Posted inଜାତୀୟ

ଚନ୍ଦ୍ରଯାନ-୨: ଲ୍ୟାଣ୍ଡର ବିକ୍ରମର ସଫଳତା

ନୂଆଦିଲ୍ଲୀ,୩।୯: ଚନ୍ଦ୍ରଯାନ-୨ର ଅର୍ବିଟରରୁ ଲ୍ୟାଣ୍ଡର ବିକ୍ରମ ସୋମବାର ଅଲଗା ହୋଇଥିଲା ବୋଲି ସୂଚନା ଦେଇଥିଲା ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)। ଏହାପରେ ମଙ୍ଗଳବାର ଲ୍ୟାଣ୍ଡର ବିକ୍ରମ ଆଉ ଏକ ସଫଳତା ପାଇଛି ବୋଲି ଇସ୍ରୋର ବୈଜ୍ଞାନିକମାନେ ସୂଚନା ଦେଇଛନ୍ତି। ଇସ୍ରୋର ସୂଚନା ମୁତାବକ ଲ୍ୟାଣ୍ଡର ବିକ୍ରମ ମଙ୍ଗଳବାର ସକାଳ ପ୍ରାୟ ୮ଟା ୫୦ ମିନିଟରେ ସଫଳତା ପୂର୍ବକ ଓଲଟା ପଥରେ ଚାଲିବା ଆରମ୍ଭ କରିଛି। ସୋମବାର ଚନ୍ଦ୍ରଯାନ-୨ରୁ ଅଲଗା ହେବା ପରେ ଲ୍ୟାଣ୍ଡର ବିକ୍ରମ ୨୦ ଘଣ୍ଟା ପର୍ଯ୍ୟନ୍ତ ନିଜ ଅର୍ବିଟରର କକ୍ଷରେ ଘୁରି ବୁଲିଥିଲା। ହେଲେ ମଙ୍ଗଳବାର ଏହା ଓଲଟା ଦିଗରେ ଚାଲିଛି ଯାହାକୁ ଡିଅର୍ବିଟ କୁହନ୍ତି। ଏବେ ଚନ୍ଦ୍ରର ଦକ୍ଷିଣ ଧ୍ରୁବରେ ଓହ୍ଲାଇବା ପୂର୍ବରୁ ବିକ୍ରମ ଲ୍ୟାଣ୍ଡର ପାଖାପାଖି ୨ କିଲୋମିଟର ପ୍ରତି ସେକେଣ୍ଡରେ ଚନ୍ଦ୍ରର ଚାରିପଟେ ଘୁରି ବୁଲିବ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦେଇପଶି ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ: ଉପୁଡ଼ିଲା ବଡ଼ ବଡ଼ ଗଛ, ଉଡ଼ିଗଲା ଛପର

ପାଟଣା, ୨୯।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର କେନ୍ଦେଇପଶି ମୁଖ୍ୟାଳୟ ଓ ଆଖପାଖ  ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ ହଠାତ୍ ପ୍ରାୟ ୧ ଘଣ୍ଟା…

ନାବାଳିକାଙ୍କୁ ବଳାତ୍କାର କରି ୨୦ ବର୍ଷ ଜେଲ୍‌ ଗଲେ ଅଭିଯୁକ୍ତ

କେନ୍ଦୁଝର,୨୯ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଶୁକ୍ରବାର ସ୍ଥାନୀୟ ସ୍ବତନ୍ତ୍ର ପୋକ୍ସୋ ଜଜ୍‌ ମୋନାଲିସା ମହାନ୍ତି ଜଣେ ଜଣେ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଜୟ କୁମାର ନାଏକଙ୍କୁ…

ଆମେ ବନବାସୀ ନୋହୁଁ, ଆଦିବାସୀ, ଅମିତ ଶାହା ଭୁଲ ମାଗନ୍ତୁ କହି…

କେନ୍ଦୁଝର,୨୯ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଦିବାସୀ ସମାଜମାନଙ୍କୁ ଏକତ୍ରିତ କରି ନୂଆଦିଲ୍ଲୀରେ ଏକ ଆଦିବାସୀ ସମାବେଶରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ତାଙ୍କ ଭାଷଣ ଆଦିବାସୀମାନଙ୍କୁ ବାରମ୍ବାର…

ମନରେଗା ଯୋଜନାରେ ମହାଘୋଟାଲା, ବର୍ଷେ ପରେ ବି ମିଳିଲାନି ପାଉଣା, ଜିଲାପାଳଙ୍କ ଦ୍ୱାରସ୍ଥ ହୋଇ ଶ୍ରମିକ…

ଛତ୍ରପୁର,୨୯ା୫(ଦିଲ୍ଲୀପ ସାମଲ): ମହାତ୍ମାଗାନ୍ଧୀ ଗ୍ରାମୀଣ କର୍ମ ନିଯୁକ୍ତି ଯୋଜନା ବା ମନରେଗାକୁ ନେଇ ପୁଣି ସାମ୍ନାକୁ ଆସିଛି ବଡ଼ ଅଭିଯୋଗ। ବର୍ଷେ କାଳ ପରିଶ୍ରମ କରି ମଧ୍ୟ…

୭ ବର୍ଷର ଶିଶୁଙ୍କୁ ଅପହରଣ ପରେ କରିଥିଲେ ହତ୍ୟା, ଚୂଡ଼ାନ୍ତ ରାୟରେ ଅଭିଯୁକ୍ତ ଦେବାଶିଷଙ୍କୁ…

ବ୍ରହ୍ମପୁର,୨୯ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)-୧ ନରେଶ ମହାନ୍ତି ସୋମବାର ୨୦୧୯ ଜାନୁଆରୀ ମାସର ବହୁଚର୍ଚ୍ଚିତ ଜନୈକ ୭ବର୍ଷର ଡିଏଭି ଛାତ୍ର ଅପହରଣ…

ଖଜା ଦୋକାନୀଙ୍କୁ ଉଠାଇନେଲା ପୋଲିସ, ଲୋକେ ବୋହିନେଲେ ଖଜା, ଯିଏ ଯାହା ପାଇଲା…

ପୁରୀ,୨୯ା୫(ଅଜିତ ମହାନ୍ତି): ପୁରୀ ବଡ଼ଦାଣ୍ଡରେ ଏକ ନିଆରା ତଥା ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଯାହା ବିଭିନ୍ନ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି ।…

୫୦ କୋଟି ଟଙ୍କା ଖାଇଗଲେ ପୋଷ୍ଟମାଷ୍ଟର: ଶେଷରେ ମିଳିଲା…

ଜୟପୁର,୨୯।୫(ପବନ ପାଣିଗ୍ରାହୀ): ହିତାଧିକାରୀଙ୍କୁ ବିଭିନ୍ନ ସରକାରୀ ଯୋଜନାର ଅର୍ଥ ସହ ନିଶ୍ଚିତ କର୍ମନିଯୁକ୍ତ ଯୋଜନାର ଜମା ଟଙ୍କାକୁ ଆତ୍ମସାତ ଘଟଣାରେ ପୋଷ୍ଟମାଷ୍ଟରଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।…

IGNOU ବିଶ୍ୱର ଶ୍ରେଷ୍ଠ ମୁକ୍ତ ବିଶବିଦ୍ୟାଳୟ: ୧୨ ଦିନିଆ ବି.ଇଡି…

ଭଞ୍ଜନଗର,୨୯।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ଇଗ୍ନୋ ପକ୍ଷରୁ ଚାଲିଥିବା ବି.ଇଡିର ୧୨ ଦିନିଆ କାର୍ଯ୍ୟଶାଳା ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri