ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରୁ ପାଣି ଉଠାଇଲେ କାଉଡ଼ିଆ

କୋଣାର୍କ, ୨୮।୭(ଡି.ଏନ୍‌.ଏ.)-ମାନସିକ ବ୍ରତକୁ ସଫଳ କରିବା ନେଇ ହଜାର ହଜାର କାଉଡ଼ିଆ ରବିବାର ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରୁ ପାଣିଭାର ଉଠାଇ ଶୈବପୀଠ ଅଭିମୂଖେ ଯାତ୍ରା ଆରମ୍ଭ କରିଛନ୍ତି। ଶ୍ରାବଣ ମାସ ପବିତ୍ର ସୋମବାର ପରିପ୍ରେକ୍ଷୀରେ ହଜାର ହଜାର କାଉଡିଆ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀଠାରେ ପହଞ୍ଚତ୍ଥିଲେ। ସେଠାରେ ସ୍ନାନ କାର୍ଯ୍ୟ ସାରି ପୂଜାର୍ଚ୍ଚନା କରିଥିଲେ। ପରେ ପରେ ପାଣି ଉଠାଇ ବାବା ଶ୍ରୀ ଲୋକନାଥ, ବାବା ବାଲିକପିଳେଶ୍ୱର, ବାବା ତ୍ରୀବେଣିଶ୍ୱର, ଐଶାନେଶ୍ୱର, ଦକ୍ଷିଣେଶ୍ୱର, ନୀଳକଣ୍ଠେଶ୍ୱର, ବାବା ବାଲୁଙ୍କେଶ୍ୱରଙ୍କ ସମେତ ବିଭିନ୍ନ ଶୈବପୀଠ ଅଭିମୂଖେ ଯାତ୍ରା ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ସୌମ୍ୟ ହତ୍ୟା ମାମଲା: ଝାରପଡ଼ା ଜେଲ୍‌ରେ ୨୦ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଭୁବନେଶ୍ୱର, ୭।୭: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାର ତଦନ୍ତକୁ ଆହୁରି ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଏହି କ୍ରମରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ୍‌ ଆଜି ଭୁବନେଶ୍ୱର ଝାରପଡ଼ା ସ୍ପେସିଆଲ୍‌…

କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ

କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା…

ଆଇଆଇସି ବିଉଟି ମହାନ୍ତି ଆତ୍ମହତ୍ୟା ମାମଲା: ସନ୍ଦେହ ଘେରରେ ଏଏସ୍‌ଆଇ

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ଭାବେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ବିଉଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ଦିନ ଗଡ଼ିବା…

ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି…

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri