ଚକ୍ରନାରାୟଣଙ୍କ ଚାରି ଆଶ୍ରମ ପରିକ୍ରମା

ପୁରୀ ଅଫିସ, ୨୮ା୭: ଶ୍ରାବଣ କୃଷ୍ଣପକ୍ଷ ଏକାଦଶୀକୁ ଚକ୍ରବୁଲା ଏକାଦଶୀ କୁହାଯାଏ। ରବିବାର ଏହି ଚକ୍ରବୁଲା ଏକାଦଶୀରେ ପରମ୍ପରା ଅନୁଯାୟୀ, ଚକ୍ରନାରାୟଣ ଶ୍ରୀକ୍ଷେତ୍ରର ୪ ଆଶ୍ରମ ପରିକ୍ରମା କରିଛନ୍ତି। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ଦଇତାପତି ସେବକମାନେ ମହାପ୍ରଭୁ ଧାରଣ କରୁଥିବା ସୁବର୍ଣ୍ଣ ଚକ୍ରକୁ ଆଣି ବିମାନରେ ବିଜେ କରାଇଥିଲେ। ବିମାନବଡ଼ୁ ସେବକମାନେ ବଡ଼ଦେଉଳକୁ ଗୋଟିଏ ଘେରା ପରିକ୍ରମା କରି ଚକ୍ରନାରାୟଣଙ୍କୁ ମାର୍କଣ୍ଡ, ଅଙ୍ଗିରା, ଭୃଗୁ ଏବଂ ପଣ୍ଡୁ ଆଶ୍ରମ ପରିକ୍ରମା କରାଇଥିଲେ। ପ୍ରତି ଆଶ୍ରମରେ ଶୀତଳ ଭୋଗ, ବନ୍ଦାପନା ଇତ୍ୟାଦି ନୀତିକାନ୍ତି ସାରି ପୁନଶ୍ଚ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିଥିଲେ। ବାଟରେ ମଧ୍ୟ ବିଭିନ୍ନ ସ୍ଥାନରେ ଚକ୍ରନାରାୟଣ ପନ୍ତି ଖାଇଥିଲେ। ଲୋକକଥା ଅନୁଯାୟୀ, ରଥଯାତ୍ରା ପରେ ପରେ ଶ୍ରୀକ୍ଷେତ୍ରରେ ଶାନ୍ତି ପ୍ରତିଷ୍ଠା ପାଇଁ ଏବଂ ଦୁଷ୍ଟ ଗ୍ରହମାନଙ୍କର ନିରାକରଣ ପାଇଁ ସ୍ବୟଂ ଚକ୍ରରାଜ ୪ ଆଶ୍ରମ ସମେତ ଶ୍ରୀକ୍ଷେତ୍ର ପରିକ୍ରମା କରିଥାନ୍ତି। ଶ୍ରୀକ୍ଷେତ୍ର ଶୁଦ୍ଧି ଏହାର ମୂଳ ଲକ୍ଷ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରୀରିକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ

ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?