Posted inଜାତୀୟ

ଚନ୍ଦ୍ରାବାବୁ ନାଇଡୁ ଏବଂ ପୁଅ ନାରା ଲୋକେଶ ନଜରବନ୍ଦୀ: ଘରେ ଆରମ୍ଭ କଲେ ୧୨ ଘଣ୍ଟିଆ ଅନଶନ

ହାଇଦ୍ରାବାଦ୍‌,୧୧।୯: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ୍‌.ଚନ୍ଦ୍ରାବାବୁ ନାଇଡୁ ଏବଂ ତାଙ୍କ ପୁଅ ନାରା ଲୋକେଶଙ୍କୁ ବୁଧବାର ନିଜ ଘରେ ନଜରବନ୍ଦୀ କରାଯାଇଛି। ଜଣେ ଟିଡିପି ନେତାଙ୍କ ହତ୍ୟା ବିରୋଧରେ ଚନ୍ଦ୍ରାବାବୁ ଦଳୀୟ ସଦସ୍ୟଙ୍କ ସହିତ ମିଶି ପ୍ରଦର୍ଶନ କରିବାର ଥିଲା। ତେବେ ଆଇନ ଶୃଙ୍ଖଳା ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ତାଙ୍କୁ ନଜରବନ୍ଦୀ କରାଯାଇଛି। ଚନ୍ଦ୍ରାବାବୁ ଏବଂ ପୁଅ ନାରା ଲୋକେଶ ନିଜ ଘରେ ପୂର୍ବାହ୍ନ ୮ରୁ ରାତ୍ର ୮ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଅନଶନ ଆରମ୍ଭ କରିଛନ୍ତି। ଚନ୍ଦ୍ରାବାବୁଙ୍କ ଘରକୁ ଆସୁଥିବା ବହୁ ସମର୍ଥକଙ୍କୁ ପୋଲିସ ଗିରଫ କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ଭୋଟିଂ ପୂର୍ବରୁ ନାରୀଙ୍କୁ ନେଇ ସ୍ବତନ୍ତ୍ର ପୋଷ୍ଟ ଶେୟାର କଲେ ମୋଦି, ଜାଣନ୍ତୁ କ’ଣ ଲେଖିଲେ

ନୂଆଦିଲ୍ଲୀ,୧୭।୪: ଆଜି (୧୭ ଏପ୍ରିଲ) ସଂସଦର ସ୍ବତନ୍ତ୍ର ଅଧିବେଶନର ଦ୍ୱିତୀୟ ଦିନ। ଏହି ସ୍ବତନ୍ତ୍ର ଅଧିବେଶନ ସମୟରେ, କେନ୍ଦ୍ର ସରକାର ମୋଟ ତିନୋଟି ବିଲ ଆଗତ କରିବାକୁ…

ମୁଣ୍ଡ ନୁଆଁଇବ ନାହିଁ ଭାରତ, ଆମେରିକାର ରୋକ୍‌ ମଧ୍ୟରେ କିଣିବ ରୁଷୀୟ ତେଲ

ନୂଆଦିଲ୍ଲୀ,୧୭।୪: ଭାରତ କେଉଁଠାରୁ ଏବଂ କାହାଠାରୁ ତେଲ କିଣିବ? ଆମେରିକା ଏହା ନିଷ୍ପତ୍ତି ନେବ ନାହିଁ। ଭାରତ ନିଜେ ନିଷ୍ପତ୍ତି ନେବ। ହଁ, ଆମେରିକା ରୁଷୀୟ ତେଲ…

ପଡ଼ିଆ ମଝିରେ ହାର୍ଦ୍ଦିକ ପାଣ୍ଡ୍ୟା- ବୁମ୍‌ରାଙ୍କ ମଧ୍ୟରେ ହେଲା ଭୟଙ୍କର ଝଗଡ଼ା! କାରଣ ଜାଣିଲେ…

ନୂଆଦିଲ୍ଲୀ,୧୭।୪: IPL ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏପର୍ଯ୍ୟନ୍ତ କିଛି ଭଲ ଚାଲିନାହିଁ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଦଳ ଲଗାତାର ଚାରୋଟି ମ୍ୟାଚ ହାରିଛି। ବିଶ୍ୱର ସବୁଠାରୁ…

ଯୁଦ୍ଧକୁ ନେଇ ଅଲ୍ଟିମେଟମ୍‌ ଦେଲା ଭାରତ: ବରଦାସ୍ତ କରିବୁ ନାହିଁ…

ନୂଆଦିଲ୍ଲୀ,୧୭।୪: ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧି ପାର୍ବଥନେନୀ ହରିଶ ଇରାନ ଏବଂ ଉପସାଗରୀୟ ଅଞ୍ଚଳରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଭାରତର ସ୍ପଷ୍ଟ ମତ ରଖିଛନ୍ତି। ସେ ଉଲ୍ଲେଖ…

ବ୍ରିଜ କାନ୍ଥକୁ ପିଟି ହୋଇ ଓଲଟି ପଡିଲା CRPF ବାଟାଲିଅନ ଗାଡ଼ି, ୨ ଗୁରୁତର

ଅତାବିରା, ୧୭।୪(ଯୁଧିଷ୍ଠିର ମହାପାତ୍ର ): ଦୁର୍ଘଟଣା ଗସ୍ତ ହେଲା CRPF ବାଟାଲିଅନ ଗାଡ଼ି । ସମ୍ବଲପୁର ବରଗଡ଼ ୫୩ନଂ ଜାତୀୟ ରାଜପଥ ଅତାବିରା ଦମଦମା ପୋଲ ଉପରେ…

ଡିଏଭି ବେଦାନ୍ତ ଅନ୍ତର୍ଜାତୀୟ ବିଦ୍ୟାଳୟର ସଫଳତା, ୯୮% ରଖି ପ୍ରିୟାଂଶୁ ମହାରଣା ପ୍ରଥମ

ଲାଞ୍ଜିଗଡ,୧୭।୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଛାତ୍ରୀଛାତ୍ର ସିବିଏସଇ ଦଶମ ପରୀକ୍ଷାରେ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି। ବୁଧବାର ପରୀକ୍ଷା…

ଗଞ୍ଜାମ ଶତ୍ରୁଷୋଲରେ ଟପ୍ପର ହେଲେ ପ୍ରତୀକ୍ଷା ପଲାଇ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୧୭।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଶତ୍ରୁଷୋଲ ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ପ୍ରତୀକ୍ଷା ପଲାଇ ଚଳିତ ସିବିଏସ୍‌ଇ ପରୀକ୍ଷାରେ ଅସାଧାରଣ ସଫଳତା ହାସଲ କରି ସମଗ୍ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ସ୍ତ୍ରୀ ଚରିତ୍ରକୁ ସନ୍ଦେହ କଲେ ସ୍ବାମୀ, ଝଗଡା ପରେ ଛୁରି ଭୁଷିଦେଲେ

ଭୁବନେଶ୍ୱର,୧୬।୪(ତ୍ରିନାଥ ମହାନ୍ତି): ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ସ୍ବାମୀ ଛୁରୀ ମାଡ଼ କରିଛନ୍ତି । ଫଳରେ ସ୍ତ୍ରୀ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri