Posted inଜାତୀୟ

ଚାଇନାରୁ ଦିଲ୍ଲୀକୁ ବ୍ୟାପିଲା କରୋନା ଭାଇରସ୍‌: ସନ୍ଦେହରେ ୩ରୋଗୀଙ୍କୁ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ, ୨୮।୧: ଚାଇନାର କରୋନା ଭାଇରସ୍‌ ଆମେରିକା ସହିତ ବିଭିନ୍ନ ଦେଶକୁ ଧିରେ ଧିରେ ବ୍ୟାପିବାରେ ଲାଗିଛି। ଏଥିରୁ ମୁକୁଳିବା ପାଇଁ ସମସ୍ତ ଦେଶ ଉଦ୍ୟମ ଚଳାଇଛନ୍ତି। ଇତିମଧ୍ୟରେ ଭାରତରେ ମଧ୍ୟ କରୋନା ଭାଇରସ୍‌ର କିଛି ମାମଲା ସାମ୍ନାକୁ ଆସିଛି। ମୁମ୍ବାଇ, ଜୟପୁର ଓ ବିହାର ପରେ ଏବେ ଦିଲ୍ଲୀରେ କରୋନା ଭାଇରସ୍‌ ଚିହ୍ନଟ କରାଯାଇଛି। କରୋନା ଭୂତାଣୁରେ ଆକ୍ରାନ୍ତ ହୋଇଥିବା ୩ରୋଗୀଙ୍କୁ ଦିଲ୍ଲୀ ସ୍ଥିତ ଡାକ୍ତର ରାମ ମନୋହର ଲୋହିୟା (ଆରଏମ୍‌ଏଲ୍‌) ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ସେମାନଙ୍କର ଚିକିତ୍ସା ଚାଲିଥିବା ବେଳେ ରକ୍ତ ନମୂନାକୁ ଯାଞ୍ଚ ପାଇଁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଖେଳିପାରିବେନି ବୈଭବ ସୂର୍ଯ୍ୟବଂଶୀ? ଶ୍ରୀଲଙ୍କା ଖେଳାଳିଙ୍କ ସହ ଝଗଡ଼ା ପରେ ବଡ଼ କାର୍ଯ୍ୟାନୁଷ୍ଠାନ ହେବାର ସମ୍ଭାବନା! ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୬।୬: ଆୟରଲ୍ୟାଣ୍ଡ ଗସ୍ତ ପୂର୍ବରୁ ଶ୍ରୀଲଙ୍କାରେ ଖେଳୁଥିବା ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ଶିରୋନାମାରେ ସ୍ଥାନ ପାଇଛନ୍ତି। ପୂର୍ବରୁ ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ଦୃଷ୍ଟି…

୭୫ ଟଙ୍କାର ବ୍ୟାଙ୍କ ବାଲାନ୍ସରୁ ଏନ୍‌ଡିଏର ସମ୍ଭାବ୍ୟ ଶକ୍ତି, ଚର୍ଚ୍ଚାରେ ଆଞ୍ଚଳିକ ଦଳ ‘ଏନ୍‌ସିପିଆଇ’ର ରାଜନୈତିକ ଯାତ୍ରା

ନୂଆଦିଲ୍ଲୀ,୧୫ା୬(ପି.ଟି.): ଆର୍ଥିକବର୍ଷ ୨୦୨୨-୨୩ ଶେଷ ସୁଦ୍ଧା ଯେଉଁ ରାଜନୈତିକ ଦଳର ବ୍ୟାଙ୍କ ଖାତାରେ ମାତ୍ର ୭୫ ଟଙ୍କା ବାକି ରହିଥିଲା, ଆଜି ସେହି ଅଜ୍ଞାତ ଦଳଟି ଜାତୀୟ…

ଇରାନ ଉପରେ ଜୋରଦାର ଖର୍ଚ୍ଚ କରିବେ ଟ୍ରମ୍ପ; ୩୦୦ ବିଲିୟନ ଡଲାର ବର୍ଷା କରିବାକୁ ପ୍ରସ୍ତୁତ!

ତେହରାନ,୧୬।୬: ଆମେରିକା ଏବଂ ଇରାନ ମଧ୍ୟରେ ପ୍ରସ୍ତାବିତ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ ଏହି ଚୁକ୍ତିନାମା ଅତି କମରେ ୩୦୦…

ଠିଆ ହୋଇଥିବା ଟ୍ରକକୁ ପଛରୁ ପିଟିଲା ବାଇକ, ଘଟଣାସ୍ଥଳରେ ୨ମୃତ

ଅତାବିରା,୧୬।୬(ଯୁଧିଷ୍ଠିର ମହାପାତ୍ର): ଅତାବିରା ଥାନା ସରଣ୍ଡା ଗେଟ ପାଖ ୫୩ ନମ୍ବର ଜାତୀୟ ରାଜପଥରେ ସୋମବାର ରାତ୍ରି ୮ଟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨…

ସରକାରଙ୍କ ବଡ଼ ନିଷ୍ପତ୍ତି: ଡିଜେଲ ଉପରେ ରପ୍ତାନି ଶୁଳ୍କ ପ୍ରତି ଲିଟର ୧୪ ଏବଂ ATF ଉପରେ ପ୍ରତି ଲିଟର ୧୨.୫ ଟଙ୍କା ବୃଦ୍ଧି, ଜାଣନ୍ତୁ କ’ଣ ପଡିବ ପ୍ରଭାବ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର ଜୁନ ୧୬, ୨୦୨୬ ରୁ ପେଟ୍ରୋଲିୟମ ଉତ୍ପାଦ ଉପରେ ରପ୍ତାନି ଶୁଳ୍କ ସଂଶୋଧନ କରିଛନ୍ତି। ଡିଜେଲ ଏବଂ ବିମାନ ଟର୍ବାଇନ ଇନ୍ଧନ (ATF)…

ରାଷ୍ଟ୍ରପତିଙ୍କ ଗାଁକୁ ଯିବେ ପ୍ରଧାନମନ୍ତ୍ରୀ, ଦିନିକିଆ ଗସ୍ତରେ ମୋଟ୍‌ ୩ ଘଣ୍ଟା ରହିବେ

ଭୁବନେଶ୍ୱର,୧୬।୬(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରକୁ ଯିବେ। ପରେ…

ବାୟୁସେନା ବିମାନ ବି-୫୨ ଦୁର୍ଘଟଣାଗ୍ରସ୍ତ, ୮ ସେନା କର୍ମଚାରୀ ମୃତ

ଓ୍ବାଶିଂଟନ,୧୬।୬: ଆମେରିକାର କାଲିଫର୍ନିଆରେ ଏକ ବଡ଼ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଆମେରିକୀୟ ବାୟୁସେନା B-52 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ବିମାନରେ ରହିଥିବା…

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri