ଘାଟିରୁ ୫୦ଫୁଟ ତଳକୁ ଖସିଲା ଟ୍ରକ୍‌, ଡ୍ରାଇଭରଙ୍କ ସମେତ ୨ଜଣଙ୍କ ଜୀବନ ଗଲା

ବାରିପଦା ଅଫିସ,୧୮।୧୧: ମୟୂରଭଞ୍ଜ ଜିଲା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଦ୍ବାରଶୁଣି ଘାଟିରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ମାଲ ବୋଝେଇ ଟ୍ରକଥ(ସିଜି ୦୪ ଏଲଏଲ ୩୪୭୪) ଘାଟିରୁ ୫୦ ଫୁଟ ତଳକୁ ଖସିପଡ଼ିଛି। ଫଳରେ ଟ୍ରକ ଡ୍ରାଇଭରଙ୍କ ସମେତ ୨ ଜଣଙ୍କ ଜୀବନ ଯାଇଛି। ଏହି ଦୁର୍ଘଟଣାରେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଟ୍ରକ୍‌ଟି ଲୁହା ସ୍କ୍ରାପ ବୋଝେଇ କରି ରାୟପୁରରୁ କଲିକତା ଯାଉଥିଲାବେଳେ ଆଜି ସକାଳ ପ୍ରାୟ ୬ଟାରେ ଏହି ଦୁର୍ଘଟଣା ଘଟିଛି। ବାଙ୍ଗିରିପୋଷି ପୋଲିସ ଓ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲକୁ ନେଇଥିଲେ। ଆହତ ବ୍ୟକ୍ତିଙ୍କ ଦୁଇ ହାତ ଭାଙ୍ଗିଯାଇଥିବାବେଳେ ସେ ବର୍ତ୍ତମାନ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗ- ପ୍ରାଣାୟାମ ସାଙ୍ଗକୁ ବକ୍ତୃତା ପ୍ରତିଯୋଗିତା

ଦିଗପହଣ୍ଡି, ୨୮/୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ସ୍ମାର୍ଟ ପାର୍କ ପରିସରରେ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ସ୍ୱାୟତ୍ତ ଶାସନ ସପ୍ତାହ ପାଳନ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri