ଚର୍ବି ନିୟନ୍ତ୍ରଣ କରେ କାଜୁ

ଡ୍ରାଏଫୁଡ଼ ତାଲିକାରେ ସର୍ବ ପ୍ରଥମେ ରହିଥାଏ କାଜୁ। ଏଥିରେ ଭରପୁର ମାତ୍ରାର ପ୍ରୋଟିନ, ଆଇରନ, ଫାଇବର, ମ୍ୟାଗ୍ନେସିୟମ, ଆଣ୍ଟି-ଅକ୍ସିଡ଼େଣ୍ଟ ଏବଂ ମିନେରାଲ ଆଦି ରହିଥାଏ। ଏହାର ସେବନ ଶରୀର ପ୍ରତି ଲାଭଦାୟକ ହୋଇଥାଏ। ଦିନକୁ ୨-୩ଟି କାଜୁ ଖାଇଲେ ଶରୀରରେ ଶକ୍ତି ବଢିଥାଏ। ଏଥିରେ ପ୍ରଚୁର ପରିମାଣରେ ପ୍ରୋଟିନ ଥିବାରୁ କେଶ ଏବଂ ତ୍ୱଚା ପାଇଁ ଉତ୍ତମ ରହିଥାଏ। କାଜୁ ଖାଇଲେ ଶରୀରର ଚର୍ବି ନିୟନ୍ତ୍ରିତ ରହିଥାଏ। ଏହାସହ ହଜମ ପ୍ରକ୍ରିୟାରେ ମଧ୍ୟ ସହାୟକ ହୁଏ କାଜୁ। ଏହାସହ କାଜୁ ହାଡ ମଜଭୁତ କରିବା ସହ ସ୍ମରଣ ଶକ୍ତି ବୃଦ୍ଧି କରିଥାଏ। ପ୍ରତିଦିନ କାଜୁ ଖାଇଲେ ତ୍ୱଚା ଉଜ୍ଜଳ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗ ରାଜନୀତିରେ ହଇଚଇ! ମମତାଙ୍କୁ ବଡ଼ ଝଟ୍‌କା, ପୁତୁରା ଅଭିଷେକଙ୍କ ପାଇଁ ଦଳ ଛାଡ଼ିବେ କି କଲ୍ୟାଣ?

କୋଲକାତା,୧୧।୬: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମସି)କୁ ଝଟକା ପରେ ଝଟକା ଲାଗୁଛି । ମମତାଙ୍କ ନିକଟତମ ବିଶ୍ୱାସୀମାନଙ୍କ ମଧ୍ୟରୁ ଜଣେ କୁହାଯାଉଥିବା କଲ୍ୟାଣ ବାନାର୍ଜୀ ଏବେ…

ପୋଲିସ ଅଧିକାରୀ ହେବେ ସାଇ ପଲ୍ଲବୀ: ବଢୁଛି କ୍ରେଜ୍‌

ଅଭିନେତ୍ରୀ ସାଇ ପଲ୍ଲବୀ ଆଗାମୀ ଫିଲ୍ମ ‘ରାମାୟଣ’ ପାଇଁ ବେଶ୍‌ ପରିଶ୍ରମ କରୁଛନ୍ତି। ନିଜର ସର୍ବାଧିକ ସମୟ ଏହି ଫିଲ୍ମ ପାଇଁ ଉତ୍ସର୍ଗ କରିଛନ୍ତି। ଫିଲ୍ମର ପ୍ରଥମ…

ଡ୍ରାଇଭରମାନଙ୍କ ସମସ୍ୟାର ସ୍ଥାୟୀ ସମାଧାନ କରିବାକୁ ସରକାରଙ୍କୁ ୯୦ ଦିନର ସମୟ

ବଲାଙ୍ଗୀର,୧୧ା୬(ସୁନିଲ କୁମାର ମହାନ୍ତି): ଅଟୋ ଓ ପ୍ରାଇଭେଟ ଗାଡ଼ିର ବୃତ୍ତିଗତ ଡ୍ରାଇଭରମାନଙ୍କୁ ଡ୍ରାଇଭର କଲ୍ୟାଣ ବୋର୍ଡରେ ସାମିଲ କରିବା ଏବଂ ଡ୍ରାଇଭରମାନଙ୍କୁ ନିର୍ବାଚନରେ ତାଙ୍କର ମତଦାନ ଦେବାର…

ପଞ୍ଚଭୂତରେ ଲୀନ ହେଲେ ଛତ୍ରପୁର ପୌରପରିଷଦ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ଶେଷକୃତ୍ୟରେ ସାମିଲ ହେଲେ ହଜାର ହଜାର…

ଛତ୍ରପୁର,୧୧।୬(ଦିଲୀପ ସାମଲ): ଛତ୍ରପୁର ପୌରପରିଷଦରେ ସମସ୍ତଙ୍କ ଆଖିକୁ ଲୁହରେ ଓଦା କରି ପଞ୍ଚଭୂତରେ ଲୀନ ହେଲେ ଛତ୍ରପୁର ପୌରପରିଷଦ ଅଧ୍ୟକ୍ଷା ସ୍ଵର୍ଗତା ଶର୍ମିଷ୍ଠା ପ୍ରଧାନ। ମୃତ୍ୟୁ ବେଳେ…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ନୂଆ ଅବତାର ଦେଖି ଖେଳ ଜଗତ ଆଶ୍ଚର୍ଯ୍ୟ: ବଦଳାଇ ଦେଲେ…

ନୂଆଦିଲ୍ଲୀ,୧୧।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ‘ଛକା ମାରିବା ମେଶିନ’ କହିବା ଭୁଲ ହେବ ନାହିଁ। ତାଙ୍କ ଟି୨୦ କ୍ୟାରିୟରରେ ସେ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି। ସେ…

ଫ୍ଲାଇଟ୍ ବିଳମ୍ବ ହେବାରୁ ନଷ୍ଟ ହେଲା ଚାଷୀଙ୍କ ଗଛ ! ଏୟାରଏସିଆକୁ କୋର୍ଟଙ୍କ ବଡ଼ ଝଟ୍‌କା, କ୍ଷତିପୂରଣ ଶୁଣିଲେ…

ନୂଆଦିଲ୍ଲୀ,୧୧।୬: ଏୟାର ଏସିଆ ବିମାନ କମ୍ପାନୀର ଉଡ଼ାଣ ବିଳମ୍ବ ଯୋଗୁଁ କେରଳର ଜଣେ ଚାଷୀଙ୍କ ଏକ ଗଛ ନଷ୍ଟ ହୋଇଗଲା। କେରଳର ପାଲକ୍କଡର ବାସିନ୍ଦା ଅବଦୁଲ ଅଜିଜ ହାଇବ୍ରିଡ୍…

ସାଙ୍ଗଙ୍କ ସହ ଗାଧୋଇବାକୁ ଯାଇଥିବା ବେଳେ ବୁଡ଼ିଗଲେ ନାବାଳକ, ହଠାତ୍….

ଧର୍ମଶାଳା/ବାରବାଟି,୧୧।୬(ଶିବପ୍ରସାଦ ମହାନ୍ତି/ପ୍ରଭୁଦତ୍ତ ମହାନ୍ତି): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ଚକଗୋପାଳପୁର ନିକଟ ବ୍ରାହ୍ମଣୀ ନଦୀ ଘାଟରେ ଏକ ଦୁଃଖଦ ଘଟଣା ଘଟିଛି । ନଦୀରେ ଗାଧୋଇବାକୁ…

ଅବକାରୀ ବିଭାଗର SI-ASI ସସ୍‌ପେଣ୍ଡ

କେନ୍ଦ୍ରାପଡ଼ା/ରାଜନଗର,୧୧ା୬(ଜଗନ୍ନାଥ ଧଳ/ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ବାରଦିଆ ଗ୍ରାମର ବିନୋଦ ଦାସଙ୍କୁ ଅବକାରୀ ଥାନାରେ ଥାର୍ଡ ଡିଗ୍ରୀ ମାମଲାରେ ଅବକାରୀ କମିଶନର ଅବକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri