ଚାକିରି କରାଇଦେବା ନାଁରେ ଠକେଇ ମାମଲା: ଫେରାର୍‌ ଲାଇନ୍‌ମ୍ୟାନ ଗିରଫ

ଭବାନୀପାଟଣା,୭।୩(ଡି.ଏନ୍‌.ଏ.): ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଅଭିଯୋଗରେ କଳାହାଣ୍ଡି ଜିଲା ଭବାନୀପାଟଣା ପୂର୍ବ ବିଦ୍ୟୁତ୍‌ ଖଣ୍ଡର ଲାଇନମ୍ୟାନ୍‌-ସି. ଜ୍ୟୋତିରଞ୍ଜନ ସାମଲଙ୍କୁ ପୋଲିସ ଗିରଫ କରିଛି । ଲାଇନମ୍ୟାନ୍‌ ସାମଲ ୨୦୧୭ ରେ ଭବାନୀପାଟଣାସ୍ଥିତ ବଡପଡାର ମଦନ କୁମାରଙ୍କଠାରୁ ୫୦ ହଜାର, ଲୋଚନ ତାଣ୍ଡିଙ୍କ ଠାରୁ ୫୦ ହଜାର ଟଙ୍କା ଚାକିରି କରାଇ ଦେବା ପାଇଁ ନେଇଥିଲେ । ଏ ନେଇ ଭବାନୀପାଟଣା ଟାଉନ ଥାନାରେ ତାଙ୍କ ନାମରେ ୨୦୧୯ ଅଗଷ୍ଟ ୨୦ ତାରିଖରେ ଏକ ମାମଲା ରୁଜୁ ହୋଇଥିଲା । ସେହିଦିନଠାରୁ ସେ ଫେରାର ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri