ଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପାଟଣା,୨୦।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଗାଲଫୁଲା ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ସୋମବାର ତାଙ୍କ ଘରୁ ଉଦ୍ଧାର କରାଯାଇଛି। ମୃତକ ହେଲେ ରାଧାକାନ୍ତ ନାଏକଙ୍କ ପୁଅ ସାଗର ନାଏକ(୨୦)। ସାଗର ପ୍ରେମରେ ବିଫଳ ହୋଇ ତାଙ୍କ ମା’ଙ୍କ ଶାଢ଼ିରେ ଫାଶୀ ଦେଇ ଆତ୍ମହତ୍ୟା କରିଥିବା କୁହାଯାଉଛି। ସକାଳେ ସାଗରଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖି ପରିବାର ଲୋକେ ପୋଲିସକୁ ଜଣାଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ସ୍ଲିପର ଟ୍ରେନର ଟପ୍‌ ସ୍ପିଡ ଦେବ ରାଜନତିକ ଲାଭ! ଭାଜପାକୁ ୧୮୦ ଆସନରେ ମିଳିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନରେ, ମୋଦି ସରକାର ଏକ ବଡ଼ ଘୋଷଣା କରିଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘୋଷଣା କରିଛନ୍ତି ଯେ ଦେଶର ପ୍ରଥମ...

ପାକ୍‌ ସଂସଦର ସ୍ପିକରଙ୍କ ସହ ହାତ ମିଳାଇଲେ ଜୟଶଙ୍କର, ନିଜ ପିଠି ଥାପୁଡାଇଲା ପାକିସ୍ତାନ, ଭାରତ ଦେଖାଇଦେଲା…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ବାଂଲାଦେଶର ରାଜଧାନୀ ଢାକାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ଅନ୍ତିମ ସଂସ୍କାର ସମୟରେ ଅନୁଷ୍ଠିତ ଏକ ଆନୁଷ୍ଠାନିକ ସାକ୍ଷାତ ଭାରତ ଏବଂ ପାକିସ୍ତାନ ମଧ୍ୟରେ...

ଏମିତି ଗାଁ: ଯେଉଁଠି ଲୋକେ ନାଁ ଧରି ନୁହେଁ, ସିଟି ବଜାଇ ପରସ୍ପରକୁ ଡାକନ୍ତି , କାରଣ ବି ଖୁବ୍‌ ଅଜବ…

ସାରା ବିଶ୍ୱରେ ଅନେକ ଗାଁ ଅନନ୍ୟ କାରଣ ପାଇଁ ଜଣାଶୁଣା। ଭାରତରେ ଏପରି ଏକ ଗାଁ ଅଛି, ଯାହା ଏହାର ଅନନ୍ୟ ଶୈଳୀ ପାଇଁ ବେଶ୍‌...

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ବଦଳିଲା CBSE ବୋର୍ଡ ପରୀକ୍ଷା ତାରିଖ, ଜାଣନ୍ତୁ କେବେ ହେବ…

ନୂଆଦିଲ୍ଲୀ,୧।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ  ୨୦୨୬ ପାଇଁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ସଂଶୋଧିତ ସମୟସାରଣୀ ପ୍ରକାଶ କରିଛି। ପ୍ରଶାସନିକ...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri