Posted inଜାତୀୟ

ଚନ୍ଦ୍ରୟାନ-୨ ଉତ୍‌କ୍ଷେପଣ ସ୍ଥଗିତ

ଶ୍ରୀହରିକୋଟା(ଆନ୍ଧ୍ରପ୍ରଦେଶ), ୧୫ା୭(ପି.ଟି.): ଶେଷ ମୁହୂର୍ତ୍ତରେ ଚନ୍ଦ୍ରୟାନ-୨ର ଉତ୍‌କ୍ଷେପଣକୁ ବାତିଲ କରିଦିଆଯାଇଛି। କେଉଁ କାରଣ ଲାଗି ଏହାକୁ ସ୍ଥଗିତ ରଖାଯାଇଛି ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳି ନ ଥିଲେ ହେଁ ଖୁବ୍‌ଶୀଘ୍ର ନୂଆ ତାରିଖ ଓ ସମୟ ଘୋଷଣା କରାଯିବ ବୋଲି ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ ସୂଚନା ଦିଆଯାଇଛି। ପ୍ରକାଶ ଯେ, ଜୁଲାଇ ୧୪-୧୫ ରାତ୍ରି ୨ଟା ୫୧ରେ ଭାରତର ଦ୍ୱିତୀୟ ମୁନ୍‌ ମିଶନ୍‌ ଚନ୍ଦ୍ରୟାନ-୨କୁ ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଉତ୍‌କ୍ଷେପଣ କରାଯିବା ଲାଗି ରବିବାର ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିଲା । ଅଧିକ ଓଜନ ବହନକାରୀ ରକେଟ୍‌ ଜିଏସ୍‌ଏଲ୍‌ଭି-ମେକ୍‌୩ (ବାହୁବଲୀ ଭାବେ ନାମିତ୍‌)ଯୋଗେ ଚନ୍ଦ୍ରୟାନ-୨କୁ ସ୍ଥାନୀୟ ସ୍ପେସ୍‌ପୋର୍ଟରୁ ଲଞ୍ଚ୍‌ କରାଯାଇଥାନ୍ତା।


Enter your email to get our daily news in your inbox.

All Right Reserved By Dharitri.Com

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri