞ୍ଜାମ ପୋଲିସ

ଛତ୍ରପୁର,୧୬ା୪(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଘରୋଇ ହିଂସା ରୋକିବା ପାଇଁ ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ପଦକ୍ଷେପ ନିଆଯାଇଛି। ବିଭିନ୍ନ ସମୟରେ ଅଭିଯୋଗକାରୀ ଥାନାକୁ ଆସିପାରନ୍ତିନି। ଗଞ୍ଜାମରେ କରୋନା ନେଇ ଲକ୍‌ଡାଉନ ଓ ପ୍ରତ୍ୟହ ୧୯ ଘଣ୍ଟା ସଟ୍‌ଡାଉନ ରହିଛି। ଏହାଫଳରେ ଆହୁରି ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଏଣୁ ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ୩ଟି ହେଲ୍ପଲାଇନ ନମ୍ବର ଜାରି କରାଯାଇଛି । ସେଗୁଡ଼ିକ ହେଲା ୦୬୮୧୧ – ୨୬୩୩୬୦, ୨୬୦୯୯୯, ୨୬୩୭୯୫। ନଚେତ୍‌ ପୋଲିସ କଣ୍ଟ୍ରୋଲ ନମ୍ବର ୧୦୦ରେ ଜଣାଇବାକୁ ପରାମର୍ଶ ଦିଆଯାଇଛି। ଜଣେ ଡିଏସ୍‌ପି ଏହାର ମନିଟରିଂ କରିବେ। ଅଭିଯୋଗ ପାଇ ପୋଲିସ ପହଞ୍ଚି ସହାୟତା ପ୍ରଦାନ କରିବ। ଏଥିସହିତ ଅଶାଳୀନ ବ୍ୟବହାର ନ କରିବା, ମହିଳାମାନଙ୍କ ଉପରେ ନିର୍ଯାତନା ନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri