ଚମ୍ପୁଆ ରେଞ୍ଜକୁ ଲେଉଟିଲା ଗୋଠଛଡା ଦନ୍ତା: ଭାଙ୍ଗିଲା ଆଉ ୩ ଘର

ଚମ୍ପୁଆ, ୨୦।୮(ଡି.ଏନ.ଏ.)-ଚମ୍ପୁଆ ରେଞ୍ଜକୁ ଲେଉଟିଲା ଗୋଠଛଡା ଦନ୍ତାହାତୀ। ଦୀର୍ଘଦିନର ବ୍ୟବଧାନପରେ ଫେରି ଏହି ଦନ୍ତା ଉପତ୍ାତ ଆରମ୍ଭ କରିଦେଇଛି। ଫସଲ ନଷ୍ଟ ସାଙ୍ଗକୁ ୩ଗୋଟି ଘରଭାଙ୍ଗି ଦେଇଛି। ଚମକପୁର ନୁନୁଗୁଣ୍ଠାଣ ଅଞ୍ଚଳରୁ ଆସି ଏହି ହାତୀ କୁଚିଡା ଅଞ୍ଚଳର ଗୋଟିଏ ଘର, ରଘୁଆଳ ସାହିର ବୁଦ୍ଧୁନି ମୁଣ୍ଡା ଓ ମିରିଗି ସିଙ୍ଗା ଅଞ୍ଚଳର ଉମେଶ ମୁଣ୍ଡାଙ୍କ ଘରକୁ ଗତ ସୋମବାର ରାତିରେ ଭାଙ୍ଗି ଦେଇଛି। ହାତୀ ଆସିବାର ସୂଚନା ବନବିଭାଗ ପାଖରେ ନଥିବା ବେଳେ ଗ୍ରାମବାସୀଙ୍କଠାରୁ ଖବରପାଇ ବନବିଭାଗ ଏହି ହାତୀ ଉପରେ ନଜର ରଖିଥିବା ଜଣାପଡିଛି। ହାତୀ ଉପଦ୍ରବ ଅଞ୍ଚଳ ଗୁଡିକରେ ଗ୍ରାମବାସୀଙ୍କ ମଧ୍ୟରେ କୋକୁଆ ଭୟର ବାତାବରଣ ସୃଷ୍ଟି ହୋଇଛି। ପୁର୍ବରୁ ଏହି ହାତୀ ଗୋଟିକିଆ ହେତୁ ବନବିଭାଗକୁ ନାକେଦମ କରି ରଖିଛି। ଗୋଠଛଡା ହୋଇଥିବାରୁ ଏହି ହାତୀ ହିଂସ୍ର ହୋଇଉଠୁଥିବାରୁ ତୁରନ୍ତ ଏହାକୁ ଘଉଡା ନଗଲେ ଅନେକ କ୍ଷୟକ୍ଷତି ଘଟିବାର ସମ୍ଭାବନାକୁ ଏଡାଇ ଦିଆଯାଇ ନ ପାରେ ବୋଲି ଗ୍ରାମବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାବୈଶାଖୀର ତାଣ୍ଡବ: ଦାରିଙ୍ଗବାଡିରେ ଉପୁଡିଲା ବଡ଼ ବଡ଼ ଗଛ, ଭାଙ୍ଗିଲା ଘର

ଦାରିଙ୍ଗବାଡି, ୨୨।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକାଧିକ ସ୍ଥାନରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଗୋପାଳପୁରରୁ ରାଇପୁରକୁ ସଂଯୋଗ…

ଗାଈଗୋଠରେ ବଜ୍ରାଘାତ, ଆଉ ତା’ପରେ…

ଗୁଣୁପୁର,୨୨।୫(ସୁଜାତା ପାଢ଼ୀ): କାଳବୈଶାଖୀ ପ୍ରଭାବରେ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ଶୁକ୍ରବାର ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଛି। ସେତିକିବେଳେ ଗୁଣପୁର ଓଭର ବ୍ରିଜ କୃଷି ବିଭାଗ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଜିଲା ଆଇନ ସେବା ପ୍ରାଧିକରଣ: ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ କାର୍ଯ୍ୟକ୍ରମ

ଛତ୍ରପୁର,୨୨ା୫ (ଦିଲ୍ଲୀପ ସାମଲ): ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ ଶୀର୍ଷକ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଛତ୍ରପୁର ସ୍ଥିତ ବିଜ୍ଞାନ…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

ଗଞ୍ଜେଇ ଲିଙ୍କରେ ପୂର୍ବତନ ସରପଞ୍ଚଙ୍କୁ ବାନ୍ଧିଲା ପୋଲିସ

ମୋହନା,୨୨ା୫ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ଓ ପ୍ରୋତ୍ସାହନ ମାମଲାରେ ଅଡ଼ବା ଥାନା ବିରିକୋଟ ପଞ୍ଚାୟତର ପୂର୍ବତନ ସରପଞ୍ଚ ମାଶା ମାଝୀଙ୍କୁ ଗିରଫ କରି କୋର୍ଟ…

ସିଏସ୍‌କେ ଅଧିନାୟକ ଋତୁରାଜଙ୍କୁ ଜରିମାନା, କାହିଁକି ଜାଣନ୍ତୁ…

ଅହମଦାବାଦ,୨୨ା୫: ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ ଓଭର-ରେଟ୍‌ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଋତୁରାଜ ଗାଏକ୍ୱାଡଙ୍କୁ ଜରିମାନା କରାଯାଇଛି। ଗୁଜରାଟ ଟାଇଟାନ୍ସ…

କେଏସୟୁବି କଲେଜରେ ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଲେ ଡ. ଗଗନ ବିହାରୀ ପୁରୋହିତ

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷଙ୍କ ଭାବେ ଡ. ଗଗନ ବିହାରୀ ପୁରୋହିତ ଶୁକ୍ରବାର ଅପରାହ୍ନରେ ଦାୟିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri