Posted inଖେଳ

ଚାଇନା ଓପନ୍‌: ସାତ୍ତ୍ୱିକ-ଅଶ୍ୱିନୀଙ୍କ ଦମ୍‌ଦାର ବିଜୟ

ଚାଙ୍ଗ୍‌ଝୋଉ (ଚାଇନା), ୧୭।୯ (ପି.ଟି.)- ଦଶ ଲକ୍ଷ ଆମେରିକୀୟ ଡଲାର ପୁରସ୍କାର ରାଶିବିଶିଷ୍ଟ ଚାଇନା ଓପନ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାର ମିକ୍ସଡ୍‌ ଡବଲ୍ସରେ ଭାରତୀୟ ଯୋଡ଼ି ସାତ୍ତ୍ୱିକ ସାଇରାଜ ରାନ୍‌କିରେଡ୍ଡୀ ଓ ଅଶ୍ୱିନୀ ପୋନାପ୍ପା ଦମ୍‌ଦାର ବିଜୟ ସହ ଅଭିଯାନ ଆରମ୍ଭ କରିଛନ୍ତି। ପ୍ରଥମ ରାଉଣ୍ଡର ଏକ ମୁକାବିଲାରେ ସାତ୍ତ୍ୱିକ ଓ ଅଶ୍ୱିନୀ ଯୋଡ଼ି ୨୨-୨୦, ୧୭-୨୧, ୨୧-୧୭ ଗେମ୍‌ରେ ବିଶ୍ୱ ମାନ୍ୟତାର ୭ମ ସ୍ଥାନରେ ରହିଥିବା ପ୍ରବୀଣ ଜୋର୍ଡାନ ଓ ମେଲାଟି ଡାଏଭା ଓକ୍ତାଭିଏଣ୍ଟିକୁ ପରାସ୍ତ କରିଥିଲେ। ବିଶ୍ୱ ମାନ୍ୟତାର ୨୬ତମ ସ୍ଥାନରେ ରହିଥିବା ଏହି ଭାରତୀୟ ଯୋଡ଼ି ମ୍ୟାଚ୍‌କୁ ଜିତିବାକୁ ୫୦ ମିନିଟ୍‌ ସମୟ ନେଇଥିଲେ। ଜୋର୍ଡାନ ଓ ମେଲାଟି ବର୍ତ୍ତମାନ ସୁଦ୍ଧା ୫ ଫାଇନାଲରେ ପ୍ରବେଶ କରିସାରିଥିଲେ ମଧ୍ୟ ସାତ୍ତ୍ୱିକ-ଅଶ୍ୱିନୀ ଯୋଡ଼ିଙ୍କଠାରୁ କଡ଼ା ଚ୍ୟାଲେଞ୍ଜର ସମ୍ମୁଖୀନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

ଇଣ୍ଡିଆନ ୟୁନିଭର୍ସିଟିଜ୍‌ ରଗ୍‌ବୀ, ଚେସ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୪।୪(ତପନ ସ୍ବାଇଁ): ଫ୍ରାନ୍ସର ଏକ୍ସେନ-ପ୍ରୋଭିନ୍ସରେ ୨୦୨୪ ଓ୍ବାଲର୍‌ଡ ୟୁନିସର୍ଭିଟି ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଉଗାଣ୍ଡାର...

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri