Posted inଜାତୀୟ

ଚାଇନା ସହ ଉତ୍ତେଜନା ମଧ୍ୟରେ ଲଦାଖ ପହଞ୍ଚିଲେ ସେନା ମୁଖ୍ୟ: ପରିସ୍ଥିତିର କରିବେ ଅନୁଧ୍ୟାନ

ଲେହ,୨୩।୬: ଚାଇନା ସହ ଉତ୍ତେଜନା ମଧ୍ୟରେ ମଙ୍ଗଳବାର ସେନା ମୁଖ୍ୟ ଏମ୍‌.ଏମ୍‌ ନରଓ୍ବଣେ ୨ଦିନିଆ ଗସ୍ତରେ ଲଦାଖରେ ପହଞ୍ଚିଛନ୍ତି। ସେଠାରେ ପହଞ୍ଚିବା ପରେ ସେ ପ୍ରଥମେ ଆହତ ଯବାନଙ୍କୁ ଭେଟିବା ପାଇଁ ହସ୍ପିଟାଲକୁ ଯାଇଥିଲେ। ସେଠାରେ ସେ ଯବାନଙ୍କୁ ଭେଟି ତାଙ୍କର ମନୋବଳ ବଢ଼ାଇଥିବା ଜଣାପଡ଼ିଛି। ଏହି ଗସ୍ତ ସମୟରେ ସେ ଲଦାଖର ପରିସ୍ଥିତି ଉପରେ ସମୀକ୍ଷା କରିବେ। ଏହାସହ ସେଠାରେ ମୁତୟନ ଥିବା କମାଣ୍ଡରଙ୍କ ସହ ଆଲୋଚନା କରି ନରଓ୍ବଣେ କେତେକ ଅଞ୍ଚଳ ପରିଦର୍ଶନ କରିବେ ବୋଲି ସୂଚନା ରହିଛି। ସୂଚନା ମୁତାବକ ଗତ ମାସରୁ ଲଦାଖରେ ଉତ୍ତେଜନା ପ୍ରକାଶ ପାଇଛି। କିନ୍ତୁ ଗତ ସପ୍ତାହରେ ଭାରତ ଓ ଚାଇନା ମଧ୍ୟରେ ପରିସ୍ଥିତି ବିଗିଡ଼ିବାରେ ଲାଗିଛି। ଏଭଳି ସ୍ଥିତିରେ ସେନା ମୁଖ୍ୟଙ୍କ ଲଦାଖ ଗସ୍ତ ସେଠାକାର ସୈନ୍ୟଙ୍କ ମଧ୍ୟରେ ଉତ୍ସାହ ଜାଗ୍ରତ କରିବ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ମାଷ୍ଟରଷ୍ଟ୍ରୋକ୍‌, ଅଡୁଆରେ ଚାଇନା

ନୂଆଦିଲ୍ଲୀ,୨୪।୫: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଚାଇନାର ବୃଦ୍ଧି ପାଉଥିବା କାର୍ଯ୍ୟକଳାପ ଭାରତ ସମେତ ବିଶ୍ୱବ୍ୟାପୀ ଅନେକ ଦେଶ ପାଇଁ ଚିନ୍ତାର କାରଣ ପାଲଟିଛି। ଚାଇନା ଯୁଦ୍ଧଜାହାଜ ଏବଂ…

ବାହା ହୋଇପାରୁନଥିଲା ପୁଅ, ରାଗିଯାଇ ମା’ଙ୍କୁ ଜିଅନ୍ତା ଜାଳିଦେଲେ

ମୁମ୍ବାଇ,୨୪ା୫: ପୁଅକୁ ବିବାହ କରାଇପାରିଲାନି ମା’ । ରିକ୍ସା ଚାଳକ ପୁଅ ନିଜ ବୃଦ୍ଧା ମା’ଙ୍କ ଉପରେ ଏକ ଜ୍ୱଳନଶୀଳ ପଦାର୍ଥ ଢାଳି ନିଆଁ ଲଗାଇ ଦେଇଥିବା…

ପୁଣି ଲଜ୍ଜିତ ହେଲା ୟୁପି! ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଚିୟରଲିଡର୍ସଙ୍କୁ ଦୁର୍ବବ୍ୟହାର, ଦେଖନ୍ତୁ Video

ଲକ୍ଷ୍ନୌ,୨୪।୫: ବର୍ତ୍ତମାନ, ଇଣ୍ଡିଆନ ପ୍ରିମିୟର ଲିଗ (IPL) 2026 ପାଇଁ ସାରା ଭାରତରେ ଉତ୍ସାହ ଲାଗି ରହିଛି। ଦେଶର ବିଭିନ୍ନ ରାଜ୍ୟରେ 2026 ସିଜିନ ପାଇଁ ମ୍ୟାଚ…

‘ମୋତେ ମୂର୍ଖ କୁହ ନାହିଁ – ମୋତେ ଏକଛତ୍ରବାଦୀ କୁହ’: ଜାଣନ୍ତୁ କାହିଁକି ଏମିତି କହିଲେ ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୪।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ଟ୍ରମ୍ପ ମନ୍ତବ୍ୟ ଦେଇଛନ୍ତି ଯେ ତାଙ୍କୁ ‘ମୂର୍ଖ’ ବୋଲି କୁହାଯିବା ପସନ୍ଦ ନୁହେଁ; ସେ…

ଆମେରିକା-ପାକିସ୍ତାନ ସମ୍ପର୍କକୁ ନେଇ ବଡ଼ ବୟାନ ଦେଲେ ରୁବିଓ, ଜାଣନ୍ତୁ ଭାରତକୁ ନେଇ କ’ଣ କହିଲେ

ନୂଆଦିଲ୍ଲୀ,୨୪।୫: ଆମେରିକା ଏବଂ ପାକିସ୍ତାନର ସମ୍ପର୍କ ଏବଂ ଭାରତ ସହିତ ଏହାର ରଣନୈତିକ ସହଭାଗୀତା ମଧ୍ୟରେ ପାର୍ଥକ୍ୟ କରି, ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି…

CBSE Copy Scanning Fees: ଆକାଉଣ୍ଟରୁ ଦୁଇଥର କଟିଛି କି ଟଙ୍କା? ଫେରସ୍ତ ନେଇ ବଡ଼ ଘୋଷଣା କଲା ବୋର୍ଡ

ନୂଆଦିଲ୍ଲୀ,୨୪।୫: ସିବିଏସ୍‌ଇ (CBSE) ଦ୍ୱାଦଶ ଶ୍ରେଣୀ ଖାତା ପୁନଃମୂଲ୍ୟାୟନ (Re-evaluation) ପ୍ରକ୍ରିୟାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆବେଦନ ସମୟରେ ବାରମ୍ବାର ଦେଖାଦେଉଥିବା ବୈଷୟିକ…

ଦୂର ହେଲା ଏଲପିଜ-ତୈଳ ସଙ୍କଟ! କିଛି ଘଣ୍ଟା ମଧ୍ୟରେ ହର୍ମୁଜରୁ ଆସିବ ଖୁସି ଖବର…

ନୂଆଦିଲ୍ଲୀ,୨୪।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ନୂଆଦିଲ୍ଲୀରୁ ଭାଷଣ ଦେଇ ସେ ଘୋଷଣା କରିଛନ୍ତି ଯେ…

ମୃତ୍ୟୁକୁ ବିତିଲାଣି ୧୩ ଦିନ, ଆଜି ଭଦଭଦା ଘାଟରେ ହେବ ଟ୍ବିଶାଙ୍କ ଅନ୍ତିମ ସଂସ୍କାର

ଭୋପାଳ,୨୪।୫: ବିବାହର ମାତ୍ର ୫ ମାସ ପରେ ହୋଇଥିବା ଟ୍ବିଶା ଶର୍ମାଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା ଏବେ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ମୃତ୍ୟୁର ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri