ଚର୍ମରୋଗ ବିଶେଷଜ୍ଞ ୫ ଦିନ ହେଲା ଛୁଟିରେ ରୋଗୀ ସେବା ବାଧାପ୍ରାପ୍ତ

କେନ୍ଦୁଝର, ୨୦ା୫(ସ୍ବ.ପ୍ର.)-ଦୀର୍ଘ ପ୍ରାୟ ୫ ଦିନ ହେଲା ଚର୍ମ ରୋଗ ବିଶେଷଜ୍ଞ ଡାକ୍ତର ଛୁଟିରେ ଅଛନ୍ତି। ଫଳରେ ଜିଲା ମୁଖ୍ୟ ଡାକ୍ତରଖାନାରେ ରୋଗୀ ସେବା ବାଧାପ୍ରାପ୍ତ ହୋଇଛି। ଏଠାକୁ ଦୈନିକ ବହୁ ସଂଖ୍ୟାରେ ରୋଗୀ ଆସୁଛନ୍ତି। କିନ୍ତୁ ଡାକ୍ତରଙ୍କ ଚାମ୍ବର ରେ ଡାକ୍ତର ଛୁଟିରେ ଥିବା ନୋଟିସ ଦେଖି ନିରାଶ ହୋଇ ଫେରୁଛନ୍ତି ା ତେବେ ଏନେଇ ଖୋଳତାଡ଼ କଲାବେଳେ ଜଣାପଡିଲା ଯେ ଡାକ୍ତର ଅସନ୍ତୁଷ୍ଟ ହୋଇ ଛୁଟିରେ ଯାଇଛନ୍ତି। ମୃତଦେହ ବ୍ୟବଛେଦ କାର୍ଯ୍ୟ କରିବାକୁ ଅନିଛା ପ୍ରକାଶ କରୁଥିବା ଜଣେ ଡାକ୍ତରଙ୍କୁ ଏହି କାମ ଡାକ୍ତରଖାନା ପକ୍ଷରୁ ଦିଆଯାଉଥିବାରୁ ସେ ଅସନ୍ତୁଷ୍ଟ ବ୍ୟକ୍ତ କରିଥିଲେ ହେଁ କେହି ନ ଶୁଣିବାରୁ ବାଧ୍ୟ ହୋଇ ସେ ଛୁଟିରେ ପଳାଇଥିବା ଜଣାପଡିଛି ା ଏହି କାମ କରିବା ପାଇଁ ତାଙ୍କୁ ଭଲ ଲାଗେନାହିଁ ଓ ସେ ଅସୁସ୍ଥ ମନେ କରନ୍ତି। ଅନ୍ୟପକ୍ଷରେ ଏନେଇ ସିଡିଏମଓ ଡାକ୍ତର ଚୌଧୁରୀ ସ୍ବରୁପ ମିଶ୍ର କହିଛନ୍ତି ଯେ ସମସ୍ତେ ଶବ ବ୍ୟବଚ୍ଛେଦ କରୁଛନ୍ତି। ଏଣୁ ତାଙ୍କୁ କୁହାଯାଉଛି ା ତାଙ୍କୁ ଦିଆ ନ ଗଲେ ଅନ୍ୟ ମାନେ ମଧ୍ୟ ଶବ ବ୍ୟବଛେଦ କରିବାକୁ ମନା କରିବେ ା ଏଣୁ ମେଡିକାଲରେ ସୁପରିଚାଳନା ପାଇଁ ସମସ୍ତ ଡାକ୍ତରଙ୍କୁ ବିଭିନ୍ନ ପ୍ରକାରର କାର୍ଯ୍ୟ ଦିଆଯାଉଛି ା ତେବେ ଯାହା ହେଉନା କାହିଁକି ଏଭଳି ଡାକ୍ତରଖାନାରେ ଡାକ୍ତର ଙ୍କ ମଧ୍ୟରେ ଅସନ୍ତୋଷ ସାଧାରଣ ରୋଗୀଙ୍କ ପାଇଁ ସମସ୍ୟ ସୃଷ୍ଟି କରୁଥିବାରୁ ତୁରନ୍ତ ହସ୍ତକ୍ଷେପ କରି ସମାଧାନ କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri