ଚାଇନାକୁ ବିଭାଜନ ଉଦ୍ୟମ କଲେ ଦଳି ଦିଆଯିବ

କାଠମାଣ୍ଡୁ,୧୪ା୧୦(ପି.ଟି.): କୌଣସି ଶକ୍ତି ଚାଇନାକୁ ବିଭାଜନ ଉଦ୍ୟମ କଲେ ତାକୁ ଦଳି ଦିଆଯିବ ବୋଲି ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ ରବିବାର ଚେତାବନୀ ଦେଇଛନ୍ତି।
ଭାରତ ଗସ୍ତ ଶେଷ କରି ଜିନ୍‌ପିଙ୍ଗ୍‌ ନେପାଳ ଯାଇଛନ୍ତି। ସେ ସେଠାରେ ନେପାଳର ଶୀର୍ଷ ନେତୃତ୍ୱଙ୍କ ସହ ବିଭିନ୍ନ ଦ୍ୱିପାକ୍ଷିକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହାସହ ହିମାଳୟ ରେଲଓ୍ବେ ଲାଇନ୍‌ ପ୍ରତିଷ୍ଠା ସମେତ ଭିତ୍ତିଭୂମି ପ୍ରକଳ୍ପ ନେଇ ୨୦ଟି ଚୁକ୍ତି ସ୍ବାକ୍ଷର କରିଛନ୍ତି। ଏହି ଅବସରରେ ଜିନ୍‌ପିଙ୍ଗ୍‌ ନେପାଳ ରାଷ୍ଟ୍ରପତି ବିଦ୍ୟାଦେବୀ ଭଣ୍ଡାରୀଙ୍କୁ ସାକ୍ଷାତ୍‌ କରି ୫୬ ବିଲିୟନ ନେପାଳୀ ଟଙ୍କାର ସହାୟତା ଘୋଷଣା କରିଛନ୍ତି। ଆସନ୍ତା ଦୁଇବର୍ଷ ମଧ୍ୟରେ ବେଜିଂ ଏହି ସହାୟତା ପ୍ରଦାନ କରିବ। ୨୩ ବର୍ଷ ମଧ୍ୟରେ ଚାଇନାର କୌଣସି ରାଷ୍ଟ୍ରପତି ନେପାଳ ଗସ୍ତ କରିବାରେ ଏହା ପ୍ରଥମ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକସଭାରେ ଏମିତି କ’ଣ କହିଦେଲେ ରାହୁଲ, ଯାହାକୁ ଶୁଣି ସିଟ୍‌ରୁ ଉଠିପଡିଲେ ଅମିତ ଶାହା, ରାଜନାଥ ସିଂ

ନୂଆଦିଲ୍ଲୀ,୨।୨: ଆଜି ସଂସଦର ବଜେଟ ଅଧିବେଶନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ଉପରେ ଆଲୋଚନା ସହିତ ଆରମ୍ଭ ହୋଇଥିଲା, ଯେଉଁଥିରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ…

ବାତକୁ ନେଇ ଚିନ୍ତିତ କି? ପ୍ରତିଦିନ ତ୍ରିଫଳା ଖାଇଲେ…

ମଣିଷ ଶରୀର ଠିକ୍ ଭାବରେ କାର୍ଯ୍ୟ କରିବା ପାଇଁ, ତିନୋଟି ସନ୍ତୁଳନ ବଜାୟ ରଖିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ: ବାତ, ପିତ୍ତ ଏବଂ କଫ। ଶୀତଦିନେ ସ୍ୱାଭାବିକ ଭାବରେ…

ଡବ୍ଲ୍ୟୁପିଏଲ୍‌ ଏଲିମିନେଟର ମ୍ୟାଚ୍‌ : ପରସ୍ପରକୁ ଭେଟିବେ ଦିଲ୍ଲୀ-ଗୁଜରାଟ

ଭଦୋଦରା,୨ା୨- ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌(ଡବ୍ଲ୍ୟୁପିଏଲ୍‌) ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ୫ ଉଇକେଟରେ ୟୁପି ଓ୍ବାରିଅର୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ଜେମିମା…

ଏମିତି ଲୁକ୍‌ ଦେଲେ ସୋନମ, ପ୍ରଶଂସକ ଆଶ୍ଚର୍ଯ୍ୟ

ବଲିଉଡ ଫ୍ୟାଶନ ଆଇକନ ତଥା ଷ୍ଟାଇଲ କୁଇନ ସୋନମ କପୁର ଆଜିକାଲି ଜୀବନର ଏକ ସୁନ୍ଦର ପର୍ଯ୍ୟାୟ ଦେଇ ଗତି କରୁଛନ୍ତି। ସେ ଖୁବଶୀଘ୍ର ଦ୍ୱିତୀୟ ସନ୍ତାନ…

ହାଇକୋର୍ଟଙ୍କ ବଡ଼ ରାୟ: ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…

କଟକ,୨।୨: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ। ବିବାହ ବିଚ୍ଛେଦ ଅଥବା ଛାଡପତ୍ର ହୋଇ ସାରିଥିବା ନିର୍ଭରଶୀଳ ଝିଅଙ୍କୁ ପରିବାର ପେନସନ ମିଳିବ । ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ମୃତ୍ୟୁ…

ଶେଖ ହାସିନାଙ୍କୁ ବଡ଼ ଝଟ୍‌କା: କୋର୍ଟ ଦେଲେ ବଡ଼ ରାୟ

ଢାକା,୨।୨: ବାଂଲାଦେଶର ଏକ କୋର୍ଟ ସରକାରୀ ଗୃହ ପ୍ରକଳ୍ପ ଜମି ଆବଣ୍ଟନରେ ଅନିୟମିତତା ସହିତ ଜଡିତ ଦୁଇଟି ପୃଥକ ଦୁର୍ନୀତି ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କୁ…

୪ ବର୍ଷ ଧରି ଝିଅକୁ ବଳାତ୍କାର କରୁଥିଲେ ବାପା, ଅଶ୍ଳୀଳ ଭିଡିଓ ଦେଖାଇ…

ଗାନ୍ଧୀନଗର,୨।୨:  ଗୁଜୁରାଟର ରାଜକୋଟରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ୧୯ ବର୍ଷୀୟ ଝିଅକୁ ଚାରି ବର୍ଷ ଧରି ନିଜ ବାପା ବଳାତ୍କାର କରିଥିବା ନେଇ…

ବଜେଟ୍‌କୁ ନିନ୍ଦା କରିବା ପରେ ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ, କହିଲେ ପୂର୍ବରୁ ବିଜେଡି ଥିଲାବେଳେ…

ଭୁବନେଶ୍ୱର,୨।୨: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ କାଉଣ୍ଟର କରିଛନ୍ତି। ନବୀନ ବଜେଟ୍‌ ୨୦୨୬କୁ ନିନ୍ଦା କରିବା ପରେ ସୋମବାର ଉପମୁଖ୍ୟମନ୍ତ୍ରୀ ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri