ଘର ଦେବାରେ ଖିଲାପ କଲେ ବିଲ୍‌ଡରଙ୍କ ସମ୍ପତ୍ତି ବାଜ୍ୟାପ୍ତ ହେବ

ଭୁବନେଶ୍ୱର,୬-୯(ବ୍ୟୁରୋ):ଘର ଖଣ୍ଡେ ପାଇଁ ବ୍ୟକ୍ତି ନିଜର ସମସ୍ତ ଆୟକୁ ଲଗାଇ ଦେଇଥାଏ। ଟଙ୍କା ପଇଠ କରି ଯଦି ଘର ନ ମିଳିବ ତେବେ କଥା ସରିଲା। ରାଜ୍ୟ ତଥା ଦେଶରେ ବହୁ ବ୍ୟକ୍ତି ଘର ନ ପାଇ ବିଲଡର କିମ୍ବା ରିୟଲ ଇଷ୍ଟେଟ୍‌ ମାଲିକଙ୍କ ଠକାମିର ଶିକାର ହେଉଛନ୍ତି। ଏହାକୁ ରୋକିବା ତଥା ଖିଲାପ କରିଥିବା ବିଲ୍‌ଡରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ କେନ୍ଦ୍ର ସରକାର ରିୟଲ ଇଷ୍ଟେଟ୍‌ ରେଗୁଲେଟୋରି(ରେରା) ଆଇନ କାର୍ଯ୍ୟକାରୀ କରିଛନ୍ତି। ଘର ନ ଦେଇ ଦୀର୍ଘବର୍ଷ ଧରି ଠକୁଥିବା ବିଲଡରଙ୍କୁ ସାବାଡ଼ କରିବାକୁ ରାଜ୍ୟ ସରକାର ନୂତନ ନିୟମ କାର୍ଯ୍ୟକାରୀ କରିଛନ୍ତି। ଘର ନିର୍ଦ୍ଧାରିତ ସମୟରେ ଦେଇ ନ ପାରିଲେ ଓଡିଶା ରିୟଲଇଷ୍ଟେଟ ରେଗୁଲେଟୋରି ଅଥରିଟି (ଓରେରା)ସମ୍ପୃକ୍ତ ବିଲ୍‌ଡରଙ୍କ ସମ୍ପତ୍ତି ବାଜ୍ୟାପ୍ତ କରିବ। ଏ ନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। କେତେକ ଅସାଧୁ ବିଲ୍‌ଡରଙ୍କ ପାଇଁ ସମସ୍ତଙ୍କୁ ବଦ୍‌ନାମ ହେବାକୁ ପଡୁଛି। ଏହି ନୂଆ ନିୟମ କାର୍ଯ୍ୟକାରୀ ହେଲେ ସେମାନେ ସମ୍ମାନ ଫେରି ପାଇବେ ବୋଲି କେତେକ ବିଲ୍‌ଡର କହିଛନ୍ତି। ତେବେ ଏହି ନିୟମ କେତେ ଦୂର କାର୍ଯ୍ୟକାରୀ ହେବ ତାହା ଆଗାମୀ ଦିନରେ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ନାମ୍ବିୟାଠାରୁ ଯଦି ପାକିସ୍ତାନ ହାରିଯାଏ ତେବେ କ’ଣ ହେବ? ବୁଝନ୍ତୁ T20 World Cupର ସୁପର ୮ କ୍ୱାଲିଫିଶେନର ଗଣିତ

ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ICC T20 ବିଶ୍ୱକପ 2026 ର ସୁପର ୮ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫେବୃଆରୀ ୧୫…

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ…

‘ଶଶି ଥରୁର ବୈଦେଶିକ ମନ୍ତ୍ରୀ ହେବାକୁ ଚାହୁଁଛନ୍ତି, ପବନ ଖେରା କେବଳ କାଠ କଣ୍ଢେଇ’, କାହିଁକି ଏମିତି କହିଲେ ମଣି ଶଙ୍କର ଆୟାର? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୬।୨: ବିବାଦୀୟ ବୟାନ ପାଇଁ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଦଳ ଭିତରେ ଥିବା ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରିଛନ୍ତି। ସେ…

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri