ଚାଇନାରେ ଆଉ ଏକ ଭାଇରସ୍‌କୁ ବଢିଲା ଚିନ୍ତା

ବେଜିଂ,୧୮।୭: କରୋନା ସହ ଲଢୁଥିବା ବିଶ୍ୱ ସାମ୍ନାରେ ଏବେ ମାଙ୍କଡ ବି(ମଙ୍କି ବି) ଭାଇରସ୍‌ ବିପଦ ଉଭା ହୋଇଛି। ଚାଇନାରେ ଏହି ଭାଇରସ୍‌ ସଂକ୍ରମିତ ହୋଇଥିବା ପ୍ରଥମ ବ୍ୟକ୍ତି ମୃତ୍ୟୁବରଣ କରିଛନ୍ତି। ଚାଇନାର ସରକାରୀ ଖବରକାଗଜ ଗ୍ଲୋବାଲ ଟାଇମ୍ସ ରବିବାର ଏହି ସୂଚନା ଦେଇଛି। ଖବର ମୁତାବକ ମୃତ ବ୍ୟକ୍ତି ଜଣକ ବେଜିଂର ଜଣେ ପ୍ରାଣୀ ଚିକିତ୍ସକ। ସେ ଏକ ଅନୁସନ୍ଧାନ ସଂସ୍ଥାରେ କାମ କରୁଥିଲେ। ମାର୍ଚ୍ଚ ମାସ ଆରମ୍ଭରେ ଦୁଇ ମୃତ ମାଙ୍କଡଙ୍କ ବ୍ୟବଚ୍ଛେଦ କରିବାର ଏକ ମାସ ପରେ ତାଙ୍କ ଶରୀରରେ ବାନ୍ତିର ପ୍ରାରମ୍ଭିକ ଲକ୍ଷଣ ଦେଖାଯାଇଥିଲେ। ଗତ ମେ ୨୭ରେ ତାଙ୍କ ମୃତ୍ୟୁ ଘଟିଥିଲା।
ଚାଇନାର ପ୍ରାଣୀ ଚିକିତ୍ସକ ମଙ୍କି ବି ଦ୍ୱାରା ସଂକ୍ରମିତ ହୋଇ ମୃତ୍ୟୁବରଣ କରିବାର ଏହା ପ୍ରଥମ ଘଟଣା। ଅନୁସନ୍ଧାନକାରୀମାନେ ଏପ୍ରିଲରେ ଭେଟର ସେରେବ୍ରୋସ୍ପାଇନାଲ ଫ୍ଲୁଇଡ ସଂଗ୍ରହ କରିଥିଲେ। ପରୀକ୍ଷା ସମୟରେ, ଏଥିରେ ମାଙ୍କଡ ବିଭି ଭାଇରସ୍‌ ମିଳିଥିଲ। ଏହି ଭାଇରସ୍‌ ରେ ଦେଖା ଦେଇଥିଲା। ଏହା ସିଧାସଳଖ ଯୋଗାଯୋଗ ମାଧ୍ୟମରେ ବ୍ୟାପିଥାଏ। ଏହାର ମୃତ୍ୟୁ ହାର ୭୦ରୁ ୮୦ ପ୍ରତିଶତ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri