ଚାଇନାରେ ସ୍ଥିତି ଅଣାୟତ: ମୃତ୍ୟୁ ସଂଖ୍ୟା ୧୦୦୦ ଟପିଲା

ବେଜିଂ,୧୧।୨: ଚାଇନାର କରୋନା ମହାମାରୀ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଇତିମଧ୍ୟରେ ଚାଇନାରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୧୦୧୧ରେ ପହଞ୍ଚିଛି। ୪୨ ହଜାର ୬୦୦ଲୋକଙ୍କଠାରେ ଏହି ଭୁତାଣୁ ଚିହ୍ନଟ ହୋଇଛିି। ଦେଶର ୩୦ଟିରୁ ଅଧିକ ସହରରେ ଭୁତାଣୁ ସଂକ୍ରମଣ ହୋଇଥିବା ସନ୍ଦିଗ୍ଧ ଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ସୁସ୍ଥ ହେବାପରେ ୩୨୮୧ ଜଣ ଲୋକଙ୍କୁ ଘରକୁ ପଠାଇ ଦିଆଯାଇଛି। ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ ମାସ୍କ୍‌ ପିନ୍ଧି ହସ୍ପିଟାଲ ପରିଦର୍ଶନ କରିଛନ୍ତି। ଏଭଳି ସମୟରେ ଧର୍ଯ୍ୟ ଧରିବାକୁ ସେ ଦେଶବାସୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି। ସୂଚନାଯୋଗ୍ୟ, ପୃଥିବୀର ୨୭ରୁ ଅଧିକ ଦେଶରେ କରୋନା ଭୁତାଣୁ ସଂକ୍ରମଣ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହର ୨ ବର୍ଷ ପରେ ଗୁମର ଖୋଲିଲେ ଶୋଭିତା: ନାଗା ଚୈତନଙ୍କ ସହ…

ମୁମ୍ବାଇ: ବିବାହର ପ୍ରାୟ ଦୁଇ ବର୍ଷ ପରେ ଶୋଭିତା ତାଙ୍କ ବୈବାହିକ ଜୀବନ ବିଷୟରେ ମୁହଁ ଖୋଲିଛନ୍ତି। ଅଭିନେତ୍ରୀ ଶୋଭିତା ଧୂଲିପାଲା ଏବଂ ନାଗା ଚୈତନ୍ୟ ୨୦୨୪ରେ…

ଯାତ୍ରା ଚାଲିଥିବା ବେଳେ ମଞ୍ଚରେ ପଡିଗଲେ ଅଭିନେତା ପିୟୁଷ, ତାପରେ….

ଦେବଗଡ଼,୨୭ା୮(ଶଶାଙ୍କ ଶେଖର ଝାଙ୍କର): ମୁଣ୍ଡ ବୁଲାଇ ମଞ୍ଚରେ ପଡିଗଲେ ଯାତ୍ରା ଅଭିନେତା ପିୟୁଷ ତ୍ରିପାଠୀ । ବାରକୋଟ ବ୍ଳକ ବାସୁପାଲି ଗାଁରେ ଯାତ୍ରା ପରିବେଷଣ ବେଳେ ଏହି…

୩ ସନ୍ତାନର କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟଙ୍କ ଜନ୍ମଦିନ ପାର୍ଟି ଅପ୍ରତ୍ୟାଶିତ ଭାବରେ ପରିଣତ ହେଲା ନିର୍ବନ୍ଧ ଉତ୍ସବରେ; ଆଶ୍ଚର୍ଯ୍ୟ ହୋଇଗଲେ ଉସେନ ବୋଲ୍ଟଙ୍କ ମଙ୍ଗେତର

ନୂଆଦିଲ୍ଲୀ,୨୭।୮: କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟ ଉସେନ ବୋଲ୍ଟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସେ ଜାମାଇକାରେ ତାଙ୍କ 40ତମ ଜନ୍ମଦିନ ପାଳନ ସମୟରେ ତାଙ୍କ ପ୍ରେମିକା କାସି…

ଜମିଛି ଆବର୍ଜନା-ନର୍ଦ୍ଦମାପାଣି: ବଢୁଛି ସଂକ୍ରାମକ ରୋଗ ଭୟ

ବରଗଡ଼,୨୭ା୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପରିମଳ ଓ ଜଳ ନିଷ୍କାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ସହରର ଯୁଆଡ଼େ ଦେଖିଲେ କୁଢ଼କୁଢ଼ ମଇଳା, ଆବର୍ଜନା ପଡ଼ିରହିଛି। ସେହିପରି ନିଷ୍କାସନ ବ୍ୟବସ୍ଥା…

୫ମାସ ବିତିଲା, ଅପହୃତାଙ୍କ ପତ୍ତା ମିଳୁନି: ଉଦ୍ଧାର ପାଇଁ ନିବେଦନ କଲେ ଅଜା

ମହାକାଳପଡ଼ା, ୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଥା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ବତୀଘର ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ଗତ ମାର୍ଚ୍ଚ ୧୧ତାରିଖ…

ଡାକ୍ତରୀ ପଢ଼ିବେ ଗରିବ ମେଧାବୀ ଛାତ୍ର ସୌମ୍ୟରଞ୍ଜନ: ସହଯୋଗର ହାତ ବଢାଇଲେ ସମବାୟବିତ୍‌

ମହାକାଳପଡ଼ା,୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଜୟ ନଗର ପଞ୍ଚାୟତ ସାହାବାଜପୁର ଗ୍ରାମର କୈଳାସ ଚନ୍ଦ୍ର ସାହୁଙ୍କ ଆର୍ଥିକ ସ୍ଥିତି ଗମ୍ଭୀର। ମୁଣ୍ଡ ଗୁଞ୍ଜିବାକୁ…

ବିହାରରେ ପହଞ୍ଚିଲା ନେପାଳର ବନ୍ୟା ଜଳ…ଏକ ବଡ଼ ବିପଦ ଟଳି ଯାଇଛି କି? ଜାଣନ୍ତୁ ବର୍ତ୍ତମାନର ସ୍ଥିତି

ପାଟନା/କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବର୍ଷାର ପ୍ରଭାବ ଏବେ ବିହାରର ସୀମାବର୍ତ୍ତୀ ଅଞ୍ଚଳରେ ଦୃଶ୍ୟମାନ ହେଉଛି। ବୁଧବାର ରାତିରେ, ନେପାଳରୁ ପ୍ରବାହିତ ହେଉଥିବା ଜଳର ପ୍ରବଳ ଲହରୀ ଯୋଗୁ…

ଅପହଞ୍ଚ ଗାଁ ପାଣିଖିଆ: ମୌଳିକ ସୁବିଧାରୁ ବଞ୍ଚିତ ଲୋକେ

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):୮୦ ବର୍ଷ ହେଲା ସ୍ବାଧୀନତା ମିଳିଲାଣି। ହେଲେ ଏବେବି ଅନେକ ନିପଟ ମଫସଲ ଗାଁରେ ସ୍ବାଧୀନତା ଅପହଞ୍ଚ ପାଲଟିଛି। ଲୁଣା ହେନ୍ତାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri