Posted inଖେଳ

ଚାଇନିଜ ତାଇପେ ଓପନ୍‌: ଦ୍ୱିତୀୟ ରାଉଣ୍ଡରେ ସୌରଭ

ତାଇପେଇ, ୫।୯ (ପି.ଟି.)- ପୂର୍ବତନ ଚାମ୍ପିୟନ ସୌରଭ ବର୍ମା ବୁଧବାରଠାରୁ ଏଠାରେ ଆରମ୍ଭ ହୋଇଥିବା ୫ ଲକ୍ଷ ଆମେରିକୀୟ ଡଲାର ପୁରସ୍କାର ରାଶିବିଶିଷ୍ଟ ଚାଇନିଜ ତାଇପେଇ ଓପନ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ପୁରୁଷ ସିଙ୍ଗଲ୍ସ ପ୍ରଥମ ରାଉଣ୍ଡ ମୁକାବିଲାରେ ସୌରଭ ୨୨-୨୦, ୨୧-୧୩ ସିଧାସଳଖ ଗେମ୍‌ରେ ଜାପାନର କାଜୁମାସା ସାକାଇଙ୍କୁ ପରାସ୍ତ କରିଛନ୍ତି। ମ୍ୟାଚ୍‌ ଜିତିବାକୁ ସୌରଭଙ୍କୁ ମାତ୍ର ୩୮ ମିନିଟ୍‌ ସମୟ ଲାଗିଥିଲା। ପରବର୍ତ୍ତୀ ରାଉଣ୍ଡରେ ସୌରଭଙ୍କ ମୁକାବିଲା ଘରୋଇ ପ୍ରତିଯୋଗୀ ଚୋଉ ତିଏନ୍‌ ଚେନ୍‌ଙ୍କ ସହ ହେବ। ଗତ ମାସରେ ହାଇଦ୍ରାବାଦ ଓପନ୍‌ ଜିତିଥିବା ସୌରଭ ଏକମାତ୍ର ଭାରତୀୟ ପ୍ରତିଯୋଗୀ ଭାବେ ଏହି ଟୁର୍ନାମେଣ୍ଟରେ ତିଷ୍ଠି ରହିଛନ୍ତି। ମହିଳା ସିଙ୍ଗଲ୍ସରେ ରିୟା ମୁଖାର୍ଜୀ ଓ ମହିଳା ଡବଲ୍ସରେ ଅପର୍ନା ବାଲାନ ଓ ପ୍ରଜକ୍ତା ସାଓ୍ବନ୍ତ ସେମାନଙ୍କ ପ୍ରଥମ ରାଉଣ୍ଡ ମ୍ୟାଚ୍‌ରେ ହାରି ବିଦାୟ ନେଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ରୋହିତ ଶର୍ମାଙ୍କ ସନ୍ନ୍ୟାସ ନେବା ପକ୍କା? ଏହି ଖୁସି ଖବର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ମନ ଭାଙ୍ଗିଦେବ!

ନୂଆଦିଲ୍ଲୀ, ୧୧।୮: ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ତୃତୀୟ ଦିନିକିଆ ମ୍ୟାଚରେ ଏହି ଭାରତୀୟ ଖେଳାଳି ଏକ ଚମତ୍କାର ଶତକ…

ଅଜିଙ୍କ୍ୟ ରାହାଣେଙ୍କ ସନ୍ନ୍ୟାସରେ ଚକିତ ହୋଇଯାଇଥିଲେ ସଚିନ! ଦୁହିଁଙ୍କ କଥାବାର୍ତ୍ତାର ହେଲା ଖୁଲାସା

ନୂଆଦିଲ୍ଲୀ, ୧୧।୮: ଗତ କିଛି ସପ୍ତାହ ଧରି ଅଜିଙ୍କ୍ୟ ରାହାଣେ ବେଶ ଚର୍ଚ୍ଚାରେ ଅଛନ୍ତି। ଗତ ଜୁଲାଇ ୩୦ ତାରିଖରେ ସେ ଅବସର ଘୋଷଣା କରିଥିଲେ। ଏହାସହ…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

ଗାଙ୍ଗୁଲିଙ୍କ ଜୀବନ ପ୍ରତି ବିପଦ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ତାଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କୁ ହତ୍ୟା ଧମକ ମିଳିଛି। ବର୍ତ୍ତମାନ କ୍ରିକେଟ ଆସୋସିଏସନ ଅଫ…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri