ଚକୋଲେଟ୍‌ ଡେ’ରେ ଘରେ ପ୍ରସ୍ତୁତ କରନ୍ତୁ ଚକୋଲେଟ୍‌

ଫେବୃୟାରୀ ୯ ଅର୍ଥାତ ରବିବାର ଭାଲେଣ୍ଟାଇନ୍ସ ଓ୍ବିକ୍‌ର ତୃତୀୟ ଦିନ। ଏହିଦିନ ନିଜ ସାଥୀଙ୍କୁ ଚକୋଲେଟ୍‌ ଦେବାକୁ ଆଦୌ ଭୁଲନ୍ତୁ ନାହିଁ। ବଜାରରୁ ନ କିଣି ଘରେ ତିଆରି କରିଥିବା ଚକୋଲେଟ୍‌ ଦେଇ ସାଥୀଙ୍କୁ ଆହୁରି ନିଜର କରିନିଅନ୍ତୁ। ଜାଣନ୍ତୁ କେମିତି ପ୍ରସ୍ତୁତ କରିବେ ଚକୋଲେଟ୍‌।

ଆବଶ୍ୟକ ସାମଗ୍ରୀ:
୧୦୦ ଗ୍ରାମ ଚକୋଲେଟ୍‌ ପାଉଡର
୨ ଚାମଚ କ୍ଷୀର
କିଛି ବାଦାମ ଖଣ୍ଡ
୧ ଚାମଚ ଭାନିଲା ପାଉଡର
ଅଳ୍ପ ଚିନି

ପ୍ରଣାଳୀ:
ଏକ ପାତ୍ରରେ ଚକୋଲେଟ୍‌ ପାଉଡର ଏବଂ କ୍ଷୀର, ଚିନି ଢାଳି ଗୋଳାଇ ନିଅନ୍ତୁ। ଗ୍ୟାସ୍‌ରେ କଡ଼େଇ ବସାଇ ପାଣି ଗରମ କରନ୍ତୁ। ଏଥିରେ ଏହି ମିଶ୍ରଣକୁ ଢାଳି ଧୀରେ ଧୀରେ ଗୋଳାନ୍ତୁ। ଗ୍ୟାସ୍‌କୁ ସିମ୍‌ କିରି କିଛି ସମୟ ବସାନ୍ତୁ। ଭଲ ଭାବରେ ଗୋଳା ହୋଇଗଲା ପରେ ଏକ ପ୍ଲେଟ୍‌କୁ କାଢ଼ିଦିଅନ୍ତୁ। ପରେ ଏଥିରେ ଭାନିଲା ପାଉଡର ମିଶାଇ ଏହା ଉପରେ ବାଦାମ ଖଣ୍ଡ ପକାନ୍ତୁ। ଚକୋଲେଟ୍‌ ପ୍ରସ୍ତୁତ ହୋଇଯିବା ପରେ ସ୍ପେଶାଲ ଡେ’ ଅର୍ଥାତ୍‌ ଚକୋଲେଟ୍‌ ଡେ’ରେ ନିଜ ସାଥୀଙ୍କୁ ଖୁଆନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ସମୟଚକ୍ରରେ ସଭ୍ୟତା

ଅନେକ ପିଢ଼ି ଧରି ପାଶ୍ଚାତ୍ୟ ଇତିହାସକୁ ଏକ ପ୍ରଗତିର କାହାଣୀ ବୋଲି କୁହାଯାଉଥିଲା। କ୍ରମଶଃ ମାନବ ଜାତି କୁସଂସ୍କାରରୁ ବିଜ୍ଞାନ ଆଡ଼କୁ, ରାଜତନ୍ତ୍ରରୁ ଗଣତନ୍ତ୍ର ଆଡ଼କୁ ଏବଂ…

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ…

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

ୟୁଜିସି-ଏନ୍‌ଇଟି: ଚଳିତ ସପ୍ତାହରେ ପ୍ରକାଶ ପାଇବ ୮୪ ବିଷୟର ପରୀକ୍ଷାଫଳ

ନୂଆଦିଲ୍ଲୀ, ୨୭ା୮ : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ର ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ଏନ୍‌ଇଟି)ର ୮୪ଟି ବିଷୟର ଫଳାଫଳ ଚଳିତ ସପ୍ତାହରେ ପ୍ରକାଶ ପାଇବ। ବୁଧବାର…

ଭାଜପାର ବଡ଼ ଘୋଷଣା: ୧୭ରୁ ମାସେବ୍ୟାପୀ…

ଭୁବନେଶ୍ୱର, ୨୭।୮(ସୁନିତ୍‌ ମିଶ୍ର): ଶାସକ ଭାଜପା ପକ୍ଷରୁ ସେପ୍ଟେମ୍ବର ୧୭ରୁ ମାସେବ୍ୟାପୀ ସେବା ସଂକଳ୍ପ ଅଭିଯାନ ପାଳନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ…

ନଭେମ୍ବର ୨୪ରୁ ଐତିହାସିକ ବାଲିଯାତ୍ରା

କଟକ,୨୭।୮(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା କଟକ-୨୦୨୬ ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପୂର୍ବାପେକ୍ଷା ଅଧିକ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେବାକୁ ଯୋଜନା କରାଯାଇଛି। ଚଳିତବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri