ଘର ଉପରେ ଚଢିଗଲା କଣ୍ଟେନର: ମହିଳା ମୃତ

ରାମପୁର,୨୦।୬(ଡି.ଏନ.ଏ)-କଳାହାଣ୍ଡି ଜିଲା ଦେଇ ଯାଇଥିବା ରାୟପୁର ଗୋପାଳପୁର ୫୯ ନଂ. ଜାତୀୟ ରାଜପଥର ଅଁଳାପାଲି ଛକ ନିକଟରେ ଥିବା ଏକ ଘରେ ଶନିବାର ଏକ କଣ୍ଟେନର ଚଢିଯାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ସେ ହେଲେ ତୁଳସି ପିସାୟତ (୪୦)। ଦୁର୍ଘଟଣା ପରେ ସ୍ଥାନୀୟ ଗ୍ରାମବାସୀ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଫଳରେ ରାସ୍ତାର ଉଭୟପାର୍ଶ୍ୱରେ ବହୁ ଗାଡି ଅଟକି ରହିଛି। ଖବରପାଇ ରାମପୁର ବିଡିଓ ରୁମାନା ଜାଫ୍ରି, ତହସିଲଦାର ସୟଦ ଇସାକ ମଦିନା, ଆଇଆଇସି ଗୋବିନ୍ଦ ମାଝୀ, ଏସଆଇ ଦାସିଆ ସେଠ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ସଡ଼କ ସୁରକ୍ଷା, ଶ୍ରମିକଙ୍କ ସମସ୍ୟା ନେଇ ଗୁରୁତ୍ୱ

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): ସଡ଼କ ଦୁର୍ଘଟଣା ହ୍ରାସ କରିବା, ଯାତାୟାତ ନିୟମର ଅନୁପାଳନ ଏବଂ ପ୍ରବାସୀ ଶ୍ରମିକଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ଲକ୍ଷ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri