ଚଣ୍ଡିଗଡ଼ରେ ୨୧ ଫୁଟ ଉଚ୍ଚର ରାବଣ

ଚଣ୍ଡିଗଡ଼,୪।୧୦: ସମଗ୍ର ଦେଶରେ ଦୁର୍ଗାପୂଜା ପାଳନ କରାଯାଉଥିବା ବେଳେ ଶୁକ୍ରବାର ଷଷ୍ଠୀ ହୋଇଥିବାରୁ ବିଭିନ୍ନ ମଣ୍ଡପ ଗୁଡିକରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇଛି। ଚଳିତ ବର୍ଷ ଦଶହାର ଅକ୍ଟୋବର ୮ରେ ପାଳନ ହେବ। ଏଥିପାଇଁ ଆୟୋଜକମାନେ ବହୁ ଆଡ଼ମ୍ବରରେ ଆୟୋଜନ କରିଛନ୍ତି। ଚଳିତ ଥର ଚଣ୍ଡିଗଡ଼ରେ ବିଶ୍ୱର ସବୁଠାରୁ ବଡ଼ କୁଶପୁତ୍ତଳିକା ନିର୍ମାଣ କରାଯାଇଛି। ୨୨୧ ଫୁଟ ଉଚ୍ଚର ରାବଣ ମୂର୍ତ୍ତି ନିର୍ମାଣ କରାଯାଇଥିବା ବେଳେ ଏହାର ଓଜନ ରହିଛି ୭୦ କୁଇଣ୍ଟାଲ। ଏହି କୁଶପୁତ୍ତଳିକାକୁ ଦଶହରାରେ ଦହନ କରାଯିବ। ଧନାସ ଇଡବ୍ଲ୍ୟୁଏସ୍‌ କଲୋନୀରେ ନିର୍ମାଣ ହୋଇଥିବା ଏହି କୁଶପୂତ୍ତଳିକାକୁ ୪୦ ଜଣ ଶିଳ୍ପୀ ପ୍ରସ୍ତୁତ କରିଛନ୍ତି । ଏଥିପାଇଁ ସେମାନଙ୍କୁ ୬ମାସ ସମୟ ଲାଗିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?