ଘାଟିରେ ୧୦୦ ଫୁଟ ତଳକୁ ଖସିଲା ଟ୍ରକ

ବାଙ୍ଗିରିପୋଷି,୩୧ା୭(ଡି.ଏନ୍‌.ଏ.)- ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଦ୍ୱାରଶୁଣି ଘାଟିରୁ କଲିକତା ଅଭିମୁଖେ ଯାଉଥିବା ଏକ ଆଇରନ ଗୁଣ୍ଡ ବୋଝେଇ ଟ୍ରକ ମଙ୍ଗଳବାର ୧୦୦ ଫୁଟ ତଳକୁ ଖସି ପଡ଼ିଛି। ଏହି ଦୁର୍ଘଟଣାରେ ଡ୍ରାଇଭର ମହମ୍ମଦ ଅଫତାବ ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ବାଙ୍ଗିରିପୋଷି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବାଙ୍ଗିରିପୋଷି ପୋଲିସ ଓ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଡ୍ରାଇଭରଙ୍କୁ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରା ପାଇଁ କୁଲାଡ ପ୍ରସ୍ତୁତ: ଜଗନ୍ନାଥ ମନ୍ଦିର ଦାନବାକ୍ସରୁ ମିଳିଲା କେତେ ଟଙ୍କା

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ ଶ୍ରୀଜଗନ୍ନାଥ ମନ୍ଦିରର ଦାନବାକ୍ସ ଶୁକ୍ରବାର ଖୋଲାଯାଇଥିଲା। ଦାନବାକ୍ସରୁ ମୋଟ ୬୬,୮୫୫ ଟଙ୍କା ସଂଗ୍ରହ…

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

ଭାଜପା ରାଜ୍ୟ ସଭାପତିଙ୍କ କେସିଙ୍ଗା ଗସ୍ତ, କର୍ମୀଙ୍କ ଏକାଠି କରି…

କେସିଙ୍ଗା,୧୦ା୭(ତୁମେଶ୍ୱର ସାହୁ): ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର କେସିଙ୍ଗା ଗସ୍ତ କରି କର୍ମୀମାନଙ୍କୁ ନେଇ ଏକ ସାଙ୍ଗଠାନିକ କାର୍ଯ୍ୟକ୍ରମକୁ ସୁଦୃଢ କରିବା ପାଇଁ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri