ଚଳିତ ବର୍ଷ ଦିଆଯିବନି ରମଣ ମାଗାସେସ୍‌ ଆଓ୍ବାର୍ଡ: ୬୩ ବର୍ଷ ମଧ୍ୟରେ ତୃତୀୟ ଥର ପାଇଁ ବନ୍ଦ

ମାନିଲା,୯।୬: ଏସିଆର ନୋବେଲ ପୁରସ୍କାର କୁହାଯାଉଥିବା ରମଣ ମାଗାସେସ୍‌ ଆଓ୍ବାର୍ଡ ଚଳିତ ବର୍ଷ ଦିଆ ଯିବନାହିଁ। ଏହି ଫିଲିପାଇନ୍ସ୍‌ ଶାନ୍ତି ପୁରସ୍କାରକୁ କରୋନା ମହାମାରୀ ପାଇଁ ରଦ୍ଦ କରାଯାଇଛି। ପ୍ରତିବର୍ଷ ଏହାକୁ ମାନିଲାଠାରେ ଯୋଗ୍ୟ ପ୍ରାର୍ଥୀଙ୍କୁ ପ୍ରଦାନ କରାଯାଇଥାଏ। ୧୯୫୭ଠାରୁ ଗତ ୬୩ ବର୍ଷ ମଧ୍ୟରେ ଚଳିତ ଥରକୁ ମିଶାଇ ଏହି ଆଓ୍ବାର୍ଡକୁ ୩ ଥର ସ୍ଥଗିତ ରଖାଯାଇଛି। ୧୯୭୦ରେ ଆର୍ଥିକ ସଙ୍କଟ ଯୋଗୁ ଏହାକୁ ବନ୍ଦ କରାଯାଇଥିଲା। ସେହିପରି ୧୯୯୦ରେ ବିନାଶକାରୀ ଭୂକମ୍ପ ଯୋଗୁ ରମଣ ମାଗାସେସ୍‌ ଆଓ୍ବାର୍ଡ ନ ଦେବାକୁ ସ୍ଥିର କରାଯାଇଥିଲା। ୧୯୫୭ ଏପ୍ରିଲ୍‌ରେ ଏହି ଆଓ୍ବାର୍ଡ ଫିଲିପାଇନ୍ସ୍‌ ରାଷ୍ଟ୍ରପତି ରମଣ ମାଗାସେସ୍‌ଙ୍କ ସ୍ମୃତିରେ ଦିଆଯିବାକୁ ନିଷ୍ପତ୍ତି ହୋଇଥିଲା। ପ୍ରତିବର୍ଷ ଅଗଷ୍ଟ ୩୧ରେ ରମଣ ମାଗାସେସ୍‌ଙ୍କ ଜୟନ୍ତୀ ଅବସରରେ ମାନିଲାରେ ଆୟୋଜିତ ଏକ ଉତ୍ସବରେ ଏହା ପ୍ରଦାନ କରାଯାଇଥାଏ। ସରକାରୀ ସେବା, ସାର୍ବଜନିକ ସେବା, ସାମୁଦାୟିକ ନେତୃତ୍ୱ, ପତ୍ରକାରିତା-ସାହିତ୍ୟ-ରଚନାତ୍ମକ ସଞ୍ଚାର କଳା, ଶାନ୍ତି ଓ ଅନ୍ତର୍ଜାତୀୟ ବୁଝାମଣା ଏବଂ ଇର୍ମଜେଣ୍ଟ୍‌ ଲିଡରଶିପ୍‌ ଆଦି ୬ଟି କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଏହା ପ୍ରଦାନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ିଆରେ ଅଘଟଣରେ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri