Posted inଖେଳ

ଚହଲଙ୍କ ଶର୍ଟଲେସ୍‌ ଫଟୋ ଶେୟାର କରି ଏମିତି କହିଲେ ରୋହିତ ଶର୍ମା

ଘରୋଇ ମାଟିରେ ଅଷ୍ଟ୍ରେଲିଆକୁ ୨-୧ରେ ପରାସ୍ତ କରିବା ପରେ ଟିମ୍‌ ଇଣ୍ଡିଆରେ ଏବେ ବର୍ଷର ପ୍ରଥମ ବିଦେଶ ଗସ୍ତକୁ ସଫଳ କରିବା ପାଇଁ ଉଦ୍ୟମ ଆରମ୍ଭ କରିଛି। ଦଳ ଏବେ ନ୍ୟୁଜିଲାଣ୍ଡ ଗସ୍ତ କରିଛି। ଦଳର ପ୍ରାୟ ଖେଲାଳି ମଜାକିଆ ମୁଡ୍‌ରେ ସୋସିଆଲ ମିଡିଆରେ ଫଟୋ ଛାଡୁଥିବାର ଦେଖାଯାଇଛି। ଅଷ୍ଟ୍ରେଲିଆ ବିପକ୍ଷରେ ୨୯ତମ ଶତକ ହାସଲ କରିଥିବା ରୋହିତ ଶର୍ମା ସାଥୀ ଖେଲାଳି ୟୁଜବେନ୍ଦ୍ର ଚହଲଙ୍କୁ ଟ୍ରୋଲ୍‌ କରିଥିବା ଦେଖାଯାଇଛି। ସେ ଚହଲଙ୍କ ଶର୍ଟଲେସ୍‌ ଫଟୋ ଶେୟାର କରି ତାଙ୍କୁ ପ୍ରସିଦ୍ଧ ରେସ୍‌ଲର୍‌ ତଥା ଅଭିନେତା ଡ୍ବେନ୍‌ ଜନସନ୍‌(ଦ ରକ୍‌)ଙ୍କ ସହ ତୁଳନା କରିଛନ୍ତି। ଭାରତୀୟ ଦଳ ଅଷ୍ଟ୍ରେଲିଆ ବିପକ୍ଷରେ ସିରିଜ୍‌ ଜିତିଲା କିନ୍ତୁ ଜଣେ ଖେଳାଳି(ଚହଲ)ଆଜି ମୁଖ୍ୟ ଖବରରେ ଅଛନ୍ତି ବୋଲି ରୋହିତ କହିଛନ୍ତି। ଏପରିକି ଚହଲଙ୍କ ମସଲ୍ସକୁ ନେଇ ମଧ୍ୟ ତାଙ୍କୁ ଟ୍ରୋଲ କରିଛନ୍ତି। ସୂଚନାଯୋଗ୍ୟ, ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଜାନୁୟାରୀ ୨୪ରୁ ୫ଟି ଟି-୨୦, ୩ଟି ଏକଦିବସୀୟ ଏବଂ ୨ଟି ଟେଷ୍ଟ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଭାଇଙ୍କ ଶେଷକୃତ୍ୟ ପାଇଁ ନିଜ ଗାଁରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଅଶ୍ରୁଳ ଆଖିରେ ଭାଇଙ୍କୁ ବିଦାୟ ଦେଇ…

କେନ୍ଦୁଝର,୩ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ବାପାଙ୍କ ପୁଅ ଭାଇ ଦୀନବନ୍ଧୁ ମାଝୀଙ୍କ ଆକସ୍ମିକ ମୃତ୍ୟୁ ଘଟିବା ପରେ ତାଙ୍କ ନିଜ ଗାଁ କେନ୍ଦୁଝର ଜିଲାର ରାଇକଳାକୁ…

ମଞ୍ଚ ଉପରେ ଖାଲି ପାଦ…ହାତରେ ସମ୍ବିଧାନର କପି, ଏପରି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶିବକୁମାର

ବେଙ୍ଗାଲୁରୁ,୩ା୬: କର୍ନାଟକର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାର ଏବେ ରାଜ୍ୟର ମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିଛନ୍ତି । ବୁଧବାର ଦିନ ସେ କର୍ଣ୍ଣାଟକର ୨୫ତମ ମୁଖ୍ୟମନ୍ତ୍ରୀ ଭାବରେ…

ଅଢ଼େଇ ମାସ ପୂର୍ବରୁ ହୋଇଥିଲା ୧୨ ବର୍ଷ ପୁଅର ମୃତ୍ୟୁ; ମାଟିତଳୁ ଶବ ବାହାରକଲା ପୋଲିସ, କାରଣ ଜାଣିଲେ..

ମୁମ୍ବାଇ,୩ା୬: ମହାରାଷ୍ଟ୍ରର ଜଳଗାଁର ଧାରାଙ୍ଗାଓଁ ତହସିଲ ଅନ୍ତର୍ଗତ ରେଲ୍ ଗ୍ରାମରେ କ୍ରିକେଟ୍ ଖେଳୁଥିବା ସମୟରେ ୧୨ ବର୍ଷୀୟ ଗଣେଶ ନାଭାଲ୍ ପାଟିଲଙ୍କ ମୃତ୍ୟୁ ହୋଇଥିଲା । ଏହି…

ଜଙ୍ଗଲରେ ଚାଲିଥିଲା ଜୁଆଖେଳ, ଅତର୍କିତ ଚଢ଼ାଉ କରି ୨୨ ଜୁଆଡ଼ିଙ୍କୁ ମାଡ଼ି ବସିଲା ପୋଲିସ

ନୂଆପଡ଼ା,୩ା୬(ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସଙ୍କୁ ପୁଣି ଏକ ବଡ଼ ସଫଳତା ମିଳିଛି। ମଙ୍ଗଳବାର ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ଆନ୍ତଃରାଜ୍ୟ ଜୁଆଡ଼ି ସମେତ ୨୨…

ଜାଣନ୍ତୁ କିଏ ସେହି ଋତବ୍ରତ ବାନାର୍ଜୀ, ଯିଏ ୫୮ ବିଧାୟକଙ୍କୁ ହାତ କରି ମମତାଙ୍କ ହାତରୁ ଛଡ଼ାଇ ନେଉଛନ୍ତି TMC?

କୋଲକାତା,୩।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ମମତା ବାନାର୍ଜୀଙ୍କୁ ସବୁଠାରୁ ବଡ଼ ଝଟକା ଲାଗିଛି। ତାଙ୍କ ଦଳ ତୃଣମୂଳ କଂଗ୍ରେସ (TMC) ଏବେ ଦୁଇ…

ସରକାରୀ ଗାଡ଼ି ପାଇଁ ପେଟ୍ରୋଲ ପମ୍ପକୁ ମିଳିବ ଆଗୁଆ ଟଙ୍କା, ମୋହନ ସରକାରଙ୍କ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୩।୬: ସରକାରୀ କାର୍ଯ୍ୟର ନିରବଚ୍ଛିନ୍ନ ତଥା ସୂଚାରୁ ପରିଚାଳନା ପାଇଁ ରାଜ୍ୟ ସରକାର ଏକ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏଣିକି ସରକାରୀ ଗାଡ଼ିଗୁଡ଼ିକର ତେଲ…

କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶିବକୁମାର, ଆଣ୍ଠୁମାଡ଼ି ପ୍ରଣାମ କରି କହିଲେ….

ବେଙ୍ଗାଲୁରୁ,୩ା୬: ସିଦ୍ଧରାମେୟାଙ୍କ ଇସ୍ତଫା ପରେ, ବୁଧବାର ଦିନ ଲୋକଭବନରେ କର୍ନାଟକର ମୁଖ୍ୟମନ୍ତ୍ରୀ ଭାବରେ ଡିକେ ଶିବକୁମାର ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ଥାୱର ଚାନ୍ଦ ଗେହଲଟ୍…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ ପୂର୍ବରୁ ଭାବୁକ ହେଲେ ଶିବକୁମାର, ମା’ଙ୍କ ପାଦ ଛୁଇଁ…

ବେଙ୍ଗାଲୁରୁ,୩ା୬: କର୍ନାଟକରେ ନୂତନ ସରକାର ଗଠନ ପାଇଁ ପ୍ରସ୍ତୁତି ଶେଷ ହୋଇଛି । ମୁଖ୍ୟମନ୍ତ୍ରୀ ପଦ ପାଇଁ ପ୍ରାର୍ଥୀ ହୋଇଥିବା ଡି.କେ. ଶିବକୁମାରଙ୍କ ସହିତ ଆଜି ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri