Posted inଜାତୀୟ

ଘୂର୍ଣ୍ଣିବାତ୍ୟା ‘ମାହା’ର ପ୍ରଭାବ: ଗୁଜରାଟରେ ପ୍ରବଳ ବର୍ଷା ସମ୍ଭାବନା

ନୂଆଦିଲ୍ଲୀ,୩।୧୧: ଆରବ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ ‘ମାହା’ର ପ୍ରଭାବରେ ଭାରତର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରିଛି କେନ୍ଦ୍ରୀୟ ପାଣିପାଗ ବିଭାଗ। ଏହାର ପ୍ରଭାବରେ ରବିବାର ସୁଦ୍ଧା ଗୁଜରାଟ ଓ ସୌରାଷ୍ଟ୍ର ଉପକୂଳରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଆଣ୍ଡାମାନ ସାଗରରେ ଲଘୁଚାପର ପ୍ରଭାବ ଥିବାରୁ ଆଣ୍ଡାମାନ ଓ ନିକୋବର ଦ୍ୱୀପରେ ରବିବାର ଓ ସୋମବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି କହିଛି ପାଣିପାଗ ବିଭାଗ। ଆରବ ସାଗରରେ ସୃଷ୍ଟି ହୋଇଥିବା ଏହି ଘୂର୍ଣ୍ଣିବାତ୍ୟା ଏବେ ଘଣ୍ଟାପ୍ରତି ୧୪ କିଲୋମିଟର ଗତିରେ ଉତ୍ତର-ପଶ୍ଚିମ ଆଡକୁ ଗତି କରୁଛି। ଏବେ ଏହା ଗୁଜରାଟ ଭରାଭଲଠାରୁ ୫୨୦ କିଲୋମିଟର ଦକ୍ଷିଣ-ଦକ୍ଷିଣପଶ୍ଚିମରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଗ୍ରାହକ ହନ୍ତସନ୍ତ, ବ୍ୟାଙ୍କସେବା ପ୍ରଭାବିତ ହେବା ଆଶଙ୍କାରେ…

ଛତ୍ରପୁର,୧୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ପାଞ୍ଚ ଦିନିଆ କାର୍ଯ୍ୟସପ୍ତାହ ଲାଗୁ କରିବାରେ ବିଳମ୍ବ, ପ୍ରଦର୍ଶନ ଆଧାରିତ ପ୍ରୋତ୍ସାହନ (ପିଏଲଆଇ) ସ୍କିମ୍‌କୁ ନେଇ ମତଭେଦ ସମେତ ବିଭିନ୍ନ ଦାବି ପୂରଣ…

ଘର ତିଆରି କରିବା ପାଇଁ ସରକାର ଦେବେ ଦେଢ ଲକ୍ଷ ଟଙ୍କା, ଜାଣନ୍ତୁ ଏହି ଯୋଜନାରେ କେମିତି ଉଠାଇବେ ଫାଇଦା

ନୂଆଦିଲ୍‌ଲୀ,୧୧।୯: ଯେଉଁମାନେ ସହରରେ ରହୁଛନ୍ତି, ବର୍ଷ ବର୍ଷ ଧରି ଭଡ଼ା ଘରେ ରହି ନିଜର ଏକ ଘର ତିଆରି କରିବାର ସ୍ୱପ୍ନ ଦେଖୁଛନ୍ତି, ସେମାନଙ୍କ ପାଇଁ ଏକ…

ହାତୀପଲ ଖାଇଯାଉଛନ୍ତି ପନିପରିବା, ଧାନଫସଲ ଦଳଚକଟି ନଷ୍ଟ କରିବା ସହ…

ଦିଗପହଣ୍ଡି,୧୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର, ହାତୀଆଡ଼ି, ଦେଓଖାଳି, ବାଗଡ଼ା, ସୁମନ୍ତପୁର, କରପଡ଼ା ସମେତ ଚିକିଟି ବ୍ଲକର କେ.ନୂଆଗାଁ ଆଦି ଗ୍ରାମରେ ଗତ…

ଆସିଲା Flipkart Big Billion Days Saleର ତାରିଖ! iPhone 17 ଉପରେ ମିଳିବ ଭାରି ଡିସ୍କାଉଣ୍ଟ, କମିଯିବ ଏତେ…

ନୂଆଦିଲ୍ଲୀ,୧୧।୯: ଅନଲାଇନ ସପିଂ ପ୍ରେମୀଙ୍କ ପାଇଁ ବଡ଼ ଖବର। ଫ୍ଲିପକାର୍ଟର ବର୍ଷର ସବୁଠୁ ବଡ଼ ଫେଷ୍ଟିଭ ସେଲ Big Billion Days 2026 ଖୁବଶୀଘ୍ର ଆରମ୍ଭ ହେବାକୁ…

ସ୍କୁଲରେ ଛାତ୍ରୀଙ୍କୁ ଘାରିଛି ଭୂତଭୟ, ଜଣଙ୍କ ପରେ ଜଣେ ହଠାତ୍‌ ତଳେପଡ଼ି ଗପୁଛନ୍ତି ଏଣୁତେଣୁ, ଆଜି ମେଡିକାଲ ଟିମ୍‌ ପହଞ୍ଚି…

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଉଳପଡ଼ାସ୍ଥିତ ଗଜେଶ୍ୱର ବିଦ୍ୟାପୀଠରେ ୭ଜଣ ଛାତ୍ରୀଙ୍କୁ ଭୂତ ଭୟ ଘାରିଛି ବୋଲି କୁହାଯାଉଛି। ଏହି ବିଦ୍ୟାଳୟକୁ ନିକଟବର୍ତ୍ତୀ…

ଆବୁଧାବି ନିବେଶକ ସମ୍ମିଳନୀରେ ରୁଚି

କଟକ,୧୧ା୯(କାର୍ତ୍ତିକ ସାହୁ): ୟୁନାଇଟେଡ୍‌ ଆରବ ଏମିରେଟ୍ସର ଆବୁଧାବି ଓ ଦୁବାଇ ଠାରେ ଆରମ୍ଭ ହୋଇଛି ଓଡ଼ିଶା ନିବେଶକ ସମ୍ମିଳନୀ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶିଳ୍ପମନ୍ତ୍ରୀ…

କମାଲ୍‌ କଲେ କୁଲଦୀପ ଯାଦବ: ୧୦ ଉଇକେଟ୍‌ ନେଇ ରଚିଲେ ଇତିହାସ

ଲଣ୍ଡନ,୧୧।୯:ଇଂଲଣ୍ଡରେ କୁଲଦୀପ ଯାଦବ ପୁଣିଥରେ ନିଜର ସ୍ପିନ ବୋଲିଂର ଯାଦୁ ଦେଖାଇ ୟର୍କଶାୟରକୁ ଏସେକ୍ସ ବିପକ୍ଷରେ ଏକ ଚମତ୍କାର ବିଜୟ ଦେଇଛନ୍ତି। ଏହି ମ୍ୟାଚରେ କୁଲଦୀପ ଏସେକ୍ସର…

ଟେଷ୍ଟ କ୍ରିକେଟ୍‌ର ଇତିହାସ ବଦଳାଇଦେଲେ ଏହି କ୍ରିକେଟର୍‌: ସମସ୍ତଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ରେକର୍ଡ

ନୂଆଦିଲ୍ଲୀ,୧୧।୯: ଜୋ ରୁଟ ଟେଷ୍ଟ କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଫିଲ୍ଡର ହୋଇପାରିଛନ୍ତି। ପାକିସ୍ତାନ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ ସମୟରେ ସେ ଏହି ସଫଳତା ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri