ଚଢ଼ାଉ ପରେ ଦର କମାଇଲେ ଗ୍ରସେରି, ପରିବା ଦୋକାନୀ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): କରୋନା ସଂକ୍ରମଣ ଏଡ଼ାଇବାକୁ ମଙ୍ଗଳବାର ମଧ୍ୟରାତିରୁ ସାରା ଦେଶ ୨୧ ଦିନିଆ ଲକ୍‌ଡାଉନ୍‌ ହେବା ପରେ ଏବେ ବଜାରରେ ଗ୍ରସେରି ଓ ପରିବା ଦର ବୃଦ୍ଧି ପାଇଛି। ଭୁବନେଶ୍ୱରର ପ୍ରମୁଖ ୧୭ଟି ହାଟ ସହ ବିଏମ୍‌ସି ଅଧୀନ ୬୭ ଓ୍ବାର୍ଡ ଅଞ୍ଚଳରେ ଥିବା ପନିପରିବା, ମାଛ ମାଂସ ବଜାର ଓ ଗ୍ରସେରି ଦୋକାନଗୁଡ଼ିକରେ ହଠାତ୍‌ ଦର ବୃଦ୍ଧି ହେବାରୁ ସାଧାରଣ ଲୋକଙ୍କ ପାଇଁ ବୋଝ ଉପରେ ନଳିତା ବିଡ଼ା ସଦୃଶ ହୋଇଛି। କିଛି ଅସାଧୁ ବ୍ୟବସାୟୀ କଳାବଜାର ଓ ଶୋଷଣ ଆରମ୍ଭ କରିଛନ୍ତି। ବିଭିନ୍ନ ହାଟରେ ବ୍ୟବସାୟୀମାନେ ମନଇଚ୍ଛା ଭିନ୍ନ ଭିନ୍ନ ଦରରେ ପରିବାର ବିକୁଥିବା ଦେଖିବାକୁ ମିଳିଥିଲା। ରସୁଲଗଡ଼ କୋଚିଲେଇ ହାଟରେ ବ୍ୟବସାୟୀମାନେ ଚଢ଼ା ଦରରେ ବିକ୍ରି କରୁଥିବା ନେଇ ପୋଲିସ ସୂଚନା ପାଇ ଚଢ଼ାଉ କରିଥିଲା। ତାଗିଦ ଓ ଚେତାବନୀ ପରେ ବ୍ୟବସାୟୀ ଉଚିତ ମୂଲ୍ୟରେ ବିକ୍ରି କରିଥିଲେ। ସେହିଭଳି ସହରର ଆଉ କେତେକ ହାଟରେ ମଧ୍ୟ ଅଧିକ ଦରରେ ପରିବାର ଓ ଗସେରୀ ବିକ୍ରି କରୁଥିବା ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri