ଘୁଞ୍ଚିଲା ଯୁକ୍ତ ୩ ସେମିଷ୍ଟର ପରୀକ୍ଷା

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନ ଡିଗ୍ରୀ ମହାବିଦ୍ୟାଳୟଗୁଡିକରେ ସେମିଷ୍ଟର ପରୀକ୍ଷା ତାରିଖ ଘୁଞ୍ଚାଇବା ଦାବି ନେଇ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ପରେ ପରୀକ୍ଷା ତାରିଖକୁ ପରିବର୍ତ୍ତନ କରାଯାଇଛି। ବର୍ଷକ ମଧ୍ୟରେ ୩ଟି ସେମିଷ୍ଟରକୁ ବିରୋଧ କରି ଗତ ୫ତାରିଖରେ ଛାତ୍ରୀଛାତ୍ର କୁଳପତିଙ୍କ କାର୍ଯ୍ୟାଳୟକୁ ଘେରିଥିଲେ। ମଙ୍ଗଳବାର ପୁଣି କୁଳପତିଙ୍କ କାର୍ଯ୍ୟାଳୟକୁ ସେମାନେ ଘେରିଥିଲେ। ଥାନା ଅଧିକାରୀ ବିରଞ୍ଚତ୍ ନାରାୟଣ ପତି ପହଞ୍ଚି ଛାତ୍ରୀଛାତ୍ରଙ୍କୁ ବୁଝାଶୁଝା କରିଥିଲେ। ଉକତ୍ଳ ବିଶ୍ୱବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକ ଶରତ ଚନ୍ଦ୍ର ମାଝି ପରୀକ୍ଷା ତାରିଖ ପରିବର୍ତ୍ତନ ନେଇ ଘୋଷଣା କରିଥିଲେ। ଡିସେମ୍ବର ୨୬, ୨୭ ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବାତିଲ କରାଯାଇଛି। ଏହି ପରୀକ୍ଷା ଆସନ୍ତା ୩୦ ଓ ୩୧ ତାରିଖରେ କରାଯିବାକୁ ସ୍ଥିର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୋକନ ସମସ୍ୟା ନେଇ ଆମରଣ ଅନଶନରେ ଚାଷୀ : ସ୍ଥାୟୀ ସମାଧାନ ନ ହେଲେ…

ଝାରବନ୍ଧ, ୧।୬ (ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଡଭା ଆଞ୍ଚଳିକ କୃଷକ ସଂଗଠନ ତରଫରୁ ଟୋକନ ସମସ୍ୟାର ସମାଧାନ ଦାବିରେ ସୋମବାର ଡଭା…

ପାକିସ୍ତାନରେ ଆଇପିଏଲ ବ୍ୟାନ୍‌, ହେଲେ ସୀମା ଆରପାରିରେ ଜୋର୍‌ ଚାଲିଛି ବୈଭବଙ୍କ ଚର୍ଚ୍ଚା; ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧।୬: IPL ୨୦୨୬ରେ ରାଜସ୍ଥାନ ରୟାଲ୍ସ ପାଇଁ ଖେଳିଥିବା ବୈଭବ ସୂର୍ଯ୍ୟବଂଶୀ ଏହି ସିଜିନରେ ସର୍ବାଧିକ ରନ କରିଥିଲେ। ସେ ୧୬ ମ୍ୟାଚରେ ୧୬ ଇନିଂସରେ ୭୭୬…

ଅର୍ଥ ବିଭାଗର ବଡ଼ ନିର୍ଦ୍ଦେଶ: ସରକାରୀ କାର୍ଯ୍ୟରେ EV ବାଧ୍ୟତାମୂଳକ

ଭୁବନେଶ୍ୱର,୧।୬: ଅର୍ଥ ବିଭାଗ ପକ୍ଷରୁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳି ଜାରି କରାଯାଇଛି। ସରକାରୀ କାର୍ଯ୍ୟରେ ଇଲେକ୍ଟ୍ରିକ ଯାନବାହନ (EV) ବ୍ୟବହାର ପାଇଁ ଅର୍ଥ ବିଭାଗ ପକ୍ଷରୁ…

ଥିଲେ ଚାକରାଣୀ, ହେଲେ ମନ୍ତ୍ରୀ: କାଲିତାଙ୍କ ଫିଟିଗଲା ଭାଗ୍ୟ

କୋଲକାତା,।୧।୬: ପଶ୍ଚିମବଙ୍ଗରେ ଶୁଭେନ୍ଦୁ ଅଧିକାରୀ ସରକାରଙ୍କ କ୍ୟାବିନେଟ ସମ୍ପ୍ରସାରିତ ହୋଇଛି। ପ୍ରଥମ ଥର ପାଇଁ ରାଜ୍ୟରେ କ୍ଷମତାକୁ ଆସିଥିବା ଭାରତୀୟ ଜନତା ପାର୍ଟି (ଭାଜପା) କ୍ୟାବିନେଟ ଚୟନ…

ଇନ୍ଦ୍ରମଣି ସ୍କୁଲ ଚୋରି ଘଟଣା; ୱାଚମ୍ୟାନକୁ ଉଠାଇନେଲା ଧାମନଗର ପୋଲିସ

ତିହିଡ଼ି,୧।୬(କାଳନ୍ଦୀ ବେହେରା): ଧାମନଗର ଥାନା ଅନ୍ତର୍ଗତ ଇନ୍ଦ୍ରମଣି ଉଚ୍ଚ ବିଦ୍ୟାପୀଠରେ ଘଟିଥିବା ବଡ଼ଧରଣର ଚୋରି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ବିଦ୍ୟାଳୟରୁ ଇନଭର୍ଟର, ଦୁଇଟି…

ବିକ୍ରି ହୋଇଥିଲେ ୧.୧୦ କୋଟିରେ, ଏବେ ବ୍ୟାଙ୍କ ଆକାଉଣ୍ଟକୁ ଆସିବ କୋଟି କୋଟି ଟଙ୍କା, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧।୬: IPL ୨୦୨୬ ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ଏକ ଉଲ୍ଲେଖନୀୟ ସିଜନ ଥିଲା। ସେ ଅନେକ ପୁରସ୍କାର ଜିତିଥିଲେ, ଯେଉଁଥିରେ ଅରେଞ୍ଜ କ୍ୟାପ ମଧ୍ୟ ଥିଲା, ଯାହା…

ପାଦ ଛୁଇଁ ନୁହେଁ, କୋହଲିଙ୍କୁ ଦେଖି ଏମିତି କାମ କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧।୬:ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର IPL 2026 ଫାଇନାଲ ଜିତିବା ପରେ ବୈଭବ ସୂର୍ଯ୍ୟବଂଶୀ ବିରାଟ କୋହଲିଙ୍କୁ ଭେଟିଥିଲେ। ଗୁଜରାଟ ଟାଇଟାନ୍ସ ବିପକ୍ଷରେ RCBର ଫାଇନାଲ ମ୍ୟାଚ ଦେଖିବା…

ଆଜିଠାରୁ ଲାଗୁ ହେଲା ସିଲିଣ୍ଡର ବୁକିଂ, ଡେଲିଭରିର ନୂଆ ସିଷ୍ଟମ, ଜାଣିରଖନ୍ତୁ ନଚେତ୍‌ ହେବେ ହଇରାଣ

ନୂଆଦିଲ୍ଲୀ,୧।୬: ଭାରତର ରନ୍ଧନ ଗ୍ୟାସ ଏବଂ ପାଇପ ଲାଇନ ଗ୍ୟାସ (PNG) ଗ୍ରାହକଙ୍କ ପାଇଁ ଆଜି ଏକ ନୂତନ ଡିଜିଟାଲ ଏବଂ ଆଇନଗତ ସକାଳ ଆସିଛି। କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri