ଚଳିତ ବର୍ଷ ରାୟଗଡାରେ ହେବ ନାହିଁ ରଥଯାତ୍ରା

ରାୟଗଡ଼ା ଅଫିସ,୧୭।୬-କରୋନା ମହାମାରୀକୁ ଦୃଷ୍ଟିରେ ରଖି ରାୟଗଡ଼ା ଜଗନ୍ନାଥ ମନ୍ଦିର ଶ୍ରଦ୍ଧା ଶ୍ରୀକ୍ଷେତ୍ରରେ ଚଳିତ ବର୍ଷ ରଥଯାତ୍ରା ହେବ ନାହିଁ। ଜଗନ୍ନାଥ ମନ୍ଦିର ଭିତରେ କେବଳ ଅସ୍ଥାୟୀ ମାଉସୀ ମା ମନ୍ଦିର କରାଯାଇ ନୀତିକାନ୍ତି କାର୍ଯ୍ୟ ସମାପନା ହେବ। ସେହିପରି ସାମାଜିକ ଦୂରତା ରକ୍ଷା କରି ଅଳ୍ପ ସେବାୟତଙ୍କୁ ନେଇ ସମସ୍ତ କାର୍ଯ୍ୟ ସମାପନ କରାଯିବ। ଏ ନେଇ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ନିଷ୍ପତି ହୋଇଛି। ଜିଲାପାଳ ପ୍ରମୋଦ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏସ୍‌ପି ଶର୍ବଣା ବିବେକ ଏମ ରାଜ ପୁରୋହିତ, ବାଲୁଙ୍କେଶ୍ୱର ଦାଶ, ରାୟଗଡ଼ା ତହସିଲଦାର ଉମାଶଙ୍କର ବେହେରା, ଉପ ଜିଲାପାଳ ପ୍ରତାପ ଚନ୍ଦ୍ର ପ୍ରଧାନ, ଅତିରିକ୍ତ ଜିଲାପାଳ ଶରତଚନ୍ଦ୍ର ପଣ୍ଡାଙ୍କ ସମେତ ସେବାୟତମାନେ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ବଂଶଧାରା ନଦୀରେ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଗୁଣପୁର ୩।୯( ସୁଜାତା ପାଢ଼ୀ): ରାୟଗଡା ଜିଲା ଗୁଣପୁର ବଂଶଧାରା ନଦୀ ବିକ୍ରମପୁର ତୁଠରେ ଗାଧୋଇବାକୁ ଯାଇ ନିଖୋଜ ବ୍ୟକ୍ତିକୁ ମାଛଖୁଣ୍ଟି ଠାରେ ଗୁରୁବାର ସkରେ ଉଦ୍ଧାର…

କେବଳ ଚାକିରି ନୁହେଁ, ରୋଜଗାରଦାତା ହୁଅନ୍ତୁ: ସ୍ବଦେଶୀ ଜାଗରଣ ମଞ୍ଚର ଆହ୍ବାନ

କଲ୍ୟାଣସିଂହପୁର/ରାୟଗଡ଼ା, ୩।୯(ଦୀପକ କୁମାର ପରିଡା): ସ୍ବଦେଶୀ ଜାଗରଣ ମଞ୍ଚ ରାୟଗଡ଼ା ଜିଲା ପକ୍ଷରୁ ଚାଲିଥିବା ‘ସ୍ବାବଲମ୍ବୀ ଭାରତ ଅଭିଯାନ’ (୨୧ ଅଗଷ୍ଟରୁ ୨ ଅକ୍ଟୋବର) ପରିପ୍ରେକ୍ଷୀରେ ସ୍ଥାନୀୟ…

କଲ୍ୟାଣସିଂହପୁରରେ ଆମ୍ବେଦକର ଯୁବମଞ୍ଚର ନୂତନ କମିଟି, ବାବାସାହେବ…..

କଲ୍ୟାଣସିଂହପୁର,୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସ୍ଥିତ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ‘ଆମ୍ବେଦକର ଯୁବମଞ୍ଚ’ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇ ନୂତନ କମିଟି ଗଠନ…

ଜଙ୍ଗଲରୁ ରକ୍ତାକ୍ତ ମୃତଦେହ ଉଦ୍ଧାର, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ

ଗୁଣପୁର,୩ା୯(ସୁଜାତା ପାଢ଼ୀ): ଜଙ୍ଗଲରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡା ଜିଲା ଗୁଣପୁର ବ୍ଲକ୍ ଗଠଳପଦର ପଞ୍ଚାୟତ କାକିତାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri