ଚଳିତ ଶିକ୍ଷାବର୍ଷ ପାଇଁ ଆନନ୍ଦପୁର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଫର୍ମ ପ୍ରଦାନ ଆରମ୍ଭ

ଆନନ୍ଦପୁର,୧୪।୮(ସ୍ବ.ପ୍ର.): ଚଳିତ ମାସ ୧୦ ତାରିଖରେ ଆନନ୍ଦପୁର କେନ୍ଦ୍ରୀୟ ବିଦ୍ୟାଳୟକୁ ମୋହର ଲାଗିଥିବାବେଳେ ଶିକ୍ଷାବର୍ଷ ୨୦୧୯-୨୦ ପାଇଁ ଛାତ୍ରୀଛାତ୍ରଙ୍କ ନିମନ୍ତେ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଚଳିତ ମାସ ୧୪ରୁ ବିଦ୍ୟାଳୟ ପକ୍ଷରୁ ଫର୍ମ ପ୍ରଦାନ ଆରମ୍ଭ ହୋଇଛି। ପ୍ରଥମ ଦିନରେ ୧୦୦ରୁ ଊର୍ଦ୍ଧ୍ୱ ଅଭିଭାବକ ସେମାନଙ୍କ ପିଲାଙ୍କ ପାଇଁ ଫର୍ମ ସଂଗ୍ରହ କରିଥିଲେ।
ସୂଚନାଯୋଗ୍ୟ, ଚଳିତ ଶିକ୍ଷାବର୍ଷରେ ଅସ୍ଥାୟୀ ଭାବେ ଆନନ୍ଦପୁର ବ୍ରିଜଛକଠାରେ ଥିବା ବ୍ରଜବନ୍ଧୁ ବିଦ୍ୟାପୀଠରେ ଏହା କାର୍ଯ୍ୟକାରୀ ହେବ। ପ୍ରଥମରୁ ୫ମ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ନିମନ୍ତେ ପାଠପଢାର ସୁବିଧା ଯୋଗାଇ ଦିଆଯିବା ସହିତ ପରବର୍ତ୍ତୀ ସମୟରେ ଏହାର ଶ୍ରେଣୀ ସଂଖ୍ୟାକୁ ବୃଦ୍ଧି କରାଯିବାର ବ୍ୟବସ୍ଥା ରହିଛି। କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଆସନ୍ତା ସେପ୍ଟେମ୍ବର ୫ଠାରୁ ପାଠପଢା ଆରମ୍ଭ ହେବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଗଭୀର ଅବପାତ: ଏଇଠି ଲ୍ୟାଣ୍ଡଫଲ ସମ୍ଭାବନା, ଭୀଷଣ ବର୍ଷା ନେଇ ଏହି ସବୁ ଜିଲାକୁ…

ଭୁବନେଶ୍ୱର, ୨୭।୭: ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ। ବାଲେଶ୍ବରରୁ ୧୨୦ କି.ମି. ଦୂରରେ ରହିଛି ଅବପାତ। ଆଜି ଅପରାହ୍ନରେ ବାଲେଶ୍ବର-କ୍ୟାନିଂ ମଧ୍ୟରେ ଲ୍ୟାଣ୍ଡଫଲ ସମ୍ଭାବନା। ଉତ୍ତର…

ଆଜିଠାରୁ +୩ ପ୍ରଥମ ବର୍ଷ ପାଠପଢ଼ା

ଭୁବନେଶ୍ୱର,୨୭ା୭(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ମହାବିଦ୍ୟାଳୟରେ ସୋମବାରଠାରୁ +୩ ପ୍ରଥମ ବର୍ଷର ନିୟମିତ ପାଠପଢ଼ା ଆରମ୍ଭ ହେବ। ନାମଲେଖା ପ୍ରକ୍ରିୟା…

CJP ପ୍ରଦର୍ଶନ ଶେଷ ହେବା ପରେ ଆଉ ଜଣେ ନିଟ୍‌ ଛାତ୍ରୀଙ୍କ ଆତ୍ମହତ୍ୟା, କାରଣ ଜାଣିଲେ…

ନୂଆଦିଲ୍ଲୀ, ୨୭॥୭: ମହରାଷ୍ଟ୍ରର ଅହିଲ୍ୟାନଗର ଜିଲାର କର୍ଜତ ତାଲୁକା ଅନ୍ତର୍ଗତ ଜଲାଲପୁର ଗ୍ରାମରୁ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ସେଠାରେ ରହୁଥିବା ଛାତ୍ରୀ ଅଙ୍କିତା…

ଶୋଇଥିବାବେଳେ ଘରେ ପଶିଲା ବନ୍ୟାଜଳ, ଗାଁରେ ଉତ୍ତେଜନା

ବଲାଙ୍ଗୀର, ୨୭ା୭(ବୀରେନ୍ଦ୍ର କୁମାର ଝାଙ୍କର): ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁରେ ସାଂଘାତିକ ସ୍ଥିତି ସୃଷ୍ଟି ହୋଇଛି।…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ୩ ରାଜ୍ୟରେ ବଢିଲା ରାଜନୈତିକ ଆଲୋଚନା; ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫାକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୭।୭: NEET ପେପର ଲିକ ନେଇ ବିରୋଧୀଙ୍କ ବିରୋଧ ପରେ ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସ୍ଥାନରେ ପ୍ରହ୍ଲାଦ ଜୋଷୀଙ୍କୁ ଶିକ୍ଷା…

ସୁଶାନ୍ତଙ୍କ ପରଲୋକରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ)- ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ…

ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଅପରାଧି ଅଙ୍କିତ ଘୋଷ ଗୁରୁତର

ବ୍ରଜରାଜନଗର, ୨୭।୭ (ବିଜୟ କୁମାର ବରାଡ): ବ୍ରଜରାଜ ନଗର ଥାନା ଅନ୍ତର୍ଗତ ଇବ ଶ୍ମଶାନ ଘାଟ ନିକଟରେ ଥିବା ମଡପଣ୍ଡ ପାଖରେ ରବିବାର ବିଳମ୍ବିତ ରାତ୍ରୀରେ ପୋଲିସ…

ସୁଶାନ୍ତଙ୍କ ପରଲୋକରେ ଶୋକ ପ୍ରକାଶ କଲେ ନବୀନ

ଭୁବନେଶ୍ୱର/ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri