Posted inଫୁରସତ

ଘର ପାଇଁ ଅଶୁଭ

* ବାସ୍ତୁଶାସ୍ତ୍ର ଅନୁଯାୟୀ ରୋଷେଇ ଘରେ କଦାପି କ୍ଷୀରକୁ ଖୋଲା ରଖନ୍ତୁ ନାହିଁ। ଏହା ଦ୍ୱାରା ଘରେ ସର୍ବଦା ଆର୍ଥିକ ସମସ୍ୟା ଲାଗି ରହିଥାଏ। ତେଣୁ କ୍ଷୀରକୁ ସବୁ ବେଳେ ଘୋଡେଇ ରଖନ୍ତୁ।
* ଘରେ କଦାପି କ୍ୟାକ୍‌ଟସ୍‌ ବା କଣ୍ଟା ଜାତୀୟ ଗଛ ରଖନ୍ତୁ ନାହିଁ। ଏହା ଦ୍ୱାରା ଘରେ ନକାରାତ୍ମକ ଶକ୍ତି ପ୍ରବେଶ କରିଥାଏ ବୋଲି ବିଶ୍ୱାସ ରହିଛି।
* ଘରର ଉତ୍ତର-ପୂର୍ବ କୋଣରେ ଓଜନଦାର ମୂର୍ତ୍ତି ରଖିବା ଉଚିତ ନୁହେଁ।
* ଖଟ ତଳେ ଜୋତା ବା ଚପଲ ରଖନ୍ତୁ ନାହିଁ। ଏହା ଦ୍ୱାରା ସ୍ବାସ୍ଥ୍ୟ ସମସ୍ୟା ଏବଂ ମାନସିକ ଚାପ ବୃଦ୍ଧି ପାଇଥାଏ। ଜୋତା ବା ଚପଲ ସବୁବେଳେ ଘର ବାହାରେ ରଖନ୍ତୁ।
* ଲୁହାର ଆଲମାରୀକୁ କେବେ ବି ଖଟର ପଛ ପଟେ ରଖନ୍ତୁ ନାହିଁ। ଏହା ମଧ୍ୟ ଧ୍ୟାନରେ ରଖନ୍ତୁ ଯେପରି କୌଣସି ଲୁହା ଜିନିଷ ଖଟ ଉପରେ ନ ରୁହେ।
* ଘରର ମଧ୍ୟଭାଗରେ ପାଣି ଟାଙ୍କି, ହ୍ୟାଣ୍ଡ ପମ୍ପ ବା ପାଣିର ସ୍ରୋତ ଥିବା କୌଣସି ଜିନିଷ ରଖନ୍ତୁ ନାହିଁ। ଏହା ଆର୍ଥିକ ସ୍ଥିତିରେ ବାଧା ସୃଷ୍ଟି କରିଥାଏ।
* ଘରେ କଦାପି ବୁଡି ଯାଉଥିବା ଡଙ୍ଗାର ଚିତ୍ର ରଖନ୍ତୁ ନାହିଁ। ଏହା ପାରିବାରିକ ବିଶୃଙ୍ଖଳା ସୃଷ୍ଟି କରିଥାଏ।
* ଦାନ ପାଇଁ ଆଣିଥିବା ଜିନିଷକୁ ବହୁ ସମୟ ଯାଏ ଘରେ ରଖନ୍ତୁ ନାହିଁ, ଏହାକୁ ଯଥା ସମ୍ଭବ ଦାନ କରିଦିଅନ୍ତୁ।
* ଭାଙ୍ଗିଯାଇଥିବା ଠାକୁରଙ୍କ ମୂର୍ତ୍ତିକୁ ଘରେ ରଖିବା ଉଚିତ ନୁହେଁ। ଏହାକୁ ଯଥାଶୀଘ୍ର ପାଣିରେ ବିସର୍ଜନ କରିଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଠିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri