ଚନ୍ଦ୍ରଭାଗା ସମୁଦ୍ରକୂଳ ପର୍ଯ୍ୟଟକ ମୁକ୍ତ

କୋଣାର୍କ,୧୭।୩(ଡି.ଏନ୍‌.ଏ): ପୁରୀ ଜିଲା ପ୍ରଶାସନ ନିର୍ଦ୍ଦେଶ କ୍ରମେ ମଙ୍ଗଳବାର ଚନ୍ଦ୍ରଭାଗା ସମୁଦ୍ରକୂଳକୁ ପର୍ଯ୍ୟଟକ ମୁକ୍ତ କରାଯାଇଛି। ସକାଳେ ଗୋପ ତହସିଲଦାର ଓ କୋଣାର୍କ ଥାନାଧିକାରୀ ମିଳିତ ଚନ୍ଦ୍ରଭାଗା ସମୁଦ୍ରକୂଳକୁ ପର୍ଯ୍ୟଟକ ମୁକ୍ତ କରିବା ସହ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ୧୪୪ ଧାରା ଜାରି କରିଛନ୍ତି। କରୋନା ସଂକ୍ରମଣ ନ କମିବା ପର୍ଯ୍ୟନ୍ତ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସମୁଦ୍ରକୂଳକୁ କେହି ଯାଇପାରିବେ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri