Posted inଜାତୀୟ

ଚାଇନାକୁ କଡ଼ା ଜବାବ ଦେବାକୁ ଭାରତବାସୀ ହୁଅନ୍ତୁ ଏକଜୁଟ: ମନମୋହନ ସିଂ

ନୂଆଦିଲ୍ଲୀ, ୨୨।୬: ଭାରତ ଚାଇନା ସୀମାରେ ବୃଦ୍ଧି ପାଉଥିବା ଉତ୍ତେଜନା ନେଇ କଂଗ୍ରେସ ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ମୁହଁ ଖୋଲିଛନ୍ତି। ଏଥିପାଇଁ ଭାରତବାସୀଙ୍କୁ ଏକଜୁଟ ହେବାକୁ ପଡ଼ିବ ବୋଲି ସେ କହିଛନ୍ତି। ଗଲଓ୍ବାନରେ ଶହୀଦ୍‌ ହୋଇଥିବା ଯବାନଙ୍କ ବଳିଦାନ ବ୍ୟର୍ଥ ହେବ ନାହିଁ। ଏହାର କଡ଼ା ଜବାବ ଦେଶବାସୀଙ୍କୁୁ ଦେବାକୁ ପଡ଼ିବ। ଏନେଇ ସେ ଦେଶବାସୀଙ୍କୁ ଅପିଲ୍‌ କହିଛନ୍ତି। ଚାଇନାକୁ କିଭଳି ଉପଯୁକ୍ତ ଉତ୍ତର ଦିଆଯାଇ ପାରିବ ସେଥିପାଇଁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଅନୁରୋଧ କରିଛନ୍ତି। ଚାଇନାର ଧମକ ଆଗରେ ଭାରତ ଡ଼ରିଯିବ ନାହିଁ। ଭାରତ ସର୍ବଦା ନିଜର ଅଖଣ୍ଡତା ବଜାୟ ରଖିବ ବୋଲି ସେ କହିଛନ୍ତି। ଭାରତବାସୀ ଇତିହାସର ଏକ ଗୁରୁତ୍ୱପୂର୍ଣ୍ଣ ମୋଡ଼ରେ ଠିଆ ହୋଇଛନ୍ତି। ସରକାରଙ୍କ ନିଷ୍ପତ୍ତି ଦେଶର ଭବିଷ୍ୟତ ନିଶ୍ଚିତ କରିବ। ଦେଶର ନେତୃତ୍ୱ କରୁଥିବା ସରକାରଙ୍କ ଉପରେ ଆସି ଗୁରୁ ଦାୟିତ୍ୱ ପଡ଼ିଛି। ଏହାର ମୁକାବିଲା ଲାଗି ସଭିଏଁ ମିଳିତ ହେବାର ଆବଶ୍ୟକତା ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri