ଚର୍ଚ୍ଚାରେ ଜାହ୍ନବୀ

ବମ୍ବେ: ଅଭିନେତା ଇଶାନ୍‌ ଖଟ୍ଟରଙ୍କ ସହ ବଲିଉଡ୍‌ରେ ଡେବ୍ୟୁ କରିଥିବା ଅଭିନେତ୍ରୀ ତଥା ଶ୍ରୀଦେବୀ ଲଳନା ଜାହ୍ନବୀ କପୁର ଆଜିକାଲି ଚର୍ଚ୍ଚାରେ। ଏହା ପଛରେ କାରଣ ମଧ୍ୟ ରହିଛି। ଦୀର୍ଘ ଦିନ ଧରି ସିଲ୍‌ଭର ସ୍କ୍ରିନ୍‌ରୁ ଦୂରେଇ ରହିବା ପରେ ଗୋଟିଏ ପରେ ଗୋଟିଏ ଫିଲ୍ମକୁ ନେଇ ସେ ଫେରୁଛନ୍ତି। ଇତିମଧ୍ୟରେ ସେ ଦୋସ୍ତାନା-୨ର ଦ୍ୱିତୀୟ ସିଡ୍ୟୁଲ୍‌ର ଶୁଟିଂ ଶେଷ କରିଛନ୍ତି। ଫିଲ୍ମରେ ନାୟକ ସାଜିଥିବା କାର୍ତ୍ତିକ ଆର୍ୟନ ନିଜ ସୋସିଆଲ ପୃଷ୍ଠାରେ ଏହାର ସୂଚନା ଦେଇଛନ୍ତି। ସେ ଫଟୋ ଶେୟାର କରି ପ୍ରଶଂସକଙ୍କୁ କ୍ରିସ୍‌ମାସର ଶୁଭେଚ୍ଛା ଜଣାଇଛନ୍ତି। ଫଟୋରେ ଜାହ୍ନବୀ, କାର୍ତ୍ତିକଙ୍କ ସହ ପୂରା ଟିମ୍‌କୁ ଦେଖିବାକୁ ମିଳୁଛି। ଜାହ୍ନବୀ ଦୋସ୍ତାନା ବ୍ୟତୀତ ଗୁଞ୍ଜନ ସକ୍ସେନା: ଦ କାରଗିଲ୍‌ ଗର୍ଲ, ରୁହି ଅଫ୍‌ଜା, ଘୋଷ୍ଟ ଷ୍ଟୋରିଜ୍‌, ତଖ୍‌ତ, ରଣଭୂମି ଆଦି ଫିଲ୍ମରେ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

Ramayan ର ୭୮ଟି ଏପିସୋଡ୍‌ରୁ ଦୂରଦର୍ଶନ କମାଇଥିଲା ୩୧,୨୦,୦୦,୦୦୦ କୋଟି ଟଙ୍କା! ଜାଣନ୍ତୁ ଗୋଟିଏ ଦିନର କେତେ ଥିଲା ବଜେଟ୍‌…

ନୂଆଦିଲ୍ଲୀ,୪।୮: ରାମାନନ୍ଦ ସାଗରଙ୍କ ଦ୍ୱାରା ନିର୍ମିତ ‘ରାମାୟଣ’ ଆଜି ବି ଲୋକଙ୍କ ହୃଦୟରେ ରାଜ୍ କରୁଛି। ଏପରି ସ୍ଥିତିରେ ଆସନ୍ତୁ ଏହା ସହ ଜଡ଼ିତ କିଛି ଖାସ୍…

ହଠାତ୍‌ ୧୬ କିଲୋ ଓଜନ ହ୍ରାସ: ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲେ ସଲମାନ

କିଛି ଦିନ ହେବ ସୋସିଆଲ ମିଡିଆରେ ବଲିଉଡର ‘ଦବଙ୍ଗ’ ଷ୍ଟାର ସଲମାନ ଖାନଙ୍କ ଫିଟନେସ ଏବଂ ଲୁକକୁ ନେଇ ଚର୍ଚ୍ଚା ହେଉଛି। ହଠାତ୍‌ ତାଙ୍କ ଓଜନ ହ୍ରାସ…

ବିଦେଶରେ ଥାଇ ଏମିତି କାମ କଲେ ପ୍ରିୟଙ୍କା ଚୋପ୍ରା: ସମସ୍ତେ କହୁଛନ୍ତି ବାଃ ବାଃ

ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ସବୁଠି ରାଜ କରୁଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଚର୍ଚ୍ଚାରେ। ବଲିଉଡରେ ସଫଳତା ହାସଲ କରିବା ପରେ ସେ ଅନେକ ବର୍ଷ ଧରି…

ତ୍ରିଶାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ, ଷ୍ଟାଲିନଙ୍କ ବିରୋଧରେ NCWରେ ଅଭିଯୋଗ କଲା TVK

ନୂଆଦିଲ୍ଲୀ,୪।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ବିରୁଦ୍ଧରେ ଜାତୀୟ ମହିଳା ଆୟୋଗ (NCW)ରେ ଅଭିଯୋଗ ଦାଖଲ କରିଛି ଥଲାପତି ବିଜୟଙ୍କ ପାର୍ଟି TVK । ତଞ୍ଜାଭୁରରେ…

ମୁହଁ ଖୋଲିଲେ ଥଲାପତି ବିଜୟଙ୍କ ପୁଅ: କହିଲେ, ମୋ ବାପା ମୁଖ୍ୟମନ୍ତ୍ରୀ ହେବା ମୁହୂର୍ତ୍ତ …

ଚେନ୍ନାଇ,୩।୮:ତାମିଲନାଡୁର ମୁଖ୍ୟମନ୍ତ୍ରୀ ତଥା ପ୍ରସିଦ୍ଧ ଅଭିନେତା ବିଜୟ ପୁଅ ଜାସନ ସଞ୍ଜୟ ‘ସିଗ୍ମା’ ଚଳଚ୍ଚିତ୍ର ମାଧ୍ୟମରେ ନିର୍ଦ୍ଦେଶନାରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହି ଡେବ୍ୟୁ ପୂର୍ବରୁ ଜାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri