ଚନ୍ଦ୍ରଯାନ -୨କୁ ନେଇ ଅନୁଷ୍କା କରିଥିଲେ ଟ୍ବିଟ୍‌, ଏହାର ଉତ୍ତର ରଖିଲେ ମୋଦି

ଭାରତର ‘ଚନ୍ଦ୍ରଯାନ -୨’ ମିଶନ ବିଫଳ ହୋଇଛି। ଲ୍ୟାଣ୍ଡ୍‌ର ବିକ୍ରମ ଚନ୍ଦ୍ରପୃଷ୍ଠକୁ ଛୁଇଁବା ପାଇଁ ୨.୧ କିମି ଦୂରତା ଥିବାବେଳେ ଇସ୍ରୋ ବୈଜ୍ଞାନିକଙ୍କଠାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା। ଏଥିରେ ସମଗ୍ର ଭାରତବାସୀ ଦୁଃଖ ପ୍ରକାଶ କରିଥିଲେ। ତଥାପି ଇସ୍ରୋ ବୈଜ୍ଞାନିକଙ୍କୁ ପ୍ରଶଂସା କରିବା ସହ ଉତ୍ସାହିତ କରିଥିଲେ ଦେଶବ୍ୟାପୀ ଲୋକ। ବଲିଉଡ୍‌ର କିଛି ସେଲିବି୍ରିଟି ମଧ୍ୟ ଇସ୍ରୋ ବୈଜ୍ଞାନିକଙ୍କୁ ପ୍ରଶଂସା କରିଥିଲେ। ଅଭିନେତ୍ରୀ ଅନୁଷ୍କା ଶର୍ମା ମଧ୍ୟ ଟୁଇଟ୍‌ କରି ଇସ୍ରୋ ବୈଜ୍ଞାନିକଙ୍କୁ ପ୍ରଶଂସା କରିଥିଲେ। ସେ ଲେଖିଥିଲେ, ଏହା କେବଳ ଆଗକୁ ଯିବା ପାଇଁ ଆରମ୍ଭ ମାତ୍ର। ଆମର ବୈଜ୍ଞାନିକ ମାନେ ହତୋତ୍ସାହ ନ ହୋଇ ଆଗକୁ ବଢ଼ିବା ଉଚିତ୍‌। ତାଙ୍କର ଦୃଢ଼ ମନୋବଳ ଏବଂ ଉପଲବ୍ଧି ପାଇଁ ଆମେ ଗର୍ବିତ। ଆପଣ ସମସ୍ତେ ବାସ୍ତବରେ ପ୍ରେରଣାଦାୟକ।

ଅନୁଷ୍କାଙ୍କ ଏହି ଟୁଇଟ୍‌ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଉତ୍ତର ଦେଇଛନ୍ତି। ସେ ଲେଖିଛନ୍ତି, ବିଲ୍‌କୁଲ୍‌ ଠିକ୍‌। ଆମେ ଆମ ବୈଜ୍ଞାନିକ କାର୍ଯ୍ୟରେ ଗର୍ବ ଅନୁଭବ କରୁଛୁ। ଇସ୍ରୋ ହଜାର ହଜାର ଯୁବ ବୈଜ୍ଞାନିକଙ୍କୁ ଆଗକୁ ଯିବା ପାଇଁ ପ୍ରେରଣା ଯୋଗାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମୁଦ୍ରିକ କ୍ଷମତା ବଢ଼ାଉଛି ଚାଇନା

ବେଜିଂ,୩୦ା୧୨:ତାଇଓ୍ବାନକୁ ଚାଇନା ନିଜ ଅଞ୍ଚଳ ବୋଲି ଦାବି କରିଆସୁଥିବାବେଳେ ଏହାକୁ ନେଇ ଜାପାନ ସହ ବେଜିଂର କୂଟନୈତିକ ଉତ୍ତେଜନା ଦେଖାଦେଇଛି। ଏଭଳି ସମୟରେ ଚାଇନା ସେନା...

ମୋତେ ଆଉ ଝିଅ ମିଳିବେ ତ… ବର୍ଷାଙ୍କୁ ହାତ ଯୋଡି ଏମିତି କହିଦେଲେ ଗୁଲୁଆ

ଭୁବନେଶ୍ୱର,୩୦।୧୨: ଓଡ଼ିଆ କମେଡିଆନ ଗୁଲୁଆ ଏବଂ ତାଙ୍କ ସ୍ତ୍ରୀ ବର୍ଷାଙ୍କ ପାରିବାରିକ ବିବାଦ ପଦାରେ ପଡ଼ିଛି। ଗୁଲୁଆଙ୍କର ଏକାଧିକ ଝିଅଙ୍କ ସହ ସମ୍ପର୍କ ଥିବା ଅଭିଯୋଗ...

ଭିଜିବ ନୂଆ ବର୍ଷ, ୫ ରାଜ୍ୟକୁ ଚେତାବନୀ ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୩୦।୧୨: ଦେଶରେ ପ୍ରବଳ ଥଣ୍ଡା ମଧ୍ୟରେ ନୂଆ ବର୍ଷ ଆସିବାକୁ ଯାଉଛି। ଏହି ସମୟରେ, ଭାରତୀୟ ପାଣିପାଗ ବିଭାଗ (IMD) ନୂତନ ବର୍ଷର ଗୋଟିଏ ଦିନ...

ଶାମ୍ବ ଦଶମୀରେ ଖୋଲିବ ଏହି ୩ ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

 ଆଜି ପବିତ୍ର ଶାମ୍ବ ଦଶମୀ । ପୌଷ ଶୁକ୍ଳ ଦଶମୀ ତିଥିରେ ଶାମ୍ବ ଦଶମୀ ପାଳନ କରାଯାଇଥାଏ । ଶାମ୍ବ ଦଶମୀରେ ସୂର୍ଯ୍ୟଙ୍କର ପୂଜା କରାଯାଇଥାଏ...

ନୀରବ ଘାତକ

ବାୟୁ ପ୍ରଦୂଷଣ କୋଭିଡ୍‌ ପରବର୍ତ୍ତୀ କାଳରେ ଭାରତର ସବୁଠାରୁ ଗମ୍ଭୀର ଜନସ୍ବାସ୍ଥ୍ୟ ସଙ୍କଟ ବୋଲି ଜଣାପଡ଼ିଛି। ଚିକିତ୍ସା ବିଶେଷଜ୍ଞମାନେ ସତର୍କ କରାଇଛନ୍ତି ଯେ, ଜରୁରୀ ଓ...

୮୦ ବର୍ଷରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପରଲୋକ

ଢାକା,୩୦।୧୨: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ୮୦ ବର୍ଷ ବୟସରେ ପରଲୋକ ହୋଇଛି। ସେ କିଛି ଦିନ ଧରି ଅସୁସ୍ଥ ଥିଲେ। ତାଙ୍କୁ ନଭେମ୍ବର...

ଟିପିଡବ୍ଲୁଓଡିଏଲ୍‌ର ଗ୍ରାହକ ମାରଣ ନୀତିର ପ୍ରତିବାଦ, କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ବାରକୋଟ,୩୦|୧୨(ଶଶାଙ୍କ ଶେଖର ଝାଙ୍କର): ଟିପିଡବ୍ଲୁଓଡିଏଲ୍ (ବିଦ୍ୟୁତ ବିଭାଗ)ର ଗ୍ରାହକ ମାରଣ ନୀତିର ତୀବ୍ର ବିରୋଧ କରି ଦେବଗଡ ଜିଲା କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ...

ଖୁସିଖବର: କର୍ତ୍ତବ୍ୟ ପଥରେ ଗଡ଼ିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼

ଭୁବନେଶ୍ୱର,୩୦।୧୨(ସୌମ୍ୟରଞ୍ଜନ ରାଉତ):ଆସନ୍ତା ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲୀର କର୍ତ୍ତବ୍ୟ ପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ହେବ। ସ୍ବଦେଶୀ ସାମଗ୍ରୀ ଉତ୍ପାଦନ ମାଧ୍ୟମରେ ସାମ୍ପ୍ରତିକ ଭାରତକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri