Categories: ଜାତୀୟ

ଚନ୍ଦ୍ରୟାନ-୨ର ବିଫଳତାରେ ଜୋର୍‌ରେ କାନ୍ଦିଲେ ମନ୍ତ୍ରୀ

ଲକ୍ଷ୍ନୌ,୭।୯: ଭାରତର ବହୁ ପ୍ରତିକ୍ଷିତ ଚନ୍ଦ୍ର ମିଶନ ଚନ୍ଦ୍ରୟାନ-୨ର ବିଫଳତା ନେଇ ଉତ୍ତରପ୍ରଦେଶ ମନ୍ତ୍ରୀ ଜୋର୍‌ରେ କାନ୍ଦି ଉଠିଛନ୍ତି। ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ ଯୋଗୀଙ୍କ ମନ୍ତ୍ରୀ ମୋହସିନ୍‌ ରାଜା ଏକ ସାକ୍ଷାତ୍‌କାରରେ ଏପରି କରିଛନ୍ତି। ମନ୍ତ୍ରୀ ଗଣମାଧ୍ୟମ ପ୍ରତିନିଧିଙ୍କ ଆଗରେ ବଡ଼ ପାଟିରେ କାନ୍ଦି ଥିଲେ। ଏବେ ଏହାର ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।

Share