ଘର ସହ ଜଳିଗଲେ ତହସିଲ କର୍ମଚାରୀ

ହାଟଡିହୀ,୨୮।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ସୋସୋ ଥାନା ଅନ୍ତର୍ଗତ ସୁନ୍ଦରାପାଳ ଛକରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ଗୋଟିଏ ଘର ଜଳିଯିବା ସହିତ ଜଣେ ବ୍ୟକ୍ତି ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ହାଟଡିହୀରୁ ଅଗ୍ନିଶମ ବିଭାଗ କର୍ମଚାରୀମାନେ ଯାଇ ନିଅଁାକୁ ଆୟତ୍ତ କରିଥିବାବେଳେ ସୋସୋ ଥାନାଧିକାରୀ ମୃତଦେହ ବ୍ୟବଚ୍ଛେଦ ପାଇଁ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟକୁ ପଠାଇ ତଦନ୍ତ ଜାରି ରଖିଛନ୍ତି।
ସୂଚନାଯୋଗ୍ୟ,ମୃତ ବ୍ୟକ୍ତିଙ୍କ ନାମ ଶୁକଦେବ ମୁଣ୍ଡା(୪୮)। ତାଙ୍କ ଘର ସୁନ୍ଦରାପାଳ ମୁଣ୍ଡାସାହି ବୋଲି ଜଣାପଡ଼ିଛି। ସେ ଆନନ୍ଦପୁର ତହସିଲରେ ଜଣେ କର୍ମଚାରୀ ଭାବେ କାର୍ଯ୍ୟରତ ଥିଲେ। ପାରିବାରିକ କଳହରୁ କିଛିଦିନ ହେଲା ଘରକୁ ନ ଯାଇ ସୁନ୍ଦରାପାଳ ଛକରେ ଏକ ଚାଳ ଘରେ ରାତିରେ ଶୋଉଥିଲେ ା ନିଆଁ ଲାଗିବାର କାରଣ ଅସ୍ପଷ୍ଟ ଥିଲା ବେଳେ ତାଙ୍କ ମୃତ୍ୟୁକୁ ନେଇ ନାନା କଥା ଶୁଣିବାକୁ ମିଳୁଛି। ତେବେ ପୋଲିସର ତଦନ୍ତ ପରେ ସବୁ ସତ୍ୟାସତ୍ୟ ଜଣାପଡ଼ିବ ବୋଲି ସୋସୋ ଥାନା ପକ୍ଷରୁ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି

ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ପାଟଣା କଲେଜର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଜଗନ୍ନାଥ ମହାନ୍ତ

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ତଥା ରିଡର ଜଗନ୍ନାଥ…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri