ଚଣ୍ଡିମାତା ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ରନ୍ଧାଖାଦ୍ୟ ବଣ୍ଟନ

ଖଇରା, ୩।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଡାଲଙ୍ଗ ଗ୍ରାମର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଚଣ୍ଡିମାତା ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ବିଶ୍ୱ ଶ୍ରମିକ ଦିବସରେ ବିଭିନ୍ନ ସ୍ଥାନରେ ରନ୍ଧାଖାଦ୍ୟ ବଣ୍ଟନ କରାଯାଇଛି। ସଭାପତି ମୁକ୍ତିକାନ୍ତ ପଣ୍ଡା, ସମ୍ପାଦକ ହରେକୃଷ୍ଣ ଓଝାଙ୍କ ନେତୃତ୍ୱରେ ସଙ୍ଗଠନର ସଦସ୍ୟମାନେ ଔପଦା ବ୍ଲକ ଅଘିରାପଦା ପଞ୍ଚାୟତ କମାରପାଳ ପଇଡଝର ଗ୍ରାମର ଆଦିବାସୀ ବସ୍ତି, ଆଗୁଆନ ସାହି, ଦେଉରୀ ସାହିକୁ ଯାଇ ସେଠାରେ ବସବାସ କରୁଥିବା ଶ୍ରମଜୀବୀମାନଙ୍କୁ ଖାଦ୍ୟ ରାନ୍ଧି ବାଣ୍ଟିଥିଲେ। ବରିଷ୍ଠ ସଦସ୍ୟ ଗିରିଧାରୀ ବେହେରା, ଅନୀଲ କୁମାର ବେହେରା, ରମାକାନ୍ତ ପାଢୀ, ଅନୀଲ ପାଣିଗ୍ରାହୀ, ଦୀପକ ପାଣିଗ୍ରାହୀ, ସଞ୍ଜୟ ବେହେରା, ସୁଧାଂଶୁ ସେଠୀ, ମନୋରଞ୍ଜନ ସେଠୀ ପ୍ରମୁଖ ବସ୍ତିବାସିନ୍ଦାଙ୍କୁ କରୋନା ସମ୍ପର୍କରେ ସଚେତନ କରାଇ ଖାଦ୍ୟ ପରିବେଷଣ କରାଇଥିଲେ ା ସ୍ଥାନୀୟ ଗ୍ରାମବାସୀ ତଥା ବିଶିଷ୍ଟ କବି ନିରଞ୍ଜନ ବାରିକ, ପ୍ରଭାକର ସାହୁ ପ୍ରମୁଖ ସହାୟତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ

ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri