Posted inଫୁରସତ

ଚକୋଲେଟ କଟେଜ୍‌

ପୃଥିବୀରେ ଏଭଳି ଅନେକ ସ୍ଥାପତ୍ୟ ରହିଛି, ଯାହାର ସୁନ୍ଦରତା ଏବଂ ସ୍ବତନ୍ତ୍ରତା ଅନେକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ସେହିଭଳି ଏକ ନିଆରା ସ୍ଥାପତ୍ୟ ରହିଛି ପ୍ୟାରିସ୍‌ଠାରେ। ଏଠାରେ ଥିବା ଏକ ଘର ନିର୍ମିତ ହୋଇଛି ସମ୍ପୂର୍ଣ୍ଣ ଚକୋଲେଟରେ। ୧୮ ବର୍ଗମିଟର ପରିମିତ ସ୍ଥାନରେ ନିର୍ମିତ ହୋଇଥିବା ଏହି କଟେଜରେ ୧.୫ ଟନ୍‌ ଚକୋଲେଟ ବ୍ୟବହାର କରାଯାଇଛି। ଏହି ଚକୋଲେଟ କଟେଜର ବିଶେଷତ୍ୱ ହେଉଛି ଏଠାରେ ପର୍ଯ୍ୟଟକମାନେ ରାତ୍ରିଯାପନ କରିବାର ସୁଯୋଗ ପାଆନ୍ତି। ଏହି ଘରଟିକୁ ଜଣାଶୁଣା ଫ୍ୟାଶନ ଚକୋଲେଟ ଡିଜାଇନର୍‌ ଜିନ୍‌ ଲୁକ୍‌ ଡେକ୍ଲୁଜିଉ ଡିଜାଇନ୍‌ କରିଛନ୍ତି । ଏହି ଘରର ଛାତଠାରୁ ଆରମ୍ଭ କରି ଆସବାବାପତ୍ର ତଥା ଘରେ ରଖାଯାଇଥିବା ସମସ୍ତ ଡେକୋରେଟିଭ ଜିନିଷ କେବଳ ଚକୋଲେଟରେ ହିଁ ପ୍ରସ୍ତୁତ କରାଯାଇଛି । ତେବେ ଆଶ୍ଚର୍ଯ୍ୟର କଥା ହେଉଛି ଏଥିରେ ବ୍ୟବହୃତ ହୋଇଥିବା ଚକୋଲେଟ ଖାଇବା ଉପଯୋଗୀ ମଧ୍ୟ ।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

୧୦୦ ବର୍ଷ ପରେ ମିଳିଲା ନୂଆ ବିରାଡ଼ି ପ୍ରଜାତି

ନୂଆଦିଲ୍ଲୀ: ବିଜ୍ଞାନ ଜଗତରେ ଏକ ବଡ଼ ସଫଳତା ମିଳିଛି। ୧୦୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ପରେ ପୃଥିବୀରେ ଏକ ସମ୍ପୂର୍ଣ୍ଣ ନୂଆ ଜୀବନ୍ତ ବିରାଡ଼ି ପ୍ରଜାତିର ସନ୍ଧାନ…

୭୬ ବର୍ଷରେ ବି ଫିଟ୍‌ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଜନ୍ମଦିନରେ ଜାଣନ୍ତୁ ତାଙ୍କ ବିଷୟରେ କିଛି ଅଜଣା କଥା…

ନୂଆଦିଲ୍ଲୀ,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୭ ସେପ୍ଟେମ୍ବର ୧୯୫୦ରେ ଗୁଜରାଟରେ ଜନ୍ମଗ୍ରହଣ କରିଥିଲେ। ଆଜି ତାଙ୍କ ଜନ୍ମଦିନରେ ସାରା ଦେଶରେ ତାଙ୍କ ଜୀବନର ବିଭିନ୍ନ ଦିଗ ଉପରେ…

ନନ୍ଦୀ ପ୍ରତିମୂର୍ତ୍ତି ପାଖରେ ପହଞ୍ଚିଲା ମାଙ୍କଡ଼, ତା’ ପରେ ଯାହା କଲା ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରତିଦିନ କିଛି ନା କିଛି ଭିଡିଓ ସାମ୍ନାକୁ ଆସୁଛି। ଏଥିମଧ୍ୟରୁ ଅନେକ ଭିଡିଓ ଆଶ୍ଚର୍ଯ୍ୟ କରିଦେଉଥିବାବେଳେ ଆଉ କିଛି ଭିଡିଓ ହୃଦୟସ୍ପର୍ଶୀ। ଏବେ ଏମିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?